ରାଜ୍ୟରେ ୨୪ ଘଣ୍ଟାରେ ୨୬୪୦ କୋଭିଡ୍ ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ୨୬୪୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୬୪୨୯ ରେ ପହଞ୍ଚିଛି । ତେବେ ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୧୭ଜଣ କ୍ୱାରେଣ୍ଟାଇନ୍‌ରୁ ହୋଇଥିବା ବେଳେ ୧୧୨୩ ଜଣ ଲୋକାଲ୍‌ କେସ୍‌ ରହିଛନ୍ତି ।

 

Leave a Reply

Your email address will not be published. Required fields are marked *