ଆଜି ଜୁଲାଇ ୧୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ପ୍ରତ୍ୟେକ କ୍ଷେତ୍ରରେ ଆପଣ ଅଯଥା ବ୍ୟସ୍ଥତା ପ୍ରକାଶ କରି ବିଶେଷ ଛାନିଆ ହେବା ଠିକ୍ ହେବନି । ଆନୁଷ୍ଠାନିକ କାମରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
- ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।
- ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
- କର୍ମଜୀବୀ- ବଦଖର୍ଚ୍ଚୀ ହୋଇପାରନ୍ତି ।
- ବ୍ୟବସାୟୀ- ଭ୍ରମଣ ଯୋଗ କ୍ଷତି କାରକ ହେବ ।
- ଗୃହିଣୀ- ପରକୁ ଆପଣାର କରିବେ ।
- ଚାଷୀ- ପୁତ୍ର , ପିତାକୁ ସାହାର୍ଯ୍ୟ କରିବେ ।
ବୃଷ
କର୍ମକ୍ଷେତ୍ରରେ ପ୍ରତିବନ୍ଧକକୁ ଦୃଢତାର ସହ ସମ୍ମୁଖୀନ ହୋଇ ସମାଧାନ କରିବାରେ ଯତ୍ନବାନ୍ ହେବେ । ସାମାଜିକ ସ୍ତରରେ ପ୍ରଶଂସିତ ହୋଇପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
- ଚାଷୀ- ଆଦର ମିଳିବ ।
- ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
- ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
- କର୍ମଜୀବୀ- ଜଳଯାତ୍ରା ମନା ।
- ବ୍ୟବସାୟୀ- ଭ୍ରମଣ ଯୋଗ କ୍ଷତି କାରକ ହେବ ।
- ଗହିଣୀ- ସଦିଚ୍ଛା ଭାବ ରହିବ ।
ମିଥୁନ
ଆଲୋଚନା ପରିସରରେ ସାଧାରଣ କଥାରେ ପ୍ରତିଦ୍ୱନ୍ଦ୍ୱୀ, ଦୋଷାରୋପ କରି ସମସ୍ୟାକୁ ବଢାଇ ଦେବେ । ପୂର୍ବ ଯୋଜନା ଅନୁଯାୟୀ କର୍ମରେ ସଫଳତା ପାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
- ଚାଷୀ- କୃଷି କର୍ମକାରୀ ହେବେ ।
- ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
- ଛାତ୍ରଛାତ୍ରୀ- ଆଦର୍ଶ ବ୍ୟକ୍ତିତ୍ୱ ହେବେ ।
- କର୍ମଜୀବି- ଶୁଭ ସମୟ ଉପସ୍ଥିତ ।
- ବ୍ୟବସାୟୀ- ଶତ୍ରୁହନ୍ତା ହେବେ ।
- ଗୃହିଣୀ- ମିତ୍ର ସୁଖ ପାଇବେ ।
ର୍କକଟ
ଆଜି ସକାଳୁ ସକାଳୁ ନୂତନ କର୍ମାରମ୍ଭ ପ୍ରୀତିପଦ ହେବ ଓ ମନୋବଳ ବୃଦ୍ଧି ପାଇ ଉସୁକତା ଦେଖା ଦେବ । ସାମାଜିକ ସ୍ତରରେ ଦକ୍ଷତା ଓ ସଚ୍ଚୋଟତା ହେତୁ , ପ୍ରଶଂସିତ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୧ ।
- ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
- ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
- ଛାତ୍ରଛାତ୍ରୀ- ଜ୍ଞାନ-ଗରିମା ବୃଦ୍ଧି ହେବ ।
- କର୍ମଜୀବୀ- ପ୍ରମୋସନ୍ ମିଳିବ ।
- ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
- ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ସିଂହ
କର୍ମକ୍ଷେତ୍ରରୁ ଫେରନ୍ତା ବାଟରେ ବନ୍ଧୁଙ୍କ ସାକ୍ଷାତରୁ ଉପକୃତ ହୋଇପାରନ୍ତି । ଦିନ ମଧ୍ୟରେ ମାତ୍ରାଧିକ ଭ୍ରମଣ ଯୋଗୁଁ କ୍ଳାନ୍ତି ଅନୁଭବ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
- ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
- ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
- ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
- କର୍ମଜୀବି- କାର୍ଯ୍ୟରେ ସଫଳ ହେବେ
- ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
- ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କନ୍ୟା
ଆଜି ଦିନଟିରେ ବିବାଦୀୟ କଥାରେ ମୁଣ୍ଡ ପୂରାଇଲେ ଟେନ୍ସନ ଭିତରେ ମାନସିକ ସ୍ଥିରତା ହରାଇବେ । ପ୍ରିୟଲୋକଟିର ମନୋଭାବ ବଦଳିଯାଇପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
- ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
- ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
- ଛାତ୍ରଛାତ୍ରୀ- ବିଦେଶ ଯାତ୍ରା ବନ୍ଦ
- କର୍ମଜୀବି- ଜଳଯାତ୍ରା ମନା ।
- ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
- ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ତୁଳା – ବିଗତ ଦିନମାନଙ୍କରେ ସୃଷ୍ଟି ହୋଇଥିବା ସମସ୍ୟା ଆଜି ହଠାତ୍ ସମାଧାନ ହେବ । ଆନୁଷ୍ଠାନିକ କାର୍ଯ୍ୟରେ ପରୋକ୍ଷ ଶତ୍ରୁତା ସାମୟିକ ବାଧା ସୃହ୍ଟି କରିପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
- ବ୍ୟବସାୟୀ- ଅର୍ଥ ହାନୀ ହେବ ।
- ଗୃହିଣୀ- ସୁଖଭାରା ଦିନଟି ।
- କର୍ମଜୀବୀ- ଜଳଯାତ୍ରା ମନା ।
- ଛାତ୍ରଛାତ୍ରୀ- ବିଦେଶ ଯାତ୍ରା ବନ୍ଦ ।
- ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
- ଚାଷୀ- କୃଷି କର୍ମକାରୀ ହେବେ ।
ବିଛା
ଆଜିର କର୍ମକ୍ଷେତ୍ରରେ ସାହସିକତା ପ୍ରଦର୍ଶନ କରି ଉଚ୍ଚ ପ୍ରଶଂସିତ ହେବେ । ଆନୁଷ୍ଠାନିକ କ୍ଷେତ୍ରରେ ସାହାର୍ଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
- ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
- ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
- ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
- କର୍ମଜୀବି- ପ୍ରଶଂସିତ ହେବେ ।
- ବ୍ୟବସାୟୀ- ଅର୍ଥ ହାନୀ ହେବ ।
- ଗୃହିଣୀ- ସୁଖଭାରା ଦିନଟି ।
ଧନୁ
ପାରିବାରିକ ସମସ୍ୟା ସମାଧାନ କ୍ଷେତ୍ରରେ ବନ୍ଧୁଙ୍କ ଯୁକ୍ତିକୁ ଗ୍ରହଣ କରିବାକୁ ବାଧ୍ୟ ହେବେ । ପାଖ, ପଡୋଶୀଙ୍କ ସହାୟତାରେ ବଜେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହୋଇପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
- ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
- ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
- ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
- କର୍ମଜୀବୀ- ସମ୍ମାନିତ ହେବେ ।
- ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
- ଗୃହିଣୀ- ସୁଖ ଅନୁଭବ କରିବେ ।
ମକର
ଅର୍ଥନୈତିକ ଅଭିବୃଦ୍ଧି ସାଙ୍ଗକୁ କଳା, ସାହିତ୍ୟ, ସାମ୍ବାଦିକତାରେ ସୁନାମ ଅର୍ଜନ କରିବେ । ଭଲ କଥା କହିଲେ ମଧ୍ୟ ବନ୍ଧୁ ତାହାକୁ ଭୁଲ୍ ଦୃଷ୍ଟି କୋଣରୁ ବିଚାର କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
- ବ୍ୟବସାୟୀ- ଅର୍ଥ ଲାଭ ହେବ ।
- ଗୃହିଣୀ- ସୁଖଭାରା ଦିନଟି ।
- ଚାଷୀ- ସପରିବାର ସହ ସମୟ ବିତାଇବେ ।
- ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
- ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
- କର୍ମଜୀବୀ- କାର୍ଯ୍ୟ ବ୍ୟସ୍ତ ରହିବେ ।
କୁମ୍ଭ
ପରିସ୍ଥିତି ବଶତଃ କେତେକ କ୍ଷେତ୍ରରେ ନିଜର ମତ ବଦଳାଇ ସମାଲୋଚିତ ହେବାକୁ ପଡିପାରେ । କିନ୍ତୁ ପ୍ରଶାସନିକ ସ୍ତରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
- ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
- ରୋଗୀ- ଥଣ୍ଡ-କଫ ଜନିତ ସାମାନ୍ୟ ପୀଡା ରହିବ ।
- ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
- କର୍ମଜୀବୀ- ପ୍ରଶଂସିତ ହେବେ
- ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
- ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମୀନ
ଅତୀତ କଥାକୁ ନେଇ ଗୁଡାଏ ଚିନ୍ତା କରି ମନକୁ ଭାରାକ୍ରାନ୍ତ କରନ୍ତୁ ନାହିଁ । ପ୍ରତ୍ୟେକ କ୍ଷେତ୍ରରେ ଅସୁବିଧା ନ ହେଲେ ମଧ୍ୟ ଆଶଙ୍କା କରି ମନ ଅସ୍ଥିର ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
- ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
- ରୋଗୀ- ଉତ୍ତମ ସ୍ୱାସ୍ଥ୍ୟ ସମ୍ପନ୍ନ ହେବେ ।
- ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
- କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
- ବ୍ୟବସାୟୀ- ଅର୍ଥ ହାନୀ ହେବ ।
- ଗୃହିଣୀ- ସୁଖ ଅନୁଭବ କରିବେ ।