ରାଜ୍ୟରେ ଚିହ୍ନଟ ହେଲେ ୩୫୪୩ କରୋନା ସଂକ୍ରମିତ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୩୫୪୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୦୨୨୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୬୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୩୮୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୫୩ଜଣ, ବରଗଡ ଜିଲ୍ଲାରୁ ୨୭୪ଜଣ, ଭଦ୍ରକ ଜିଲ୍ଲାରୁ ୫୦ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୬୭ଜଣ, କଟକ ଜିଲ୍ଲାରୁ ୨୯୫ଜଣ, ଦେଓଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୯ଜଣ, ଗଜପତି ଜିଲ୍ଲାରୁ ୧୦୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮୫ଜଣ, ଯାଜପୁର ଜିଲ୍ଲାରୁ ୨୦୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୭ଜଣ, କଳାହାଣ୍ଡି ଜିଲ୍ଲାରୁ ୩୭ଜଣ, କନ୍ଧମାଳ ଜିଲ୍ଲାରୁ ୩୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୮ଜଣ, କେନ୍ଦୁଝର ଜିଲ୍ଲାରୁ ୪୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୮୭୮ଜଣ, କୋରାପୁଟ ଜିଲ୍ଲାରୁ ୯୦ଜଣ, ମାଲକାନଗିରି ଜିଲ୍ଲାରୁ ୨୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୨୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୩ଜଣ, ନୟାଗଡ଼ା ଜିଲ୍ଲାରୁ ୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୯୮ଜଣ, ପୁରୀ ଜିଲ୍ଲାରୁ ୬୧ଜଣ, ରାୟଗଡ଼ା ଜିଲ୍ଲାରୁ ୬୭ଜଣ, ସମ୍ବଲପୁର ଜିଲ୍ଲାରୁ ୮୩ଜଣ, ସୋନପୁର ଜିଲ୍ଲାରୁ ୯୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୬ଜଣ ରହିଛନ୍ତି ।
6. Boudh: 67
7. Cuttack: 295
8. Deogarh: 4
9. Dhenkanal: 69
10. Gajapati: 29
11. Ganjam: 102
12. Jagatsinghpur: 85
13. Jajpur: 206
14. Jharsuguda: 87
15. Kalahandi: 37
16. Kandhamal: 38
17. Kendrapada: 48
18. Keonjhar: 44
19. Khurda: 878
20. Koraput: 90
21. Malkangiri: 25— I & PR Department, Odisha (@IPR_Odisha) September 5, 2020
22. Mayurbhanj: 326
23. Nawarangpur: 33
24. Nayagarh: 34
25. Nuapada: 98
26. Puri: 61
27. Rayagada: 67
28. Sambalpur: 83
29. Sonepur: 99
30. Sundargarh: 56New Recoveries: 2980
Cumulative Tested: 2048008
Positive: 120221
Recovered: 90331
Active Cases: 29299— I & PR Department, Odisha (@IPR_Odisha) September 5, 2020