ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଅଶ୍ୱିନୀ ଓ କୃତ୍ତିକା ନକ୍ଷତ୍ର ଜାତ ବ୍ୟକ୍ତିଙ୍କୁ ପାରିବାରିକ ଶାନ୍ତି ମିଳିବ । ନୀଳ ସମ୍ପର୍କ ବିଛିନ୍ନ ହେବ । ଚେଷ୍ଟା ଶୁଭପ୍ରଦ ହେବ । କୌଶଳରେ କାର୍ଯ୍ୟ ହାସଲ କରିପାରନ୍ତି । ପୁଣ୍ୟବାନ୍ ହେବେ । କୀର୍ତ୍ତିମାନ୍ ହୋଇପାରନ୍ତି । । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ

ଆଇନଗତ ସମସ୍ୟା ଦୂର ହୋଇପାରେ । କର୍ମକୁଶଳତା ପ୍ରକାଶ ପାଇବ । ନୈତିକବଳ ବୃଦ୍ଧି ହୋଇପାରେ । ବିଳାସ ବ୍ୟସନ କରିପାରନ୍ତି । ବୃଦ୍ଧି ପ୍ରୟୋଗ କରି କାର୍ଯ୍ୟ ହାସଲ କରିବେ । କୃର୍ତ୍ତିକା ଓ ରୋହିଣି ଉପରୋକ୍ତ ଫଳ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
ରୋଗୀ- ଦିନବେଳା ବାହାରକୁ ଯାଆନ୍ତୁ ନାହିଁ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ମିଥୁନ

ଆଦ୍ର୍ର୍ର୍ରା ନକ୍ଷତ୍ର ଜାତବ୍ୟକ୍ତିଙ୍କର ଦକ୍ଷତା ଓ ଅନୁଭୂତି ବୃଦ୍ଧି ହୋଇପାରେ । କାର୍ଯ୍ୟରେ ସଫଳତା ମିଳିବ । ଗୁରୁଜନଙ୍କ ଠାରୁ ସ୍ନେହ,ଶ୍ରଦ୍ଧା ଲାଭ କରିବେ । ଧାର୍ମିକ ହେବେ । ଚେଷ୍ଟା ଫଳବତୀ ହେବ । ମୃଗଶିରା ଓ ପୁନର୍ବସୁର ସାମାନ୍ୟ ଶୁଭଫଳ ପାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

କର୍କଟ

ପୁଷ୍ୟା ନକ୍ଷତ୍ର ଜାତ ବ୍ୟକ୍ତି ମୂଲ୍ୟବାନ୍ ଦ୍ରବ୍ୟ ଲାଭ କରିବେ । ଅଧିକ ଧନ, ରତ୍ନ ପ୍ରାପ୍ତି ପାଇଁ ଆଶାବାଦୀ ହେବେ । ଉତ୍ତମ ମିତ୍ର କିମ୍ବା ସୁପୁତ୍ର ଲାଭ କରିପାରନ୍ତି । ଶାସ୍ତ୍ରବିଶାରତ ହୋଇପାରନ୍ତି । ପୁନର୍ବସୁ ଓ ଅଶ୍ଳେଷା ନକ୍ଷତ୍ରର ସାମାନ୍ୟ ଫଳ ପାଇବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧି ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ସିଂହ

ମଘା ଓ ଉତ୍ତରା ଫାଲ୍‌ଗୁନୀ ନକ୍ଷତ୍ର ଜାତ ବ୍ୟକ୍ତି ନିଶ୍ଚିନ୍ତରେ ଦିନଟି ବିତାଇବେ । ବ୍ୟବସାୟ ଲାଭଜନକ ହେବ । ଦିର୍ଘଦିନର ଆଶା ପୂରଣ ହୋଇପାରେ । ଉତ୍ତମ ଭୋଜନରେ ଆପ୍ୟାୟିତ ହୋଇପାରନ୍ତି । ଫାଲଗୁନୀର ସମାନ୍ୟ ଫଳ ପାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କନ୍ୟା

ଉତ୍ତରା ଫାଲ୍‌ଗୁନୀ ଓ ହସ୍ତା ନକ୍ଷତ୍ର ଜାତ ବ୍ୟକ୍ତି କୃଷି କାର୍ଯ୍ୟକୁ ତ୍ୱରାନ୍ୱିତ କରିବା ପାଇଁ ପ୍ରାଣମୂର୍ଚ୍ଚା ଉଦ୍ୟମ ଚଳାଇ ପାରନ୍ତି । ଶୁଭ ଖବର ପାଇ ଖୁସି ହେବେ । ବ୍ୟୟର ପରିମାଣ ବଢିପାରେ । ଚିତ୍ରା ନକ୍ଷତ୍ର ଜାତ ବ୍ୟକ୍ତିଙ୍କର ସାମାନ୍ୟ ଶୁଭଫଳ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୫ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- କୀର୍ତ୍ତି ସ୍ତମ୍ବ ସ୍ଥାପନ କରିବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଅଧିକା ପାଣି ଜମିରେ ରହିଲେ, ଫସଲ ନଷ୍ଟ କରିପାରେ ।

