ଆଜି ମାର୍ଚ୍ଚ ୦୭ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ

ମେଷ

ଆଜି ପ୍ରତ୍ୟେକ କାମରେ ସାହାର୍ଯ୍ୟ ସହ-ଯୋଗର ଅଭାବ ରହିବ ନାହିଁ । ସରକାରୀ ଆଦେଶ ପ୍ରାପ୍ତ ହୋଇ ଦୂରସ୍ଥାନକୁ ଯିବା ପାଇଁ ବାଧ୍ୟ ହେବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବୃଷ

ପରୋକ୍ଷ ଶତ୍ରୁତା କାରଣରୁ ସମ୍ପର୍କୀୟଙ୍କ ଦ୍ୱାରା ଅପଯଶ ପାଇପାରନ୍ତି । ମାନସିକ ଅସ୍ଥିରତା ରହିଥିଲେ ମଧ୍ୟ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରନ୍ତୁ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।

ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ପରକୁ ଆପଣାର କରିବେ ।

ମିଥୁନ

ଅଧସ୍ତନମାନଙ୍କୁ ସହାୟତାରେ ଆଜିର କାମଗୁଡିକ ସବୁ ଠିକ୍ ଠିକ୍ ହୋଇଯିବ । ନିକଟ ସମ୍ପର୍କୀୟଙ୍କ ସହ-ଯୋଗରୁ ଖୋଜୁଥିବା ଜିନିଷ ସୁବିଧାରେ ପାଇଯିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।

ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସମ୍ମାନ ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

କର୍କଟ

କର୍ମକ୍ଷେତ୍ରରେ ସଂକଟଜନକ ସ୍ଥିତିରେ ବନ୍ଧୁଙ୍କ ପରାମର୍ଶରୁ ସାନ୍ତନା ମିଳିବ । ଯେ କୌଣସି କ୍ଷେତ୍ରରେ ହେଉନା କାହିଁକି, ତରବରିଆ ପଦକ୍ଷେପ ନେଲେ ଅସୁବିଧାରେ ପଡିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ସିଂହ

ବନ୍ଧୁଙ୍କ ଫେରିବା ବାଟର ବିଳମ୍ବତାକୁ ଲକ୍ଷ୍ୟ କରି ବ୍ୟସ୍ତ ହୋଇପାରନ୍ତି । ଚେଷ୍ଟା ସଫଳ ହେବାରେ ଜଣେ ପୁରାତନ ବନ୍ଧୁ ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

କନ୍ୟା

ଦୀର୍ଘ ଦିନ ହେଲା ମଉଳି ଯାଇଥିବା ଆଶା ପୁଣି କଅଁଳି ଉଠିବ । ନୂତନ କାର୍ଯ୍ୟରେ ହାତ ଦେଇ କୃତକାର୍ଯ୍ୟ ହେବେ । ସାମାଜିକ ସ୍ତରରେ ସମ୍ମାନ ଲାଭ କରିବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ସୁଖୀ ହେବେ ।

ତୁଳା

ଇଚ୍ଛା ଥିଲେ ମଧ୍ୟ ବନ୍ଧୁଙ୍କ ନିକଟରେ ମନ କଥା ପ୍ରକାଶ କରିପାରିବେ ନାହିଁ । ଧର୍ମାନୁ ।ନ ଦିଗରୁ ପ୍ରେରଣା ଲାଭ କରିପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ଧାର୍ମିକ ହେବେ ।

ବିଛା

କର୍ମକ୍ଷେତ୍ରରେ ସାମାନ୍ୟ ଧୈର୍ଯ୍ୟଧାରଣ କଲେ ସମସ୍ୟାର ସରଳ ସମାଧାନ ହୋଇଯିବ । ମିଥ୍ୟା ଅଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ଅଙ୍କ ଲାଲ୍ । ଶୁଭ ଅଙ୍କ ୮ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ

ପାରିବାରିକ ସ୍ଥିତିରେ ଆଂଶିକ ଉନ୍ନତି ଦେଖା ଦେବ । ସ୍ଥଗିତ କାମକୁ ପୂରା ଦମ୍ ରେ କରିବା ପାଇଁ ନିଷ୍ପତ୍ତି ନେବେ । ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ଝଡ ଉଠିପାରେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।

ମକର

ପୁରୁଣା ସମସ୍ୟାଗୁଡିକ ତୁଟି ଯାଇଥିଲେ ମଧ୍ୟ ଆକସ୍ମିକ ଭାବେ ନୂତନ ସମସ୍ୟା ଦେଖା ଦେବ । ପାରିବାରିକ କ୍ଷେତ୍ର ପୂର୍ବପରି ଅସ୍ଥିରତା ମଧ୍ୟରେ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କୁମ୍ଭ

ଘଟିଯାଇଥିବା ଘଟଣା ସକାଶେ ଯେଉଁ ଆଶଙ୍କା କରୁଛନ୍ତି ସେଥିରେ କିଛି ହେବ ନାହିଁ । ଆଜିର ଯାତ୍ରା ପ୍ରଶାସନ, ଆଇନ କଳା ସାହିତ୍ୟ କ୍ଷେତ୍ର ମନ୍ଦ ହେବନି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମୀନ

କେତେକ ପ୍ରତିବନ୍ଧକ କାରଣରୁ ଚେଷ୍ଟା କରୁଥିବା କାମଟି ଅସମ୍ପୂର୍ଣ୍ଣ ରହିଯିବ । ଆଜି ଘର କାମ ଛାଡି ବାହାର କାମରେ ବେଶି ସମୟ କଟାଇବାକୁ ପଡିପାରେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

 

Leave a Reply

Your email address will not be published. Required fields are marked *