ରାଜ୍ୟରେ ଚିହ୍ନଟ ହେଲେ ୩୨୬୭ କରୋନା ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୬୬୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୬୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୩୦୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୦ ଜଣ, ବାଲେଶ୍ୱର ଜିଲ୍ଲାରୁ ୯ ଜଣ, ବରଗଡ ଜିଲ୍ଲାରୁ ୧୨୦ ଜଣ, ଭଦ୍ରକ ଜିଲ୍ଲାରୁ ୧୩୮ ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୩ ଜଣ, ବୌଦ୍ଧ ଜିଲ୍ଲାରୁ ୪୪ ଜଣ, କଟକ ଜିଲ୍ଲାରୁ ୩୮୪ ଜଣ, ଦେଓଗଡ଼ ଜିଲ୍ଲାରୁ ୨୩ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୮ ଜଣ, ଗଜପତି ଜିଲ୍ଲାରୁ ୧୮ ଜଣ, ଗଞ୍ଜାମ ଜିଲ୍ଲାରୁ ୯୭ ଜଣ, ଜଗତସିଂହପୁର ଜିଲ୍ଲାରୁ ୬୬ ଜଣ, ଯାଜପୁର ଜିଲ୍ଲାରୁ ୨୩ ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୭ ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ ଜଣ, କନ୍ଧମାଳ ଜିଲ୍ଲାରୁ ୨୭ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ୫୧ ଜଣ, କେନ୍ଦୁଝର ଜିଲ୍ଲାରୁ ୧୦୭ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୫୯ ଜଣ, କୋରାପୁଟ ଜିଲ୍ଲାରୁ ୮୩ ଜଣ, ମାଲକାନଗିରି ଜିଲ୍ଲାରୁ ୧୭ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୪ ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୫ ଜଣ, ନୟାଗଡ ଜିଲ୍ଲାରୁ ୭୦ ଜଣ, ନୂଆପଡ଼ା ଜିଲ୍ଲାରୁ ୪୦ ଜଣ, ପୁରୀ ଜିଲ୍ଲାରୁ ୨୩୫ ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୯ ଜଣ, ସମ୍ବଲପୁର ଜିଲ୍ଲାରୁ ୮୦ ଜଣ, ସୋନପୁର ଜିଲ୍ଲାରୁ ୬୬ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୭ ଜଣ, ରହିଛନ୍ତି ।
6. Boudh: 44
7. Cuttack: 384
8. Deogarh: 23
9. Dhenkanal: 18
10. Gajapati: 18
11. Ganjam: 97
12. Jagatsinghpur: 66
13. Jajpur: 23
14. Jharsuguda: 37
15. Kalahandi: 37
16. Kandhamal: 27
17. Kendrapada: 51
18. Keonjhar: 107
19. Khurda: 859
20. Koraput: 83
21. Malkangiri: 17— I & PR Department, Odisha (@IPR_Odisha) September 4, 2020
22. Mayurbhanj: 134
23. Nawarangpur: 85
24. Nayagarh: 70
25. Nuapada: 40
26. Puri: 235
27. Rayagada: 169
28. Sambalpur: 80
29. Sonepur: 66
30. Sundargarh: 127New Recoveries: 3278
Cumulative Tested: 1997345
Positive: 116678
Recovered: 87351
Active Cases: 28743— I & PR Department, Odisha (@IPR_Odisha) September 4, 2020