ତୁଳା

ସ୍ୱାତୀ ନକ୍ଷତ୍ର ଜାତ ବ୍ୟକ୍ତି ବିଭିନ୍ନ ଦିଗରୁ ଅର୍ଥ ପ୍ରାପ୍ତ ହୋଇପାରେ । ଚଞ୍ଚଳ ଚେଷ୍ଟିତ ହୋଇପାରନ୍ତି । ରୋଜଗାର ଆଶାନୁରୁପ ହୋଇପାରେ । ପାରିବାରିକ ସୁଖ-ଶାନ୍ତି ଅବ୍ୟାହତ ରହିବ । କାର୍ଯ୍ୟରେ ସଫଳତା ଲାଭ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା

ଅନୁରାଧା ନକ୍ଷତ୍ର ଜାତବ୍ୟକ୍ତି ଦେବ ପୂଜନରେ ଆଗ୍ରହୀ ହେବେ । ସୁଖ-ସମ୍ମାନ ଲାଭ କରିପାରନ୍ତି । ପ୍ରୀତି ଲାଭ କରିବେ । ସ୍ୱତ୍ୱାଧିକାରି ହୋଇପାରନ୍ତି । କୀର୍ତ୍ତିମାନ୍ ହେବେ । ଗୃହ ପରିବେଶ ଉତ୍ତମ ଧରଣର ହୋଇପାରେ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୮ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ମହତ ହେବ ।
ରୋଗୀ-ସତର୍କତାର ଦିନ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ

ମୂଳା ଓ ଉତ୍ତରାଷାଢା ନକ୍ଷତ୍ର ଜାତ ବ୍ୟକ୍ତିଙ୍କର କାର୍ଯ୍ୟରେ ଢେର ଉନ୍ନତି ଘଟିବ । ଦାନ-ଧର୍ମକୁ ବ୍ରତ ଭାବେ ଗ୍ରହଣ କରିପାରନ୍ତି । କୁଶଳ ସମାଚାର ପାଇ ଖୁସି ହେବେ । ସନ୍‌ମାର୍ଗୀ ହେବେ । ପୁଣ୍ୟବାନ୍ ହୋଇପାରନ୍ତି । ଶୁଭ ରଙ୍ଗ ଗୋଲାପୀ । ଶୁଭ ଅଙ୍କ ୪ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

ମକର

ଉତ୍ତରାଷାଢ ଓ ଶ୍ରାବଣା ନକ୍ଷତ୍ର ଜାତ ବ୍ୟକ୍ତି ବିପଦ ଆପଦରୁ ବର୍ତ୍ତି ଯିବେ । ଯୁଗ୍ମ ବ୍ୟବସାୟରୁ ଲାଭ ପାଇବେ । ସ୍ୱାଭିମାନୀ ହୋଇପାରନ୍ତି । ଧନାଗମ ହେବାର ସୂଚନା ମିଳୁଛି, ମାତ୍ର ସାବଧାନତାର ସହ କାର୍ଯ୍ୟ କରିବେ । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୧ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ଦେଶୀ ଜିନିଷ ଅଧିକା ବ୍ରିକ୍ରୀ ହେବ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।

କୁମ୍ଭ

ଉତ୍ତରା ନକ୍ଷତ୍ର ଜାତ ବ୍ୟକ୍ତି ଭ୍ରାତୃ ସ୍ନେହୀ ହେବେ । ବନ୍ଧୁ ସହଯୋଗ ପାଇବେ । ସୌଭାଗ୍ୟ ବୃଦ୍ଧିର ସୂଚନା ମିଳୁଛି । ସୁଭାଷୀ ଓ ଉତ୍ତମ ବିଦ୍ୟାଯୁକ୍ତ ହୋଇପାରନ୍ତି । ତେଜୀୟାନ ହେବେ । ଚଞ୍ଚଳ ଚେଷ୍ଟିତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ

ଉତ୍ତରାଭାଦ୍ର ପଦ ନକ୍ଷତ୍ର ଜାତ ବ୍ୟକ୍ତି ଶତ୍ରୁ ଦମନ କରିବାରେ ସିଦ୍ଧହସ୍ତ ହେବେ । ମନୋବଳ ଦୃଢ ରହିବ । ଧର୍ମ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । କର୍ମକ୍ଷେତ୍ରରେ ସଫଳତା ପାଇବେ । ପ୍ରୀତି ଲାଭ କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୨ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

Leave a Reply

Your email address will not be published.