ରାଜ୍ୟରେ କରୋନା ନେଲା ଆଉ ୧୩ ମୁଣ୍ଡ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ନେଲା ଆଉ ୧୩ ମୁଣ୍ଡ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିସାଇ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୯ରେ ପହଞ୍ଚିଛି।
୧୩ ମୃତକଙ୍କ ମଧ୍ୟରେ ପୁରୀରୁ ୩ ଜଣ ମୃତ୍ୟୁବରଣ କରିଥିବାବେଳେ ଗଞ୍ଜାମ, ମୟୂରଭଞ୍ଜ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ ଏବଂ କଟକ, କନ୍ଧମାଳ, ଖୋର୍ଦ୍ଧା ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ କରିଛନ୍ତି।
ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୩୪୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧୩୮୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୯୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୩୯୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
2.A 65 year old male of Cuttack district who was also suffering from Diabetes, Hypertension, Bronchial Asthma & Hypothyroidism .
3. A 58 year old male of Ganjam district.
4.A 50 year old male of Ganjam district who was also suffering from Diabetes.
— H & FW Dept Odisha (@HFWOdisha) September 8, 2020
5.A 66 year old male of Kandhamal district who was also suffering from Diabetes, hypertension & Chronic kidney Disease (Stage-V).
6.A 24 year old male of Mayurbhanj district who was also suffering from Lamellar Ichthyosis , psoriasis with methotrexate toxicity.
— H & FW Dept Odisha (@HFWOdisha) September 8, 2020