ରାଜ୍ୟରେ ଚିହ୍ନଟ ହେଲେ ୨୬୦୨ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୦୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୩୫୩୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୬୧ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୦୪୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୩ଜଣ, ବରଗଡ ଜିଲ୍ଲାରୁ ୮୨ଜଣ, ଭଦ୍ରକ ଜିଲ୍ଲାରୁ ୪୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୨ଜଣ, ବୌଦ୍ଧ ଜିଲ୍ଲାରୁ ୯ଜଣ, କଟକ ଜିଲ୍ଲାରୁ ୨୩୬ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୭ଜଣ, ଗଜପତି ଜିଲ୍ଲାରୁ ୭ଜଣ, ଗଞ୍ଜାମ ଜିଲ୍ଲାରୁ ୧୯୦ଜଣ, ଜଗତସିଂହପୁର ଜିଲ୍ଲାରୁ ୮୨ଜଣ, ଯାଜପୁର ଜିଲ୍ଲାରୁ ୧୦୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୫ଜଣ, କଳାହାଣ୍ଡି ଜିଲ୍ଲା ୬୩ଜଣ, କନ୍ଧମାଳ ଜିଲ୍ଲାରୁ ୧୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨୮ଜଣ, କେନ୍ଦୁଝର ଜିଲ୍ଲାରୁ ୮୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧୬ଜଣ, କୋରାପୁଟ ଜିଲ୍ଲାରୁ ୧୨୬ଜଣ, ମାଲକାନଗିରି ଜିଲ୍ଲାରୁ ୮୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୮ଜଣ, ନୟାଗଡ଼ ଜିଲ୍ଲାରୁ ୯୧ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ୪୬ଜଣ, ରାୟଗଡ଼ା ଜିଲ୍ଲାରୁ ୫୪ଜଣ, ସମ୍ବଲପୁର ଜିଲ୍ଲାରୁ ୭୮ଜଣ, ସୋନପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୯ଜଣ ରହିଛନ୍ତି ।
6. Boudh: 9
7. Cuttack: 236
8. Deogarh: 3
9. Dhenkanal: 67
10. Gajapati: 7
11. Ganjam: 190
12. Jagatsinghpur: 82
13. Jajpur: 103
14. Jharsuguda: 85
15. Kalahandi: 63
16. Kandhamal: 17
17. Kendrapada: 128
18. Keonjhar: 86
19. Khurda: 616
20. Koraput: 127
21. Malkangiri: 80— I & PR Department, Odisha (@IPR_Odisha) August 31, 2020
22. Mayurbhanj: 72
23. Nawarangpur: 18
24. Nayagarh: 91
25. Nuapada: 16
26. Puri: 46
27. Rayagada: 54
28. Sambalpur: 78
29. Sonepur: 21
30. Sundargarh: 19New Recoveries: 2519
Cumulative Tested: 1789433
Positive: 103536
Recovered: 73233
Active Cases: 29758— I & PR Department, Odisha (@IPR_Odisha) August 31, 2020