ଆଜି ଫେବୃୟାରୀ ୨୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ

ଆଜି ଦିନଟିରେ କର୍ମକ୍ଷେତ୍ରରେ ସହକର୍ମୀଙ୍କ ସହ ମିତ୍ରତା ସୃଷ୍ଟି ହୋଇପାରେ । ମନ ଭଲ ରହିବ ଏବଂ ସହମତିରେ କାମ କରିବାର ପ୍ରେରଣା ପଇବେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ

ବୃଷ

ଆଜି ଯାହା କରିବେ ସବୁ କ୍ଷେତ୍ରରେ ସାହାର୍ଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ । କର୍ମ କ୍ଷେତ୍ରରେ ମିତ୍ରତା ସୃଷ୍ଟି କରିପାରନ୍ତି ଏବଂ ମନୋରଞ୍ଜନ କାର୍ଯ୍ୟରେ ରୁଚି ବଳିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୪ ।

ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମିଥୁନ

ଯେତେ ଭଲ କାମ କଲେ ମଧ୍ୟ ଅନ୍ୟମାନେ ଅସନ୍ତୁଷ୍ଟ ରହିବେ । କେତେକ କ୍ଷେତ୍ରରେ ମନର ଦୁଃଖକୁ ଲୁଚାଇ ରଖି ଉପର ମନରେ ହସି ହସି କଥା କହିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କର୍କଟ

ହଠାତ୍ କର୍ମକ୍ଷେତ୍ରରେ କୌଣସି ସମସ୍ୟା ମନକୁ ବିଚଳିତ କରିପାରେ । କୌଣସି ମୂଲ୍ୟବାନ ଜିନିଷ ଖରିଦ କରିବା ସକାଶେ ଅର୍ଥ ଆବଶ୍ୟକ ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୁଖୀ ହେବେ ।

ମିଥୁନ

ଆଜି ଅନାବଶ୍ୟକ ଖର୍ଚ୍ଚ, କ୍ଷତି, ଯାନବାହନ କିମ୍ବା ଗୃହ ମତାମତି ବାବଦରେ ଚିନ୍ତା ସୃଷ୍ଟି ହୋଇପାରେ । ବିବାଦର ସମାଧାନ ସକାଶେ ବନ୍ଧୁଙ୍କ ଦ୍ୱାରସ୍ଥ ହେବାକୁ ପଡିପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୭ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।

କନ୍ୟା

ଗତକାଲି ଯାହା ଚିନ୍ତା କରିଥିଲେ ଆଜି ତାହା କରିବାରେ ଅସୁବିଧା ହେବ ନାହିଁ । ଯେତେ ଚେଷ୍ଟା କଲେ ମଧ୍ୟ କାମଗୁଡିକ ସଂପୂର୍ଣ୍ଣ ପାଇଁ ବ୍ୟସ୍ତତା ବଢିପାରେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୪ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ତୁଳା

ନିଜର ଦୃଢତା ହେତୁ କାମଗୁଡିକ ଠିକ୍ ଭାବରେ ହେବ, ମାତ୍ର ଏଥିପାଇଁ କଷ୍ଟ ସହିବାକୁ ପଡିବ । ବନ୍ଧୁମାନଙ୍କ ମଧ୍ୟରେ ପରୋକ୍ଷ ଭାବେ ସମାଲୋଚିତ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା

ଆଜିର ଯାତ୍ରା ପାଇଁ ଦିନଟି ଭଲ ଓ ଲକ୍ଷ୍ୟ ହାସଲରେ ସମର୍ଥ ହେବେ । ଚେଷ୍ଟା କରୁଥିବା କାମରେ ମିତ୍ର ବନ୍ଧୁମାନେ ଆବଶ୍ୟକ ସହ-ଯୋଗ କରିବେ । ଶୁଭ ଅଙ୍କ ମେରୁନ୍ । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

 

ଧନୁ

ବହୁତ ପୂର୍ବରୁ ରହିଥିବା ସମସ୍ୟାଗୁଡିକ ଆପଣାଛାଏଁ ସମାଧାନ ହୋଇଯିବ । ମିତ୍ରମାନେ ମିଠା କଥା କହି ମନରେ ବିଶ୍ୱାସ ଜନ୍ମାଇବାରେ ସମର୍ଥ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର

ଆଜି ଦିନଟିରେ ଖୁସି ମନରେ କାମ କରିବେ ଏବଂ ପ୍ରତ୍ୟେକ କାମ ଠିକ୍ ଠାକ୍ ଚାଲିବ । ପରିବାର ସହ ଆଲୋଚନା କରିବା ଭଲ ହେବ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୁଖୀ ହେବେ ।

କୁମ୍ଭ

ବିଭିନ୍ନ ପ୍ରକାରର ସମସ୍ୟା ମଧ୍ୟରେ ସବୁ କାମ ଡେରିରେ ହେବା କାରଣରୁ ମାନସିକ ସ୍ଥିତି ମାନ୍ଦା ରହିବ । ତରବରିଆ ପଦକ୍ଷେପ ନେବା ଠିକ୍ ହେବ ନାହିଁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ସୁଖୀ ହେବେ ।

ମୀନ

ବହୁତ ଚେଷ୍ଟା କରି ସମସ୍ୟା ସମାଧାନ ହେତୁ ଆଶ୍ୱସ୍ତି ଅନୁଭବ କରିବେ । ଆପଣ ଲାଜ ତ୍ୟାଗ କରି ପାଟି ଖୋଲିଲେ ପାଖରେ ଥିବା ବ୍ୟକ୍ତିମାନେ ସହ-ଯୋଗ କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

Leave a Reply

Your email address will not be published. Required fields are marked *