ଆଜି ଫେବୃୟାରୀ ୦୯ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି
ମେଷ
ଦ୍ୱିଜା ନକ୍ଷତ୍ର ଆଜି କେବଳ କଅଁଳିଆ କଥା କହି ପରକୁ ଆପଣାର କରିପାରିବେ । ଟଙ୍କା, ପଇସାର ଅଭାବ ରହିବ ନାହିଁ କିନ୍ତି ବନ୍ଧୁମାନଙ୍କ ଖାପଛଡା କଥା ମନକୁ ବାଧିବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବୃଷ
ଆଜି ଆକସ୍ମିକ ଭାବେ କଥା କହୁ ନ ଥିବା ଲୋକଟି ହଠାତ୍ ଶତ୍ରୁତା ଭୁଲି ସୁହାଇଲା ଭଳି କିଛି କହିବେ । କୌଣସି ବିବାଦୀୟ ଘଟଣାରେ ମଧ୍ୟସ୍ଥତା କରି ଅପମାନିତ ହୋଇପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ମିଥୁନ
ଆଦ୍ରା ନକ୍ଷତ୍ର ବନ୍ଧୁଙ୍କୁ ମନେଇବାକୁ ଯାଇ ବହୁତ କିଛି କହିବାକୁ ପଡିପାରେ । ଯାହାକୁ ଖୋଜୁଥିବେ ସେହି ବ୍ୟକ୍ତି ସ୍ୱତଃ ପ୍ରବୃତ୍ତଭାବରେ ଚାଲି ଆସିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କରତ୍କର୍ମା ହେବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
କର୍କଟ
ଆଜିର କର୍ମକ୍ଷେତ୍ରରେ ମଧ୍ୟାହ୍ନରେ ଟେନସନ୍ ବୃଦ୍ଧି ପାଇବ । ପୁନର୍ବସୁ ନକ୍ଷତ୍ର ଅର୍ଥନୈତିକ ଦୃଷ୍ଟିକୋଣରୁ କେତେକ ବ୍ୟତିକ୍ରମ ସକାଶେ ଚିନ୍ତିତ ରହିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୯ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ସିଂହ
କର୍ମକ୍ଷେତ୍ରରେ ସାମାନ୍ୟ ଅବହେଳାରୁ ବଡ ସୁଯୋଗଟିଏ ହାତଛଡା ହୋଇପାରେ । ମଘା ନକ୍ଷତ୍ର ଅବଶ୍ୟ ପରକଥା ଶୁଣି ଦେବା ଲୋକଟିର ମନ ବିଗିଡି ଯିବାର ଆଶଙ୍କା ରହିଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
କନ୍ୟା
ଆଜି ହସ୍ତାନକ୍ଷତ୍ର ଯଦିଓ କିଛି ପାଇବେ ତଥାପି ତାହା ସହଜଲଭ୍ୟ ହୋଇପାରିବ ନାହିଁ । ପରିବାରରେ ଝଡଝଞ୍ଜାର ଗୁରୁଗମ୍ଭୀର ଗର୍ଜନ କାର୍ଯ୍ୟାବଳୀକୁ ଛିନ୍ ଭିନ୍ କରି ଦେଇପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।
ତୁଳା
ଜଣେ ନୂଆ ବନ୍ଧୁଙ୍କ ଆର୍ବିଭାବ ପାରିବାରିକ ଜୀବନକୁ ଚଳବଞ୍ଚଳ କରିବ । ସ୍ୱାତୀ ନକ୍ଷତ୍ର ଅସୁବିଧାକୁ ପଛରେ ପକାଇ ଗୁରୁତ୍ୱପୂନ୍ର୍ଣ କାମଟିକୁ ଅଗ୍ରାଧୀକାର ଦେଇପାରନ୍ତି । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବିଛା
ଆଜି ଅନୁରାଧା ବନ୍ଧୁମିଳନରୁ ଖୁସି ରହିବେ । ମାନସିକ ସ୍ଥିରତା ରହିବ ନାହିଁ । ଯାତ୍ରା, ଯୋଗାଯୋଗ, ସତ୍ ସଙ୍ଗ , ଆଲୋଚନା ଜାରି ରହିବ । ଶୁଭ ଅଙ୍କ ୟେଲୋ । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ଧନୁ
ଦୃଢ ମନୋବଳ ନେଇ କାମ କରିବାର ସୁଯୋଗ ପାଇବେ ଯାହାକି ସ୍ୱାସ୍ଥ୍ୟ ପାଇଁ ପ୍ରତିକୂଳ ପ୍ରଭାବ ପଡିବ ନାହିଁ । ବ୍ୟବସାୟରେ ଭଲ କାରବାର ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ମକର
ଆଜି ଦିନଟିରେ କାହାକୁ ହେଲେ ମଧ୍ୟ ଟାଣ କଥା କହିବା ସମସ୍ୟାର କାରଣ ହୋଇ ପାରେ । ବନ୍ଧୁବାନ୍ଧବରେ ସମସ୍ୟା ସମାଧାନର ରାସ୍ତା ଖୋଜି ପାଇବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
କୁମ୍ଭ
ଆଜି ପୂର୍ବଭାଦ୍ରପଦ ନକ୍ଷତ୍ର କିଛି ପାଇବାକୁ ହେଲେ କିଛି ଦେବା ପାଇଁ ପ୍ରତିଶ୍ରୁତିବଦ୍ଧ ହୁଅନ୍ତୁ । ଆପଣଙ୍କ କାର୍ଯ୍ୟକୁ ବାହ୍ୟଲୋକମାନେ ଯେତିକି ଆଦର କରିବେ ତାହାର ଦୁଇଗୁଣ ନିନ୍ଦାଗାନ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ମୀନ
ଆପଣଙ୍କ ଏକଜିଦିଆ ମନୋବୃତ୍ତି କେତେକ କ୍ଷେତ୍ରରେ ବ୍ୟତିକ୍ରମର କାରଣ ହେବ । ଈର୍ଷାପରାୟଣ ବ୍ୟକ୍ତିଙ୍କ ନିକଟରୁ ଦୂରେଇ ରହିବା ଭଲ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।