ଆଜି ରାଜ୍ୟରେ ୨୭୫୨ ପଜିଟିଭ୍ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୨୭୫୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୮୪୨୩୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୦୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୦୪୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
Covid-19 Report For 24th August
New Positive Cases: 2752
In quarantine: 1708
Local contacts: 1044(Details of local contacts will be shared by concerned District Administration)
District Wise Cases
1. Angul: 23
2. Balasore: 129
3. Bargarh: 28
4. Bhadrak: 58
5. Balangir: 14— I & PR Department, Odisha (@IPR_Odisha) August 25, 2020
6. Boudh: 11
7. Cuttack: 247
8. Deogarh: 6
9. Dhenkanal: 1
10. Gajapati: 60
11. Ganjam: 212
12. Jagatsinghpur: 101
13. Jajpur: 217
14. Jharsuguda: 15
15. Kalahandi: 16
16. Kandhamal: 95
17. Kendrapada: 97
18. Keonjhar: 28
19. Khurda: 423
20. Koraput: 174
21. Malkangiri: 101— I & PR Department, Odisha (@IPR_Odisha) August 25, 2020
22. Mayurbhanj: 137
23. Nawarangpur: 27
24. Nayagarh: 103
25. Nuapada: 8
26. Puri: 144
27. Rayagada: 177
28. Sambalpur: 55
29. Sonepur: 1
30. Sundargarh: 44New Recoveries: 2519
Cumulative Tested: 1421958
Positive: 84231
Recovered: 56924
Active Cases: 26826— I & PR Department, Odisha (@IPR_Odisha) August 25, 2020
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୩ଜଣ , ବାଲେଶ୍ୱର ଜିଲ୍ଲାରୁ ୧୨୯ଜଣ, ବରଗଡ ଜିଲ୍ଲାରୁ ୨୮ଜଣ, ଭଦ୍ରକ ଜିଲ୍ଲାରୁ ୫୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୪ଜଣ, ବୌଦ୍ଧ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୨୪୭ଜଣ, ଦେଓଗଡ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଜପତି ଜିଲ୍ଲାରୁ ୬୦ଜଣ, ଗଞ୍ଜାମ ଜିଲ୍ଲାରୁ ୨୧୨ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୧ଜଣ, ଯାଜପୁର ଜିଲ୍ଲାରୁ ୨୧୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬ଜଣ, କନ୍ଧମାଳ ଜିଲ୍ଲାରୁ ୯୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୯୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୨୩ଜଣ, କୋରାପୁଟ ଜିଲ୍ଲାରୁ ୧୭୪ଜଣ, ମାଲକାନଗିରି ଜିଲ୍ଲାରୁ ୧୦୧, ମୟୁରଭଞ୍ଜ ଜିଲ୍ଲାରୁ ୧୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୭ଜଣ, ନୟାଗଡ ଜିଲ୍ଲାରୁ ୧୦୩ଜଣ , ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୪୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୭୭ଜଣ, ସମ୍ବଲପୁର ଜିଲ୍ଲାରୁ ୫୫ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୪୪ଜଣ ରହିଛନ୍ତି ।