ଭୁବନେଶ୍ୱରରୁ ଆଉ ୩୩୨ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ୱରରୁ ଆଜି ୩୩୨ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୭୯୩୧ରେ ପହଁଚିଛନ୍ତି ।

ଆଜି ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୭୩ଜଣ ରହିଥିବା ବେଳେ ସ୍ଥାନୀୟ ସଂକ୍ରମିତ ହେଉଛନ୍ତି ୧୫୯ । ଏହାସହ ୧୬୩ଜଣ ଆରୋଗ୍ୟ ଲାଭ କରିଛନ୍ତି ।

Leave a Reply

Your email address will not be published.