ରାଜ୍ୟରେ ଆଉ ଦୁଇ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଲେ
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୨୨୫ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୯୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।