୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୧୦ ସଂକ୍ରମିତ
ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୧୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୮୫୯୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେ