ଆଜି ଜାନୁଆରୀ ୨୩ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ଆଜି କୌଣସି ବନ୍ଧୁଙ୍କ ଦେଖିବା ପାଇଁ ମନ ଛଟପଟ ହେବ । କର୍ମକ୍ଷେତ୍ରରେ ଲଘୁକ୍ରୋଧ ଓ କଠୋର ବାକ୍ୟାଳାପରୁ ହାତ ମୁଠାରୁ ସୁଯୋଗ ଖସିଯିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।

ବୃଷ

ପାରିବାରିକ ଅସ୍ଥିରତା ଲାଗିରହିବା କାରଣରୁ ମନରେ ସରସତା ରହିବ ନାହିଁ । ବିଶେଷ ପରିଶ୍ରମ ଓ ଅନିଦ୍ରାଜନିତ ସ୍ନାୟବିକ ଦୁର୍ବଳତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ

ଅନ୍ୟମାନଙ୍କ ସହ ସମ୍ପର୍କ ସ୍ଥାପନକୁ ପରିବାରରେ ବିରୋଧାଭାସ ସୃଷ୍ଟି ହେବ । କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହଯୋଗିତା ହେତୁ ମାନସିକ ସ୍ଥିତି ଠିକ୍ ରହିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ

ଆକସ୍ମିକ ଆବଶ୍ୟକତା ପୂରଣ ସକାଶେ ଅର୍ଥାଭାବ ହେବ । ପରକୁ ବିଶ୍ୱାସ କରି ନିଜ ଲୋକଙ୍କୁ ସନ୍ଦେହ କରିପାରନ୍ତି । ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୨ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ସିଂହ 

ଆଜି କର୍ମାରମ୍ଭ ସକାଶେ ସହ ଆଲୋଚନା କରିବେ । ପଛକଥା ନ ଭାବି ଏହି ସମୟର ପରିସ୍ଥିତିକୁ ସାମନା କରିବାକୁ ଚେଷ୍ଟା କଲେ ଉପକୃତ ହେବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା

ପରିବାର ଓ କର୍ମକ୍ଷେତ୍ରର ଅସଜଡା କାମକୁ ଆଜି ହିଁ ସଜାଡି ନେବା ପାଇଁ ଚେଷ୍ଟା କରିବେ । ଅର୍ଥ ସଂଗ୍ରହରେ ତତ୍ପରତା ପ୍ରକାଶ କରି ସଫଳତା ପାଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ତୁଳା

କର୍ମାରମ୍ଭରେ ସଂକଟରେ ସମ୍ମୁଖୀନ ହେଲେ ହେଁ ଯୁକ୍ତି ଯୁକ୍ତ କହି କାମ ହାସଲ କରିବେ । ଦୀର୍ଘ ଦିନରୁ କୌଣସି ଦ୍ରବ୍ୟ ଲାବରୁ ଖୁସୀ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା

ନିର୍ଦ୍ଦିଷ୍ଟ ସମୟରେ କାମଟି ପୂର୍ଣ୍ଣାଙ୍କ ନ ହେଲେ ମଧ୍ୟ କିିଛି ଅଂଶରେ ଆଗକୁ ବଢି ଚାଲିବ । ପୁଅର ସ୍ୱାସ୍ଥ୍ୟ ସେତେଟା ଭଲ ରହୁ ନ ଥିବା କାରଣରୁ ଚିନ୍ତିତ ରହିବେ । ଶୁଭ ଅଙ୍କ ଧଳା । ଶୁଭ ଅଙ୍କ ୮ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।

ଧନୁ

ବନ୍ଧୁଙ୍କ ପରାମର୍ଶରେ ନୂଆ କାମ ହାତକୁ ନେବେ । ଏଣେ ଅଫିସ୍ କାମରେ କିମ୍ବା ଆନୁ ।ନିକ କ୍ଷେତ୍ରରେ ବିଭିନ୍ନ ଯୋଜନାର ପରିକଳ୍ପନା କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ମକର – ଆଜି ଖର୍ଚ୍ଚ ପରିମାଣ ବଢିଯିବ । ଦାମ୍ପତ୍ୟ ଜୀବନରେ ସହନଶୀଳତା ଗୁଣର ଅଭାବ ଅଶାନ୍ତିର କାରଣ ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ

ପଦସ୍ଥବ୍ୟକ୍ତିଙ୍କ ସହାୟତାରେ ଅଭିଳାଷ ସମୟାନ୍ତରେ ପୂରଣ ହୋଇଯିବ । ଆଜି ବନ୍ଧୁଙ୍କ ସହ ଆଳାପ ଆଲୋଚନାରେ ସମୟ କଟାଇବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ମୀନ

ଆରୋଗ୍ୟଲାଭ କରିବା ସହ ନିଜ ଲୋକଙ୍କୁ ଅତି ନିକଟରେ ପାଇ ସବୁ ଦୁଃଖ ଶୋକ ଭୁଲି ଯିବେ । କଚେରି ମାମଲା କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

 

Leave a Reply

Your email address will not be published.