ଆଜି ଜାନୁଆରୀ ୦୬ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜି ଜନ୍ମ ଚନ୍ଦ୍ର ହେତୁ ଯାତ୍ରା, ବିବାଦ, ଗୃହାରମ୍ଭ କେତେକାଂଶରେ ବାଧାପ୍ରାପ୍ତ ହେବ । ବନ୍ଧୁମାନଙ୍କ ସହ କୌଣସି ବିବାଦର ସମାଧାନ ପାଇଁ ଆଲୋଚନାରେ ନିମଗ୍ନ ରହିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ

ପ୍ରତିବେଶୀଙ୍କ ସହ ସମ୍ପର୍କ ମଧୁର ରହିବା ସାଙ୍ଗକୁ ପରିବାରରେ ଶାନ୍ତି ମଧ୍ୟ ଫେରିଆସିବ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରେ ଆସିବେ । ଆଜି ଦିନ ମଧ୍ୟରେ ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ

କର୍ମକ୍ଷେତ୍ରରେ ବିନୟପୂର୍ଣ୍ଣ ବ୍ୟବହାର ଦ୍ୱାରା କାମ ହାସଲ କରିପାରନ୍ତି । ପରିବାରର ଆକସ୍ମିକ ଆବଶ୍ୟକତା ପୂରଣ କରିବା ସକାଶେ ଧାର କରଜ କରିବାକୁ ବାଧ୍ୟ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।

କର୍କଟ

ଆଜି ମନ ଭଲ ନ ଥିବା କାରଣରୁ ସାଧାରଣ କଥା ଜଟିଳ ହୋଇପାରେ । ପୁରୁଣା ସମସ୍ୟାଗୁଡିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖା ଦେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖୀ ହେବେ ।

ସିଂହ

ଆଲୋଚନାର ଶେଷ ଭାଗରେ ହଠାତ୍ କୌଣସି ସାଧାରଣ କଥାରେ ବନ୍ଧୁ ମୁହଁ ଫେରାଇ ନେବେ । ଅଫିସରେ ମଧ୍ୟ ଭୁଲ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କନ୍ୟା 

ଆଜି କୌଣସି କ୍ଷେତ୍ରରେ ତରବରିଆ କାମ କରନ୍ତୁ ନାହିଁ । କର୍ମକ୍ଷେତ୍ରରେ ବନ୍ଧୁମାନେ ଆପଣଙ୍କ ପରାମର୍ଶ ଲୋଡିପାରନ୍ତି । ସାମୟିକ ସମସ୍ୟା ଦେଖା ଦେବାରୁ ହାତକୁ ନେଇଥିବା ଉନ୍ନୟନମୂଳକ କାମ ବାଧାପ୍ରାପ୍ତ ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ତୁଳା

ଦୀର୍ଘ ଦିନ ହେଲା ଭାବୁଥିବା କଥାଟି ଆଜିର ଅପରାହ୍ନରେ ବାସ୍ତବରେ ପରିଗଣିତ ହୋଇଯିବ । ନିକଟ ସମ୍ପର୍କୀୟଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୭ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।

ବିଛା

ଅଧିକାଂଶ ସମୟରେ ଟେନ୍‌ସନ ମଧ୍ୟରେ ଚଳିଲେ ମଧ୍ୟ ନିଜକୁ ନିୟନ୍ତ୍ରଣ ମଧ୍ୟରେ ରଖିବା ପାଇଁ ସମର୍ଥ ହେବେ । କର୍ମକ୍ଷେତ୍ରରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ଧନୁ

ଆଜିର ପ୍ରତ୍ୟୁଷ ଯାତ୍ରାରେ ଅଭିଳଷିତ ଫଳ ପାଇବେ । କର୍ମକ୍ଷେତ୍ରରେ ଆଳସ୍ୟ ଓ ଅବହେଳାରୁ କୈଫିୟତ ଦେବାକୁ ପଡିପାରେ । ସ୍ୱାର୍ଥହାନି ଆଶଙ୍କାରେ ଆତ୍ମୀୟମାନେ କ୍ରମଶଃ ଦୂରେଇଯିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ମକର

ପାଖ ଲୋକଟିର କାର୍ଯ୍ୟକଳାପ ସନ୍ଦେହଜନକ ହୋଇପାରେ । କର୍ମକ୍ଷେତ୍ରରେ ସହମତିରେ କାମ କଲେ ସମସ୍ୟାର ସରଳ ସମାଧାନ ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

କୁମ୍ଭ

ମାନସିକ ସ୍ଥିତି ଭଲ ରହିଲେ ମଧ୍ୟ ଦୁର୍ବଳତା ଲାଗି ରହିବ । ବନ୍ଧୁଙ୍କ ସହାୟତାରେ ବକେୟା ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ବ୍ୟବସାୟକୁ ଆଗକୁ ବଢାଇବା ପାଇଁ କୌଣସି ନୂତନ ପଦକ୍ଷେପ ଗ୍ରହଣ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମୀନ

ସାମାନ୍ୟ ବଚସାକୁ କେନ୍ଦ୍ରକରି ଆଜି ସକାଳୁ ପାରିବାରିକ ଶାନ୍ତି ବ୍ୟାହତ ହୋଇପାରେ । ଅପରାହ୍ନରେ ବନ୍ଧୁଙ୍କ ନିକଟରୁ ବସ୍ତ୍ରଭୂଷଣ ପ୍ରାପ୍ତି ଯୋଗ ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

 

Leave a Reply

Your email address will not be published.