ରାଜ୍ୟରେ ଚିହ୍ନଟ ହେଲେ ୩୮୬୧ କରୋନା ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୮୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୮୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୭୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୫୮୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୨୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୫ଜଣ, ବରଗଡ଼ ଜିଲ୍ଲାରୁ ୧୭୬ଜଣ, ଭଦ୍ରକ ଜିଲ୍ଲାରୁ ୭୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୫ଜଣ, ବୌଦ୍ଧ ଜିଲ୍ଲାରୁ ୨୨ଜଣ, କଟକ ଜିଲ୍ଲାରୁ ୩୮୬ଜଣ, ଦେଓଗଡ଼ ଜିଲ୍ଲାରୁ ୧୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୪ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୯୧ଜଣ, ଜଗତସିଂହପୁର ଜିଲ୍ଲାରୁ ୮୬ଜଣ, ଯାଜପୁର ଜିଲ୍ଲାରୁ ୨୮୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯୯ଜଣ, କଳାହାଣ୍ଡି ଜିଲ୍ଲାରୁ ୨୮ଜଣ, କନ୍ଧମାଳ ଜିଲ୍ଲାରୁ ୨୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୩ଜଣ, କେନ୍ଦୁଝର ଜିଲ୍ଲାରୁ ୬୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୬୭ଜଣ, କୋରାପୁଟ ଜିଲ୍ଲାରୁ ୮୬ଜଣ, ମାଲକାନଗିରି ଜିଲ୍ଲାରୁ ୩୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୪ଜଣ, ନୟାଗଡ଼ ଜିଲ୍ଲାରୁ ୫୭ଜଣ, ନୂଆପଡ଼ା ଜିଲ୍ଲାରୁ ୪୮ଜଣ, ପୁରୀ ଜିଲ୍ଲାରୁ ୨୦୦ଜଣ, ରାୟଗଡ଼ା ଜିଲ୍ଲାରୁ ୧୫୩ଜଣ, ସମ୍ବଲପୁର ଜିଲ୍ଲାରୁ ୭୭ଜଣ, ସୋନପୁର ଜିଲ୍ଲାରୁ ୧୧୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୬ଜଣ ଥିବା ବେଳେ ଷ୍ଟେଟ୍ ପୁଲ୍ରୁ ୧୪୦ଜଣ ରହିଛନ୍ତି ।
6. Boudh: 22
7. Cuttack: 386
8. Deogarh: 12
9. Dhenkanal: 74
10. Gajapati: 14
11. Ganjam: 91
12. Jagatsinghpur: 86
13. Jajpur: 285
14. Jharsuguda: 199
15. Kalahandi: 28
16. Kandhamal: 25
17. Kendrapada: 83
18. Keonjhar: 66
19. Khurda: 767
20. Koraput: 86
21. Malkangiri: 33— I & PR Department, Odisha (@IPR_Odisha) September 7, 2020
22. Mayurbhanj: 122
23. Nawarangpur: 44
24. Nayagarh: 57
25. Nuapada: 48
26. Puri: 200
27. Rayagada: 153
28. Sambalpur: 77
29. Sonepur: 117
30. Sundargarh: 96
31. State Pool: 140New Recoveries: 2590
Cumulative Tested: 2143566
Positive:127892
Recovered: 96364
Active Cases:30919— I & PR Department, Odisha (@IPR_Odisha) September 7, 2020