ଆଜି ବସିବ କ୍ୟାବିନେଟ୍ ବୈଠକ

ଭୁବନେଶ୍ବର, (ଓଡିଶା ଟାଇମ୍) :ଆଜି ବସିବ କ୍ୟାବିନେଟ୍ ବୈଠକ । ସନ୍ଧ୍ୟା ୫ଟାରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଭିଡିଓ କନଫରେନ୍ସିଂ ଜରିଆରେ ରାଜ୍ୟ କ୍ୟାବିନେଟ ବୈଠକ ବସିବ । ଆଜିର ମିଟିଂରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହୋଇପାରେ ଆଲୋଚନା ।

ଗତ ୪ ଦିନ ତଳେ ରାଜ୍ୟ କ୍ୟାବିନେଟ ବୈଠକ ବସିଥିବାବେଳେ ଆଜି ବୈଠକକୁ ନେଇ ଉତ୍କଣ୍ଠା ବଢ଼ିଛି । ସମ୍ଭବତଃ ଏହି ବୈଠକରେ ରାଜ୍ୟ ସରକାର କିଛି ବଡ଼ ଘୋଷଣା କରିପାରନ୍ତି ।

Leave a Reply

Your email address will not be published.