ଆଜି ଗୋଟିଏ ଦିନରେ ସୁସ୍ଥ ହେଲେ ସର୍ବାଧିକ ୧୮୧୦ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ସର୍ବାଧିକ ୧୮୧୦ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏହାକୁ ମିଶାଇ ମୋଟ୍ ୨୮୬୯୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୧୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି l

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୮୩୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୦୭୧୭ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୧୮ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୧୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.