ଆଜି ଡିସେମ୍ବର ୧୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ପ୍ରତ୍ୟେକ କ୍ଷେତ୍ରରେ ସମୟୋଚିତ ଦସ୍ତଙ୍ଘ ପଦକ୍ଷେପ ନେଲେ କୃତକାର୍ଯ୍ୟ ହେବେ । ଅଫିସ୍ କାମରେ ବୁଝାମଣା ନେଇ ତିକ୍ତତା ଦେଖା ଦେଇପାରେ । ପ୍ରଶାସନିକ କ୍ଷେତ୍ରରେ ସହକର୍ମୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ

ପାରିବାରିକ କ୍ଷେତ୍ରରେ ଭଉଣୀଙ୍କ ସାହାର୍ଯ୍ୟ ପ୍ରତିଶ୍ରୁତିରୁ ଆଶ୍ୱସ୍ତି ଲାଭ କରିବେ । ଅଭିଳଷିତ ଦ୍ରବ୍ୟପ୍ରାପ୍ତିରେ ଅସହଯୋଗର ସମ୍ମୁଖୀନ ହୋଇପାରନ୍ତି । ଶାରୀରିକ ଦୁର୍ବଳତା ଯୋଗୁଁ କାମ କରିବାକୁ ଆଗ୍ରହ ପ୍ରକାଶ କରିବେ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ

ବନ୍ଧୁଙ୍କ ପରାମର୍ଶକୁ ଗ୍ରହଣ କଲେ ଉପକୃତ ହେବେ ଓ ମାନସିକ ଦ୍ୱନ୍ଦ୍ୱରୁ ରିହାତି ପାଇବେ । ସହକର୍ମୀଙ୍କ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କର୍କଟ

ଦୀର୍ଘଦିନରୁ ଭାଙ୍ଗି ପଡିଥିବା ସମ୍ପର୍କ ଆଜି ଆକସ୍ମିକ ଭାବେ ପୁନଃ ପ୍ରତି ିତ ହେବେ । ଭାବପ୍ରବଣ ବଶତଃ କିଛି କହି ଅପଦସ୍ଥ ହୋଇପାରନ୍ତି । ବାନ୍ଧବୀଙ୍କ ସହ ଆଳାପରେ ସମୟ କଟାଇପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

ସିଂହ

ମାନସିକ ଅବସାଦ ବଢିବା କାରଣରୁ କୌଣସି କାମ ଉତ୍ସାହିତ ହେବ ନାହିଁ । କର୍ମକ୍ଷେତ୍ରରେ ଈର୍ଷା ପରାୟଣ ବ୍ୟକ୍ତିଙ୍କ ମିଥ୍ୟା ଗୁଜବରେ ଆତଙ୍କିତ ହୁଅନ୍ତୁ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା

ହାତକୁ ମେଳରେ ରହିବାର ସୁଯୋଗ ପାଇ ସାମୟିକ ଦୁଃଖକୁ ଭୁଲିଯିବେ । ପଡୋଶୀଙ୍କ କାର୍ଯ୍ୟକଳାପରେ ଅତି ହେବା କାରଣରୁ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ତୁଳା

ପାରିବାରିକ କ୍ଷେତ୍ରରେ ଯୁକ୍ତିଯୁକ୍ତି କଥା କହି ସମସ୍ୟା ସମାଧାନ ପାଇଁ ଚେଷ୍ଟା କରିବେ । ବିଭିନ୍ନ ସୂତ୍ରରୁ ରୋଜଗାର କରିବା ସଙ୍ଗକୁ ବିଳାସ ବ୍ୟସନରେ ସମୟ ଅତିବାହିତ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ରଙ୍ଗ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା

ବନ୍ଧୁଙ୍କ ମେଳରେ ରହିବାର ସୁଯୋଗ ପାଇ ସାମୟିକ ଦୁଃଖକୁ ଭୁଲିଯିବେ । ପଡୋଶୀଙ୍କ କାର୍ଯ୍ୟକଳାପରେ ଅତି ହେବା କାରଣରୁ ମନରେ ବିରକ୍ତିଭାବ ସୃଷ୍ଟି ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସୁଖୀ ହେବେ ।

ଧନୁ

ପ୍ରତିକୂଳ ପରିସ୍ଥିତି ଚାପ କ୍ରମଶଃ ବଢିପାରେ । ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିଥିବାରୁ ଆବଶ୍ୟକୀୟ ସହ-ଯୋଗ ପାଇବାରେ ଅସୁବିଧା ହେବ ନାହିଁ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ମକର

ଅତୀତ ଘଟଣାକୁ କେନ୍ଦ୍ରକରି ବିବାଦୀୟ ପରିସ୍ଥିତି ସୃଷ୍ଟି ହେବାର ସୂଚନା ରହିଛି । ଅନ୍ୟମନସ୍କ କିମ୍ବା ଅସାବଧାନତା ବଶତଃ ଦ୍ରବ୍ୟ ନଷ୍ଟ ହୋଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ

ବିଶୃଙ୍ଖଳିତ ପରିସ୍ଥିତି ଲାଗି ରହିବା କାରଣରୁ କର୍ମକ୍ଷେତ୍ରରେ ଶିଥିଳତା ଦେଖା ଦେବ । ପର କଥାରେ ମୁଣ୍ଡ ପୂରାଇ ଭୁଲ୍ ମାର୍ଗରେ ଗତି କରିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

ମୀନ

ଯେତେ ଭଲ କାମ କଲେ ସୁଦ୍ଧା ଭଲ ପାଉ ନ ଥିବା ଲୋକଙ୍କ ଦ୍ୱାରା ସମାଲୋଚିତ ହେବେ । ଶିଳ୍ପ, ବାଣିଜ୍ୟ ଓ ରାଜନୀତି କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

Leave a Reply

Your email address will not be published.