ଭଦ୍ରକରେ ବାତ୍ୟା ‘ୟାସ୍’ କ୍ଷୟକ୍ଷତିର ସମୀକ୍ଷା କରୁଛନ୍ତି କେନ୍ଦ୍ରୀୟ ଟିମ

ଭଦ୍ରକ, (ଓଡିଶା ଟାଇମ୍): ବାତ୍ୟା କ୍ଷୟକ୍ଷତିର ଅନୁଧ୍ୟାନ କରୁଛନ୍ତି କେନ୍ଦ୍ରୀୟ ଟିମ । ଧାମରା ହେଲିପ୍ୟାଡ଼ରେ ପହଞ୍ଚି ପ୍ରଭାବିତ ଅଞ୍ଚଳକୁ ଯାଇ ସ୍ଥିତି ସମୀକ୍ଷା କରୁଛନି । ଟିମରେ ଅଛନ୍ତି କୃଷି ମନ୍ତ୍ରଣାଳୟ ନିର୍ଦ୍ଦେଶକ ବିପୁଳ କୁମାର ଶ୍ରୀବାସ୍ତବ, ଅର୍ଥ ମନ୍ତ୍ରଣାଳୟର ଯୁଗ୍ମ ସଚିବ ସୁରଜ କୁମାର ପ୍ରଧାନ, ଏବଂ ରାଜପଥ ଓ ରୋଡ ଟ୍ରାନ୍ସପୋର୍ଟ ମନ୍ତ୍ରଣାଳୟ ଓ ଜିଲ୍ଲା ପ୍ରଶାସନର ଅଧିକାରୀ ଶାଶ୍ୱତ ମହାପାତ୍ର ।

Leave a Reply

Your email address will not be published. Required fields are marked *