ଜୁନ୍ ୧୫: ଜାଣନ୍ତୁ ଆପଣଙ୍କ ରାଶିଫଳ, କାହାପାଇଁ କେମିତି କଟିବ ଆଜିର ଦିନ
ମେଷ
ଧର୍ମ ଚର୍ଚ୍ଚାରେ ନିଜକୁ ନିୟୋଜିତ କରିବେ । ଆଗକୁ ବଢିବାରେ ପ୍ରତିବନ୍ଧକ ସୃଷ୍ଟି ହୋଇପାରେ । ବିବାଦୀୟ ବିତର୍କରେ ଭାଗ ନ ନେଇ ନୀରବ ଦର୍ଶକ ସାଜି ପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
- ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
- ରୋଗୀ- ସୁସ୍ଥ ଅନୁଭବ କରିବେ ।
- ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
- କର୍ମଜୀବୀ- ପ୍ରଶଂସିତ ହେବେ ।
- ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
- ଗୃହିଣୀ- ଧାର୍ମିକ ହେବେ ।
ବୃଷ
ଦେବାଦେବୀ ଦର୍ଶନ ପାଇଁ ଉତ୍ସାହ ବୃଦ୍ଧି ପାଇବ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଜ୍ଞାନଅର୍ଜନରେ ଆଗ୍ରହୀ ହେବେ । ସତ୍-କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
- ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
- ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
- ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
- କର୍ମଜୀବି- ଅର୍ଥ ମିଳିବ ।
- ବ୍ୟବସାୟୀ- ଅର୍ଥ ଲାଭ ହେବ ।
- ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମିଥୁନ
ପରିଶ୍ରମର ମୂଲ୍ୟ ମିଳିବ । ଶୁଭଖବର ପାଇ ଉତ୍ଫୁଲ୍ଲିତ ହୋଇପାରନ୍ତି । କର୍ମକ୍ଷେତ୍ରରେ ସଫଳତା ମିଳିବ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ହେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ହଳଦି । ଶୁଭ ଅଙ୍କ ୪ ।
ଚା ରୋଗୀ- ଅସୁସ୍ଥ ଅନୁଭବ କରିବେ ।
- ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
- ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
- କର୍ମଜୀବୀ- ପ୍ରଶଂସିତ ହେବେ ।
- ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
- ଗୃହିଣୀ- ସୁଖଭାରା ଦିନଟି ।
କର୍କଟ
ଦେବ ଦର୍ଶନ ଶୁଭଦାୟକ ହେବ । କାର୍ଯ୍ୟରେ ସଫଳତା ଲାଭ କରିବେ । ଅଧିକ କ୍ଷମତା ପାଇ ତା’ର ସଦ୍-ବ୍ୟବହାର କରିପାରନ୍ତି । ପ୍ରତିଯୋଗିତାରେ ବିଜୟୀ ହୋଇ ପୁରସ୍କୃତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
- ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
- ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
- ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
- କର୍ମଜୀବୀ- ଅର୍ଥ ମିଳିବ ।
- ବ୍ୟବସାୟୀ- ଅର୍ଥ ଲାଭ ହେବ ।
- ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ସିଂହ
ଇଚ୍ଛା ପୂର୍ଣ୍ଣ ହେବ । ସେବା କାର୍ଯ୍ୟରେ ଅବତୀର୍ଣ୍ଣ ହୋଇପାରନ୍ତି । ପୂଜ୍ୟପୂଜା ପାଇଁ ତତ୍ପର ହେବେ । ଖର୍ଚ୍ଚାନ୍ତ ହୋଇପାରନ୍ତି । ଅଷ୍ଟମ ଚନ୍ଦ୍ର ହେତୁ କ୍ଳେଶଦୂର ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
- ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
- ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
- ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ
- କର୍ମଜୀବି- ଅର୍ଥ ହାନୀ ହେବ ।
- ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
- ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
କନ୍ୟା
ଯାତ୍ରା ମାର୍ଗ କୁସୁମିତ ହେବ । ସୁଖକର ଘଟଣାମାନ ଘଟିବ । କର୍ମକ୍ଷେତ୍ର ଉଜ୍ଜ୍ୱଳମୟ ହେବ । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୂଳ ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୯ ।
- ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
- ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
- କର୍ମଜୀବୀ- ପ୍ରମୋସନ୍ ମିଳିବ ।
- ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
- ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
- ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ତୁଳା
ସମୂହ କାର୍ଯ୍ୟରେ ସହ-ଯୋଗ ଦେବେ । ଶତ୍ରୁକୁ ପରାଜିତ କରି ମାନସିକ ସ୍ତରରେ ଶାନ୍ତି ଅନୁଭବ କରିପାରନ୍ତି । ସୁସମ୍ବାଦ ପାଇ ଖୁସି ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
- ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
- ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
- ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
- କର୍ମଜୀବୀ- ପ୍ରମୋସନ୍ ମିଳିବ ।
- ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
- ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବିଛା
ନୂତନ ବିଷୟ ବସ୍ତୁ ଉପରେ ଅଧ୍ୟୟନ କରି ତାକୁ କାର୍ଯ୍ୟକାରୀ କରିବାରେ ସଫଳ ହେବେ । ବିଭିନ୍ନ ସୂତ୍ରରୁ ଅର୍ଥ ପ୍ରାପ୍ତିର ସୁଯୋଗ ଅଛି। ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
- ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
- ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
- କର୍ମଜୀବୀ- ଉନ୍ନତିର ମାର୍ଗ ମିଳିବ ।
- ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
- ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
- ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ଧନୁ
ଗୃହରେ ଆନନ୍ଦ-ଉତ୍ସବ ଲାଗି ରହିବ । କେତେକ ଘଟଣାରେ ପରିବାର ସହ ଭୁଲ ବୁଝାମଣା ଘଟିପାରେ । ପରିଶ୍ରମର ମୂଲ୍ୟ ମିଳିବ। ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
- ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
- ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
- ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
- କର୍ମଜୀବୀ- କାର୍ଯ୍ୟ କରି ପ୍ରଶଂସିତ ହେବେ ।
- ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
- ଗୃହିଣୀ- ସୁଖଭାରା ଦିନଟି ।
ମକର
ମାଙ୍ଗଳିକ ଉତ୍ସବରେ ଯୋଗ ଦେଇ ଖୁସି ହୋଇପାରନ୍ତି । ଆର୍ଥିକ ସ୍ଥିତିରେ ପ୍ରଭୂତ ଉନ୍ନତି ଘଟିବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୂଳ ରହିଛି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
- ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
- ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
- କର୍ମଜୀବୀ- ପ୍ରମୋସନ୍ ମିଳିବ ।
- ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
- ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
- ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
କୁମ୍ଭ
କାର୍ଯ୍ୟର ସଫଳ ରୂପାୟନ କରି ଆତ୍ମସନ୍ତୋଷ ଲାଭ କରିପାରନ୍ତି । ତ୍ୟାଗଶୀଳ ଓ ନୀତିନିଷ୍ଠ ହୋଇପାରନ୍ତି । ସୁଖୀ ଓ କାବ୍ୟ ଶାସ୍ତ୍ରାନୁରକ୍ତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
- ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
- ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
- ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
- କର୍ମଜୀବୀ- ସୁରୁଖୁରୁରେ କାର୍ଯ୍ୟ କରିବେ ।
- ଗୃହିଣୀ- ସୁଖଭାରା ଦିନଟି ।
ମୀନ
ଈଶ୍ୱରଙ୍କ ଶରଣାଗତ ହୋଇପାରନ୍ତି । ଭଲ ରୋଜଗାର ହେବ । ସରକାରୀ ବା ବନ୍ଧୁ ସୂତ୍ରତୁ ଲାଭବାନ୍ ହେବେ । ଉତ୍ତମ ଭୋଜନ ମିଳିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬।
- ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
- ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
- ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
- କର୍ମଜୀବୀ- ଉନ୍ନତିର ମାର୍ଗ ମିଳିବ ।
- ବ୍ୟବସାୟୀ- ଅର୍ଥ ଲାଭ ହେବ ।
- ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।