ଆଜି ଜାନୁଆରୀ ୦୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଆଜିର ରାହୁ ଯୁକ୍ତ ଚନ୍ଦ୍ର ଧନସ୍ଥାନରେ ଧନହାନି ସହ କଳହକୁ ନିମନ୍ତ୍ରଣ କରିବ । ନିଜର ସମ୍ପର୍କୀମାନଙ୍କ ଦ୍ୱାରା କୌଣସି ସମସ୍ୟା ବିଷୟରେ ଚିନ୍ତିତ ରହିପାରନ୍ତି । ଶାରୀରିକମ ଓ ମାନସିକ ସୁସ୍ଥତା ପ୍ରାୟତଃ ପୂର୍ବଭଳି ଅକ୍ଷୁଣ୍ଣ ରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୨ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବୃଷ
ଆର୍ଥିକ ଦିଗଟି ଭଲ ରହିବ, ମଧୁର ବ୍ୟବହାର ଦ୍ୱାରା ଅନ୍ୟମାନଙ୍କୁ ଆପ୍ୟାୟିତ କରିବେ । କିନ୍ତୁ କର୍ମକ୍ଷେତ୍ରରେ ଅସମ୍ପୂର୍ଣ୍ଣ ରହିଯାଇଥିବା କାର୍ଯ୍ୟ ସକାଶେ ଅନୁତାପ କରିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମିଥୁନ
ଅନ୍ୟମାନଙ୍କ ମନକୁ ସୁହାଇଲା ଭଳି ମଧୁର କଥା କହି କୌଣସି ନୂତନ କାମ ଆରମ୍ବ କରି ଖୁସି ରହିବେ । ମାତ୍ର କର୍ମକ୍ଷେତ୍ର ପ୍ରତି ଉଦାସୀନ ହେତୁ ସମସ୍ୟା ବଢିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
କର୍କଟ
ସ୍ୱାସ୍ଥ୍ୟ ସମସ୍ୟା କ୍ରମଶଃ ସୁଧୁରିବା ହେତୁ ସାମୟିକ ଆଶ୍ୱସ୍ତି ଅନୁଭବ କରିବେ । କିନ୍ତୁ କେତେକ କ୍ଷେତ୍ରରେ ଅସଫଳତାଜନିତ ଅତ୍ୟଧିକ ଟେନସନ ହେତୁ ରକ୍ତଚାପ ମଧ୍ୟ ବଢିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ସିଂହ
ଅସ୍ଥିରତା ଦୂରୀଭୂତ ହୋଇଯିବ ଏବଂ ଏହା ସଙ୍ଗକୁ ଆଜି ସୁବିଧା ଓ ସହଜରେ କାମ ହାସଲ କରିବେ । ଖଳ ଲୋକଙ୍କ କଥାକୁ ବିଶ୍ୱାସ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କନ୍ୟା
ପରିସ୍ଥିତିରେ ପଡି ମନ କଥା ମନ ଭିତରେ ରଖି ଓ ନିଜ କାମ ପଛରେ ପକାଇ ପର ପାଇଁ ନିଜେ ହଇରାଣରେ ପଡିପାରନ୍ତି । କର୍ମକ୍ଷେତ୍ରରେ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ତୁଳା
ଆପଣ ଯାହା ଓ ଯେପରି ଚିନ୍ତା କରୁଛନ୍ତି ଠିକ୍ ସେପରି ହିଁ ହେବ କିନ୍ତୁ ସମୟକୁ ଅପେକ୍ଷା କରିବାକୁ ପଡିବ । ଗଠନମୂଳକ ପ୍ରେରଣା ଦେଇ କର୍ମକ୍ଷେତ୍ରରେ ପ୍ରଶଂସିତ ହେବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କରତ୍କର୍ମା ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବିଛା
ପୂର୍ବ ପରିକଳ୍ପିତ ଯୋଜନାଗୁଡିକ ବିରିଡି ଯିବାକୁ ମନ ଦୁଃଖ ହୋଇପାରେ । ବାରମ୍ବାର ସ୍ତ୍ରୀଙ୍କ ସ୍ୱାସ୍ଥ୍ୟହାନି ହେଉଥିବା ଯୋଗୁଁ ମନ ଅଶାନ୍ତ ରହିବ । ଆଜି କୌଶଳରେ ଅର୍ଥ ଆଦାୟ କରିବାରେ ସକ୍ଷମ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ଧନୁ
ଅପରିଣାମ ଦର୍ଶିତା କାରଣରୁ କେତେକ ଗୋପନୀୟ କଥାକୁ ନେଇ ମନ ଅସ୍ଥିର ରହିବ । କୌଣସି ନିକଟତମ ବ୍ୟକ୍ତିଙ୍କ ସକାଶେ ପ୍ରତୀକ୍ଷାଜନିତ ଯନ୍ତ୍ରଣା ତୀବ୍ର ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ମକର
ଆକସ୍ମିକଭାବରେ ଥଣ୍ଡା ଜନିତ ସ୍ୱାସ୍ଥ୍ୟ ସମସ୍ୟା ବଢିଯିବ । ବନ୍ଧୁଙ୍କ ସମ୍ମୁଖରେ ମନ କଥାକୁ ଲୁଚାଇ ସୌଜନ୍ୟମୂଳକ ସାକ୍ଷାତ ଆଲୋଚନା କରିପାରନ୍ତି । ଆର୍ଥିକ ସ୍ଥିତି ସେତେଟା ଭଲ ରହିବ ନାହିଁ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କୁମ୍ଭ
ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟ ଦେଇ ଗତି କରୁଥିବାରୁ ପ୍ରଗତିର ପଥରୋଧ ହୋଇପାରେ । ପରିବାରରେ ସାଧାରଣ କଥାରେ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ପରକୁ ଆପଣାର କରିବେ ।
ମୀନ
ହାତକୁ ନେଇଥିବା କାମଗୁଡିକ ସୁବିଧାରେ ହାସଲ କାରଣରୁ ଏଜ ପ୍ରକାର ଆଶ୍ୱସ୍ତି ଅନୁଭବ କରିବେ । ଆନୁଷଙ୍ଗିକ ସୁବିଧା ସୁଯୋଗ ହେତୁ ନିର୍ମାଣ କାମ ତ୍ୱରାନ୍ୱିତ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।