ରାଜ୍ୟରେ ଆଜି ୩୬୪୫ କରୋନା ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୩୬୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୫୮୬୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୫୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୪୯୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୯ଜଣ , ବାଲେଶ୍ୱର ଜିଲ୍ଲାରୁ ୧୫୬ଜଣ, ,ବରଗଡ଼ ଜିଲ୍ଲାରୁ ୧୫୭ଜଣ ,ଭଦ୍ରକ ଜିଲ୍ଲାରୁ ୧୪୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୯ଜଣ, ବୌଦ୍ଧ ଜିଲ୍ଲାରୁ ୩୦ଜଣ, କଟକ ଜିଲ୍ଲାରୁ ୩୫୭ଜଣ, ଦେଓଗଡ଼ ଜିଲ୍ଲାରୁ ୧୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୬୮ଜଣ, ଗଜପତି ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୪୬ଜଣ, ଜଗତସିଂହପୁର ଜିଲ୍ଲାରୁ ୯୫ଜଣ, ଯାଜପୁର ଜିଲ୍ଲାରୁ ୧୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୯୧ଜଣ, କଳାହାଣ୍ଡି ଜିଲ୍ଲାରୁ ୭୯ଜ,. କନ୍ଧମାଳ ଜିଲ୍ଲାରୁ ୯୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୫ଜଣ, କେନ୍ଦୁଝର ଜିଲ୍ଲାରୁ ୫୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୧୭ଜଣ, କୋରାପୁଟ ଜିଲ୍ଲାରୁ ୯୫ଜଣ, ମାଲକାନଗିରି ଜିଲ୍ଲାରୁ ୩୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୦ଜଣ, ନୟାଗଡ଼ ଜିଲ୍ଲାରୁ ୩୮ଜଣ, ନୂଆପଡ଼ା ଜିଲ୍ଲାରୁ ୯୦ଜଣ, ପୁରୀ ଜିଲ୍ଲାରୁ ୨୪୬ଜଣ, ରାୟଗଡ଼ା ଜିଲ୍ଲାରୁ ୭୯ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୭ଜଣ, ସୋନପୁର ଜିଲ୍ଲାରୁ ୯୯ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୮୪ଜଣ, ଷ୍ଟେଟ ପୁଲ୍ରୁ ୩୪୪ଜଣ ରହିଛନ୍ତି ।
6. Boudh: 30
7. Cuttack: 357
8. Deogarh: 15
9. Dhenkanal: 68
10. Gajapati: 9
11. Ganjam: 46
12. Jagatsinghpur: 95
13. Jajpur: 116
14. Jharsuguda: 91
15. Kalahandi: 79
16. Kandhamal: 95
17. Kendrapada: 75
18. Keonjhar: 56
19. Khurda: 517
20. Koraput: 95
21. Malkangiri: 33— I & PR Department, Odisha (@IPR_Odisha) September 15, 2020
22. Mayurbhanj: 137
23. Nawarangpur: 90
24. Nayagarh: 38
25. Nuapada: 90
26. Puri: 246
27. Rayagada: 79
28. Sambalpur: 127
29. Sonepur: 99
30. Sundargarh: 84
31. State Pool: 344New Recoveries: 3382
Cumulative Tested: 2516457
Positive: 158650
Recovered: 122024
Active Case: 35928— I & PR Department, Odisha (@IPR_Odisha) September 15, 2020