ଆଜି ମାର୍ଚ୍ଚ ୧୭ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛ
ମେଷ
ଆଜି ଏକାଦଶସ୍ଥ ରବି ଓ ଶୁକ୍ର ପ୍ରଭାବରେ ଏକାଧାରରେ ଅର୍ଥଲାଭ ସାଙ୍ଗକୁ ବନ୍ଧୁ ସମ୍ପର୍କରୁ ଖୁସି ରହିବେ । ଦୀର୍ଘ ସମୟ ଧରି ଅପେକ୍ଷା କରିଥିବା କାମରେ ଶୁଭ ସୂଚନା ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ବୃଷ
ଶୁକ୍ରଙ୍କ ସୁପ୍ରଭାବରୁ ଭାଙ୍ଗିପଡିଥିବା ସ୍ୱାସ୍ଥ୍ୟରେ ଆଂଶିକ ଉନ୍ନତି ପରିଲକ୍ଷିତ ହେବ । କାର୍ଯ୍ୟରେ ସଫଳତା ପାଇବେ । ପ୍ରତୀକ୍ଷା କରିଥିବା ଖବରଟି ଆଜି ଅପରାହ୍ନେ ପାଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ମିଥୁନ
ବିଭିନ୍ନ ବିଷୟକୁ ଚିନ୍ତାକରି ଅନ୍ୟମନସ୍କ ରହିପାରନ୍ତି । ତଥାପ୍ତ କର୍ମକ୍ଷେତ୍ରରେ ଦୁଃସାହସିକ ପଦକ୍ଷେପ ନେଇ କୃତକାର୍ଯ୍ୟ ହେବେ । ପରିବାରରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ସୂଚନା ରହିଛି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
ଗୃହିଣୀ- ସୁଖଭାରା ଦିନଟି ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
କର୍କଟ
ଆଜି ଅପେକ୍ଷାକୃତ ଅସୁବିଧା ଭୋଗିଲେ ମଧ୍ୟ କାମ ଅଟକିବ ନାହିଁ । ଶତ୍ରୁତା କାରଣରୁ କର୍ମକ୍ଷେତ୍ରରେ କାରନ ନ ଥାଇ ମଧ୍ୟ ଦୋଷୀ ସାବ୍ୟସ୍ତ ହେବେ । କାମହୁଡିକ ସମ୍ପୂର୍ଣ୍ଣ ହେବା କଷ୍ଟ କର ହୋଇପଡିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୪ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ସିଂହ
ଆଲୋଚନା କାଳରେ ଅପ୍ରିୟ ସତ କଥା କହି ବିରୋଧୀ ହୋଇପାରନ୍ତି । କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍-ବ୍ୟବହାର କରିବା କାଠିକର ପାଠ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
କନ୍ୟା
ଅନ୍ୟ ଦ୍ୱାରା ପ୍ରଭାବିତ ହୋଇ ମରୀଚିକା ପଛରେ ଦୌଡିପାରନ୍ତି । ଆତ୍ମୀୟମାନେ ପରୋକ୍ଷ ଭାବେ ଶତ୍ରୁତା ଆଚରଣ କରିବେ । ଟେନସନ୍ ଦୂର ହେବା ସାଙ୍ଗକୁ ସୁଖ ଭ୍ରମଣ ଯୋଗ ରହିଛି । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ତୁଳା
ଚେଷ୍ଟା କରୁଥିବା କାର୍ଯ୍ୟରେ ସଫଳତା ହାସଲ କରିବେ । ସାମ୍ବାଦିକତା କ୍ଷେତ୍ରରୁ ସୁଫଳ ମିଳିବା ସାଙ୍ଗକୁ ମନୋରଞ୍ଜନ କାର୍ଯ୍ୟକ୍ରମରେ ନିଜକୁ ନିୟୋଜିତ କରିବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଜମିରୁ ବର୍ଷା ପାଣି ବାହାରିବାର ବ୍ୟବସ୍ଥା କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ବିଛା
ଦୀର୍ଘ ଦିନରୁ ସ୍ଥଗିତ କାମକୁ ପୂରା ଦମରେ କରିଚାଲିବେ । ଅଧସ୍ତନ କର୍ମଚାରୀଙ୍କ ସବୁ କଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ସ୍ଥିତି ଅନୁକୂଳ ହେବାର ଆଶା ରହିଛି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ଧନୁ
ଅନ୍ୟମାନଙ୍କ ସାହାର୍ଯ୍ୟ ଲାଭ ହେତୁ କାମ ହାସଲ କରିବା ସକାଶେ ବିଶେଷ ଅସୁବିଧା ହେବ ନାହିଁ । ବାରମ୍ବାର କିନ୍ତୁ ସ୍ୱାସ୍ଥ୍ୟ ସମସ୍ୟା ଯୋଗୁ ମାନସିକ ସୁସ୍ଥତା ବ୍ୟାହତ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ମକର
ବିଭିନ୍ନ ଦିଗରୁ ନିର୍ଯାତିତ ହେଲେ ମଧ୍ୟ ସହନଶୀଳ ଗୁଣରୁ ପ୍ରଶଂସିତ ହେବେ । ବନ୍ଧୁମାନେ ଅସହଯୋଗ ମନୋବୃତ୍ତି ପୋଷଣ କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କୁମ୍ଭ
କର୍ମକ୍ଷେତ୍ର ଓ ପରିବାରର ସମସ୍ୟାକୁ ସୁଧାରି ନେବା ସକାଶେ ପ୍ରଯତ୍ନ କରିବେ । ବନ୍ଧୁମାନଙ୍କ ପରାମର୍ଶକ୍ରମେ ବ୍ୟବସାୟରେ ନୂତନ ଦିଗନ୍ତ ସୃଷ୍ଟି ହେବ । ବନ୍ଧୁ ସାହାର୍ଯ୍ୟ ସହ-ଯୋଗର ଦୃଢ ପ୍ରତିଶ୍ରୁତି ଦେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ମୀନ
ବହୁ ଲୋକ ଗହଣରେ ସମ୍ମାନ ଲାଭ ଓ ପଦମର୍ଯ୍ୟାଦା ବୃଦ୍ଧି ପାଇବ । ମନ ଭଲ ରହିଥିବା କାରଣରୁ ପାରିବାରିକ ସ୍ଥିତିରେ ମିଷ୍ଟଭାଷୀ ହେବେ । ଆଖିଦୃଶିଆ ସଫଳତା ହାସଲ କରିପାରିବେ ନାହିଁ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।











