ରାଜ୍ୟରେ ଚିହ୍ନଟ ହେଲେ ୨୬୯୭ କରୋନା ସଂକ୍ରମିତ, ୨୪୬୮୩୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୬୮୩୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୨୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.