ରାଜ୍ୟରେ ଆଉ ୧୮୬ କରୋନା ପଜିଟିଭ୍, ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୯୦୯କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଉ ୧୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୯୦୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୧ ଜଣ କ୍ବାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୧୫ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି ।

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୩,୯୦୯ରେ ପହଞ୍ଚିଛି।

Leave a Reply

Your email address will not be published.