ରାଜ୍ୟରେ ଆଜି ୮୬୮ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୮୬୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୦୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୬୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୦,୯୨୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୦୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୧ଜଣ, ବାଲେଶ୍ୱର ଜିଲ୍ଲାରୁ ୫୨ଝଣ, ବରଗଡ଼ ଜିଲ୍ଲାରୁ ୨୬ଜଣ, ଭଦ୍ରକ ଜିଲ୍ଲାରୁ ୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୬ ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲା ୬୫ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରି ୧୫ଜଣ, ଗଜପତି ଜିଲ୍ଲାରି ଜଣେ, ଗଞ୍ଜାମ ଜିଲ୍ଲାରୁ ୨୫ଜଣ, ଜଗତସିଂହପୁର ଜିଲ୍ଲାରୁ ୩୮ଜଣ, ଯାଜପୁର ଜିଲ୍ଲାରୁ ୩୧ଜଣ, ଝାରସୁଗୁଡ଼ା ଜିଲ୍ଲା ୨୨ଜଣ, କଳାହାଣ୍ଡି ୩୬ଜଣ, କନ୍ଧମାଳ ଜିଲ୍ଲାରୁ ୧୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୯ଜଣ, କେନ୍ଦୁଝର ଜିଲ୍ଲାରି ୧୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୦୨ଜଣ, କୋରାପୁଟ ଜିଲ୍ଲାରୁ ୧୫ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୪୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୩୩ଜଣ, ପୁରୀ ଜିଲ୍ଲାରୁ ୩୦ଜଣ, ରାୟଗଡ଼ା ଜିଲ୍ଲାରୁ ୨୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୨ଜଣ, ସୋନପୁର ଜିଲ୍ଲାରୁ ୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୨ଜଣ, ଷ୍ଟେଟ ପୁଲ୍ରୁ ୨୦ଜଣ ରହିଛନ୍ତି ।