ଆଜି ଜାନୁଆରୀ ୦୩ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜି ଆଂଶିକ କାଳସର୍ପଯୋଗ ଆପଣଙ୍କୁ ସ୍ୱାସ୍ଥ୍ୟ ଓ ଅର୍ଥ ସମ୍ପର୍କୀୟ ବ୍ୟତିକ୍ରମ ମାଧ୍ୟମରେ ଚିନ୍ତିତ କରାଇପାରେ । ଘର ଅପେକ୍ଷା ବାହାର ଲୋକଙ୍କ ସକାଶେ ବିଶେଷ ସମୟ ନେଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ

ଆଜି ଆପଣଙ୍କ ପାଇଁ ଉତ୍ତରାର୍ଦ୍ଧରେ ସମସ୍ତଗ୍ରହ ଅବସ୍ଥାନ କରୁଥିବାରୁ ଅପରାହ୍ନ ସମୟରେ ହିଁ ସଫଳତା ମିଳିବ । ପିଲାଙ୍କ ଉନ୍ନତି କାର୍ଯ୍ୟକଳାପ ପାଇଁ ଗୌରବାନ୍ୱିତ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମିଥୁନ

ନିକିତି ତଉଲପରି ଆପଣଙ୍କ ରାଶିର ଗ୍ରହବସ୍ଥାନ ଯୋଗୁଁ ଅର୍ଥ, ପରିବାର ଓ ସନ୍ତାନଭାବର ସୁଫଳତା କମ୍ ମିଳିବ । ସକାଳୁ ହଠାତ୍ କୌନସି ସମସ୍ୟାର ସମ୍ମୁଖୀନ ହୋଇ ଅସ୍ଥିର ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ

ଭାଗ୍ୟଭାବସ୍ଥ ମଙ୍ଗଳଙ୍କ ଯୋଗୁଁ କର୍ମକ୍ଷେତ୍ରରେ ଯୁକ୍ତିଯୁକ୍ତ କଥା କହି ଜଟିଳ ପରିସ୍ଥିତିକୁ ସୁଧାରି ନେବେ । ଟଙ୍କା ପଇସା, ନେବା ଆଣିବା କ୍ଷେତ୍ରରେ ସତର୍କ ରହିବା ଭଲ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ସିଂହ

ସ୍ୱାସ୍ଥ୍ୟ ନିୟନ୍ତ୍ରଣାଧୀନ ରହିବ । ଯାତ୍ରା , ବାଣିଜ୍ୟ ଓ ବ୍ୟବସାୟିକ କ୍ଷେତ୍ର ସମସ୍ୟା ବଢିପାରେ । ଉତ୍ତରାଫାଲଗୁନୀ ଅତ୍ୟଧିକ ଲୋଭ ଏବଂ ସନ୍ଦେହ, ପାରିପାଶ୍ୱିର୍କ ପରିସ୍ଥିତିକୁ କେତେକାଂଶରେ ଅସ୍ୱାଭାବିକ କରିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖୀ ହେବେ ।

କନ୍ୟା 

ଶୁକ୍ରଙ୍କ ପ୍ରଭାବରେ ମନୋରଞ୍ଜନର ମଉକାକୁ କେତୁ ପ୍ରତିରୋଧ କରିପାରନ୍ତି । ସବୁ କାମ ବିଳମ୍ବରେ ସମ୍ପନ୍ନ ହେବା କାରଣରୁ ମନ ଭଲ ରହିବ ନାହିଁ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ତୁଳା

ଆଜି ବନ୍ଧୁଙ୍କ ସାହାର୍ଯ୍ୟରେ ଅର୍ଥ ଲାଭର ସୁଯୋଗ ପାଇବେ । ଶୁକ୍ରଙ୍କ ପ୍ରଭାବରୁ ଶାରୀରିକ ଓ ମାନସିକ ସ୍ଥିତି ଭଲ ରହିବ । ସନ୍ତାନଙ୍କ ଉନ୍ନତି, ଶିକ୍ଷା, ସାକ୍ଷାତ୍‌କାର, ଆନୁ ।ନିକ ଆଲୋଚନା ପ୍ରଭୃତିରେ ସଫଳତା ପାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା

ଆଜି ସକାଳୁ ସକାଳୁ ଦୂରଯାତ୍ରା ସହ ଖର୍ଚ୍ଚାନ୍ତ ହୋଇ କାମ ହାସଲ କରିବେ । ସବୁ କାମଗୁଡିକ ଗଡ୍ ବଡ୍ ହୋଇଯାଉଥିବାରୁ ବ୍ୟସ୍ତତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ

ଶୀଘ୍ରଗତିବିଶିଷ୍ଟ ଗ୍ରହ ରାଶିରେ ରହିଥିବାରୁ ଯାହା ଭାବୁଛନ୍ତି ଶୀଘ୍ର ନ କଲେ ପରକ୍ଷଣରେ ପରିସ୍ଥିତି ବଦଳି ଯାଇପାରେ । ପ୍ରିୟ ବନ୍ଧୁଙ୍କ ଆଗରେ ମନକଥା କହିବାରେ ପଛେଇଗଲେ ପସ୍ତେଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମକର

ଅସଫଳତାରୁ ନିରୁତ୍ସାହିତ ହୋଇପାରନ୍ତି । ଦିନଟି ବହୁତମାତ୍ରାରେ ଅବ୍ୟବସ୍ଥା ଭିତରେ କଟିବ । ବିଶେଷତଃ ଅର୍ଥାଭାବ ସମସ୍ୟାର ମୂଳ କାରଣ ହୋଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୭ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

କୁମ୍ଭ

ଶନିକ୍ଷେତ୍ରସ୍ଥ ଚନ୍ଦ୍ରଙ୍କ ଯୋଗୁଁ ନିଜର ଲୋକମାନେ ବିରୁଦ୍ଧାଚରଣ କରିବେ । ଅବଶ୍ୟ କର୍ମକ୍ଷେତ୍ରର ବିବଦମାନ ସ୍ଥିତି କେତେକାଂଶରେ ସମାଧାନ ଦିଗକୁ ଗତି କରିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖଭାରା ଦିନଟି ।

ମୀନ

ଆଜି ଆପଣଙ୍କ ମନ ଭୁଲାଣିଆ କଥାରେ ଶତ୍ରୁମାନେ ମିତ୍ର ପାଲଟିଯିବେ । ଅସାବଧାନତାରୁ ପୂର୍ବଭାଦ୍ରବ ନକ୍ଷତ୍ରର ଧନ ହାନି ଘଟିପାରେ । କୌଣସି ନୀଚ ଜାତିର ବ୍ୟକ୍ତିବିଶେଷଙ୍କ ସହାୟତାରୁ ଉପକୃତ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

 

Leave a Reply

Your email address will not be published.