ଆଜି ଅଗଷ୍ଟ ୧୮ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ସୁଯୋଗର ସଦୁପଯୋଗ କରିପାରନ୍ତି । ପରିବାରର ମୁଖ୍ୟ ଭାବେ ବହୁ ସମ୍ମାନର ଅଧିକାରୀ ହେବେ । ମନ ପ୍ରସନ୍ନ ରହିବ । ବ୍ୟବସାୟ ଲାଭଜନକ ହେବ । ଯଶସ୍ୱୀ ଓ ପାରିବାରିକ ସ୍ନେହ ରହିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୩ ।

ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ବୃଷ

ସାବଧାନ ନ ରହିଲେ ସୁଯୋଗ ଦୁର୍ଯୋଗରେ ପରିଗଣିତ ହୋଇପାରେ । ସାମୟିକ ଭାବେ ଭୟାତୁର ହୋଇପାରନ୍ତି । ଯୁଗ୍ମ ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ପରକୁ ଆପଣାର କରିବେ ।

ମିଥୁନ

ସତ୍‌କର୍ମରେ ବ୍ୟୟ କରି ଆତ୍ମ ସନ୍ତୋଷ କରିବେ । ଚଞ୍ଚଳ ସ୍ୱଭାବ ପାଇଁ ବିପଦରେ ପଡି ପାରନ୍ତି । କୋମଳ ଭାଷା ପ୍ରୟୋଗ କରି ଶ୍ରୋତାମାନଙ୍କ ମନ କିଣିପାରନ୍ତି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।

ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ଚାଷୀ- ଶ୍ରମ ସାର୍ଥକ ହେବ ।

କର୍କଟ

ଉପୁଜିଥିବା ସମସ୍ୟାର ସମାଧାନ ହେବ । ଭ୍ରମଣ ସୁଖଦାୟକ ହେବ । ଭାଗ୍ୟଶାଳୀ ହୋଇପାରନ୍ତି । ଦିନଟି ଭୋଗ-ବିଳାସରେ ଅତିବାହିତ ହେବ । ସୁଖ ସମୃଦ୍ଧିପୂର୍ଣ୍ଣ ଜୀବନଯାପନ କରିବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
କର୍ମଜୀବି- କରତ୍‌କର୍ମା ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ

ଦେବ ଦର୍ଶନ ଶୁଭପ୍ରଦ ହେବ । ଧନ ସହିତ ଦ୍ରବ୍ୟ ଲାଭର ସୂଚନା ମିଳୁଛି । ଲୋକପ୍ରିୟ ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

କନ୍ୟା

ଜଟିଳ ସମସ୍ୟାର ସମାଧାନ ହେବ । ହୀତକାର ମିତ୍ରମାନଙ୍କ ସାନ୍ନିଧ୍ୟ ମିଳିବ । ବ୍ୟବସାୟ ଲାଭଜନକ ହେବ । ସମାଜ ସେବାରେ ନିଜକୁ ନିୟୋଜିତ କରିପାରନ୍ତି । ମନରେ ଅହଂଭାବ ଜାଗ୍ରତ ହୋଇପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ୟୋଗା କରନ୍ତୁ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସଦ୍‌ବ୍ୟବହାର କରନ୍ତୁ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ତୁଳା

ଘାତଚନ୍ଦ୍ର ଭୋଗ ହେତୁ ସତର୍କରେ ଚଳିବାକୁ ପଡିବ । ଈର୍ଷା ପରାୟଣ ହୋଇପାରନ୍ତି । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ଚାକିରିରେ ସୁନାମ ଅର୍ଜନ କରିବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବିଛା

କୌଣସି ପରିସ୍ଥିତିରେ ଧୈର୍ଯ୍ୟ ହରା ହେବେ ନାହିଁ । ମନରେ ଜାତ ଉଦ୍‌ବେଗକୁ ଚାପି ରଖିବାକୁ ପଡିବ । ବ୍ୟବସାୟରୁ ପ୍ରଚୁର ଧନଭାବ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୭ ।

ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ବିଜୟୀ ହେବେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ଧନୁ – ସ୍ଥିର ସ୍ୱଭାବ ଯୋଗୁଁ କଳହରେ ଜଡିତ ନ ହୋଇ ପାରନ୍ତି । ଉଦାର ପ୍ରକୃତିର ହେବେ । ସୁଖୀ ଓ ଶୋଭନ ବ୍ୟକ୍ତିତ୍ୱର ନିଦର୍ଶନ ହୋଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମକର

ଦେବୀ ଦର୍ଶନ କରି ସୁଖୀ ହେବେ । କର୍ମକ୍ଷେତ୍ରରେ ପ୍ରାଧାନ୍ୟ ବିସ୍ତାର କରିପାରନ୍ତି । ମନ ପ୍ରସନ୍ନ ରହିବ । ଥଣ୍ଡା କଫ ଜନିତ ସମସ୍ୟା ଦୂର ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୯ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ଧାର୍ମିକ ହେବେ ।

କୁମ୍ଭ

ଦେବୀ ଦର୍ଶନର ସୌଭାଗ୍ୟ ଅଛି । ଆଳସ୍ୟ ଅନୁଭବ କରିବେ । ଭାଗ୍ୟଶାଳୀ ହୋଇପାରନ୍ତି । ଶୋଭନ ବ୍ୟକ୍ତିତ୍ୱ ସମ୍ପନ୍ନ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ

ଶୁକ୍ର ଗ୍ରହଙ୍କ ଆର୍ଶୀବାଦରୁ ସୌଭାଗ୍ୟ ବୃଦ୍ଧି ହେବ । ଶ୍ରୀଚନ୍ଦ୍ର ଭୋଗ ହେଉଥିବାରୁ ଉତ୍ତମ ଭୋଜନରେ ଆପ୍ୟାୟିତ ହେବେ । ସୈନିକମାନଙ୍କ ମନୋବଳ ବୃଦ୍ଧି ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ରୋଗୀ-ସତର୍କତାର ଦିନ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।

Leave a Reply

Your email address will not be published. Required fields are marked *