ରାଜ୍ୟରେ ସର୍ବାଧିକ ୩୩୮୪ କରୋନା ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୩୮୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୯୮୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୨୮ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୨୫୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୧୯ଜଣ, ବରଗଡ଼ ଜିଲ୍ଲାରୁ ୧୫୭ଜଣ, ଭଦ୍ରକ ଜିଲ୍ଲାରୁ ୮୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୯୯ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୪୯୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୦ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୭୭ଜଣ, ଜଗତସିଂହପୁର ଜିଲ୍ଲାରୁ ୪୩ଜଣ, ଯାଜପୁର ଜିଲ୍ଲାରୁ ୧୭୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯୪ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭ଜଣ, କନ୍ଧମାଳ ଜିଲ୍ଲାରୁ ୫୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୬ଜଣ, କେନ୍ଦୁଝର ଜିଲ୍ଲାରୁ ୬୩ଜଣ, କେନ୍ଦୁଝର ଜିଲ୍ଲାରୁ ୫୮୭ଜଣ, କୋରାପୁଟ ଜିଲ୍ଲାରୁ ୫୮୭ଜଣ, କୋରାପୁଟ ଜିଲ୍ଲାରୁ ୮୯ଜଣ, ମାଲକାନଗିରି ଜିଲ୍ଲାରୁ ୪୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୭୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୧ଜଣ, ନୟାଗଡ଼ ଜିଲ୍ଲାରୁ ୭୬ଜଣ, ନୂଆପଡ଼ା ଜିଲ୍ଲାରୁ ୧୯ଜଣ, ପୁରୀ ଜିଲ୍ଲାରୁ ୧୨୧ଜଣ, ରାୟଗଡ଼ା ଜିଲ୍ଲାରୁ ୧୫୪ଜଣ, ସମ୍ବଲପୁର ଜିଲ୍ଲାରୁ ୧୮୨ଜଣ, ସୋନପୁର ଜିଲ୍ଲାରୁ ୩୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧ଜଣ ରହିଛନ୍ତି ।
Covid-19 Report For 26th August
New Positives Cases: 3384
In quarantine: 2128
Local contacts: 1256(Details of local contacts will be shared by concerned District Administration)
District Wise Cases
1. Angul: 13
2. Balasore: 119
3. Bargarh: 157
4. Bhadrak: 82
5. Balangir: 99— I & PR Department, Odisha (@IPR_Odisha) August 27, 2020
6. Boudh: 5
7. Cuttack: 492
8. Deogarh: 16
9. Dhenkanal: 60
10. Gajapati: 9
11. Ganjam: 177
12. Jagatsinghpur: 43
13. Jajpur: 176
14. Jharsuguda: 94
15. Kalahandi: 27
16. Kandhamal: 58
17. Kendrapada: 76
18. Keonjhar: 63
19. Khurda: 587
20. Koraput: 89
21. Malkangiri: 44— I & PR Department, Odisha (@IPR_Odisha) August 27, 2020