କରୋନାରୁ ସୁସ୍ଥ ହେଲେ ୧୪୨୨

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟାରେ ୨୭ଜିଲ୍ଲାରୁ ୧୪୨୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ବଢୁଥିବା ଆକ୍ରାନ୍ତଙ୍କ ସହିତ ତାଳ ଦେଇ ସୁସ୍ଥ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆରୋଗ୍ୟକାରୀଙ୍କ ସଂଖ୍ୟା ୩୭,୯୦୦ରେ ପହଞ୍ଚିଛି। ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ଗୁରୁବାର ଏହାର ସୂଚନା ଦିଆଯାଇଛି।

Leave a Reply

Your email address will not be published.