ଆଜି ଅଗଷ୍ଟ ୧୪ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ନିଜ କାର୍ଯ୍ୟକୁ ପଛରେ ପକାଇ ଅନ୍ୟ ପାଇଁ କାର୍ଯ୍ୟ କରିପାରନ୍ତି । ସ୍ୱଳ୍ପ ଆୟ ହେବାର ସୂଚନା ମିଳୁଛି । ଅସୁସ୍ଥ ରହିବେ । ଯଶସ୍ୱି ହେବେ । ସରକାରୀ ସ୍ତରରେ ସମ୍ମାନିତ ହୋଇପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବୃଷ

ଧନଲାଭର ସୂଚନା ମିଳୁଛି । କର୍ମ ଚଞ୍ଚଳ ହେବେ । କୁଳଦୀପକ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ଯଶ ଅର୍ଜନ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମିଥୁନ

ବିବାଦୀୟ ଘଟଣାରେ ବିଜୟୀ ହେବେ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ଅତିବାହିତ ହେବ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ

କାର୍ଯ୍ୟରେ ଆଂଶିକ ସଫଳତା ମିଳିବ । ଶାରିରୀକ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ସହ-ଯୋଗୀ ବ୍ୟବସାୟ କ୍ଷତି କାରକ ହେବ । ଅଷ୍ଟମ ଚନ୍ଦ୍ର ଯୋଗୁଁ ସତର୍କ ରହିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୮ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
ଗୃହିଣୀ- ପରକୁ ଆପଣାର କରିବେ ।

ସିଂହ

ମିତ୍ର ସାନ୍ନିଧ୍ୟ ମିଳିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ବିବାହ ପ୍ରସ୍ତାବ ଆସିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା

ବୁଦ୍ଧି ପ୍ରୟୋଗ କରି ଲାଭବାନ୍ ହେବେ । ଆତ୍ମ ବଡିମା ଦେଖାଇ ପାରନ୍ତି । ଭାଇମାନଙ୍କ ପ୍ରତି ସ୍ନେହ ଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନଯାପନ କରିବେ । ଶକ୍ତିବାନ୍ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ତୁଳା

ମନ ପ୍ରଫୁଲ୍ଲ ରହିବ । ପରଚର୍ଚ୍ଚା କରିପାରନ୍ତି । ଚଞ୍ଚଳ ପ୍ରକୃତିର ହୋଇପାରନ୍ତି । ଆକସ୍ମିକ ଧନ ଲାଭ ହୋଇପାରେ । ଲଟେରି ଉଠାଣ ଫଳ ଆପଣଙ୍କ ସପକ୍ଷରେ ଯାଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

ବିଛା

ଯାତ୍ରାଦିରେ ସଫଳ ହେବା ସହ ଦାନଶୀଳ ହେବେ । ଉଦାର ପ୍ରକୃତିର ହୋଇପାରନ୍ତି । ଉତ୍ତମ ବ୍ୟକ୍ତିତ୍ୱ ସମ୍ପନ୍ନ ହୋଇପାରନ୍ତି । ସ୍ୱାସ୍ଥ୍ୟ ଅତୁଟ ରହିବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଚାଷୀ- ଶ୍ରମ ସାର୍ଥକ ହେବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖୀ ହେବେ ।

ଧନୁ

ପରୋପକାରୀ ଓ ଆସ୍ତିକ ପ୍ରକୃତିର ହେବେ । ମଧୁରଭାଷୀ ହୋଇପାରନ୍ତି । ମନ ପ୍ରସନ୍ନ ରହିବ । ସ୍ୱାସ୍ଥ୍ୟ ଖରାପ ହୋଇପାରେ । ସାନଭାଇମାନଙ୍କ ଠାରୁ ଆଦର,ସମ୍ମାନ ମିଳିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୧ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର

ପରିବାରରେ ଅଶାନ୍ତିର ବାତାବରଣ ସୃଷ୍ଟି ହୋଇପାରେ । ନିର୍ଭରଶୀଳ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ମିତ୍ରମାନେ ଧୋକା ଦେଇପାରନ୍ତି । ବିଦ୍ୟାର୍ଥୀମାନେ ଶିକ୍ଷା ପାଇଁ ଦୂର ଯାତ୍ରା କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।

କୁମ୍ଭ

ଉତ୍ସବାଦିରେ ଯୋଗ ଦେଇ ଖୁସି ହୋଇପାରନ୍ତି । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ମାଲିମୋକଦ୍ଦମାରେ ଜିଣିବେ ଓ ଧନଲାଭ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।

ମୀନ

ଇଚ୍ଛା ବିରୁଦ୍ଧରେ କାର୍ଯ୍ୟ କରିବାକୁ ବାଧ୍ୟ ହେବେ । ଚଞ୍ଚଳ ସ୍ୱଭାବର ହୋଇପାରନ୍ତି । ସାମୟିକ ଭାବେ ଏକାନ୍ତରେ ସମୟ ବିତାଇ ପାରନ୍ତି । ମଧୁର କଥାରେ ପରକୁ ଆପଣାର କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
ଗୃହିଣୀ- ଭାଗ୍ୟଶାଳୀ ହେବେ ।

Leave a Reply

Your email address will not be published. Required fields are marked *