ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ 

ଜଣେ ସହକର୍ମୀ ଆପଣଙ୍କ କାମଗୁଡିକୁ ଧୀର ଗତିରେ ଲକ୍ଷ୍ୟସ୍ଥଳକୁ ନେବାର ସାହାର୍ଯ୍ୟ କରିବେ । ପାରିବାରିକ ଦୃଷ୍ଟିକୋଣରୁ କିଛି ଗପଇଙ୍ଗ ପରିସ୍ଥିତିକୁ ସାବଧାନରେ ଆପଣ ସମର୍ଥ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଶ୍ରମ ସାର୍ଥକ ହେବ ।

ବୃଷ

ଯାତ୍ରା କାଳରେ ପରିସ୍ଥିତିବଶତଃ ଆତ୍ମୀୟଙ୍କ ସକାଶେ ଖର୍ଚ୍ଚାନ୍ତ ହେବାକୁ ପଡିପାରେ । ପ୍ରତିବନ୍ଧକ ମଧ୍ୟରେ କର୍ମକ୍ଷେତ୍ରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସୁଧାରି ନେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୭ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମିଥୁନ

ପାରିବାରିକ ସମସୟା ସମାଧାନ ସହ ଅର୍ଥନୈତିକ ଅଭିବୃଦ୍ଧି ଘଟିବ । ବାଣିଜ୍ୟ, ବ୍ୟବସାୟ କ୍ଷେତ୍ରରୁ ସନ୍ତୋହଜନକ ଅର୍ଥାଗମ ହେବାର ସମ୍ଭାବନା ରହିଛି । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ

ବନ୍ଧୁଙ୍କ ଗହଣରେ ସକାଳୁ ଆନୁ ।ନିକ କାମରେ ନିଜକୁ ମଜ୍ଜାଇ ରଖିବେ । ଗତକାଲି ଠାରୁ ଅଟକି ରହିଥିବା କାମ ଆଜି ସୁବିଧାରେ ହୋଇଯିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ସିଂହ

ବନ୍ଧୁଙ୍କ ପ୍ରେରନା ପାଇଲେ ମଧ୍ୟ ମନରେ ସକାରତ୍ମକ ଭାବ ଉଦ୍ରେକ ହେବ ନାହିଁ । ସାଧାରନ ସ୍ୱାର୍ଥକୁ କେନ୍ଦ୍ର କରି ଅପରାହ୍ନେ କଳହର ସମ୍ମୁଖୀନ ହୋଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା

ସ୍ଥଗିତ କାମଗୁଡିକ ଆଜି ସମ୍ପନ୍ନ ହୋଇପାରେ । ଆନୁ ।ନିକ ସାହାର୍ଯ୍ୟ ଓ ସହ-ଯୋଗ କାର୍ଯ୍ୟକୁ ତ୍ୱରାନ୍ୱିତ କଲେ ମଧ୍ୟ ପ୍ରାଥମିକ ଅବସ୍ଥାରେ କିଛିଟା ବ୍ୟତିକ୍ରମ ଦେଖା ଦେଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ତୁଳା

ଯାହା ଓ ଯେତିକି ପାଇବା କଥା , ସେଥିପାଇଁ ଆପଣଙ୍କୁ ପ୍ରବଳ ସଂଘର୍ଷ କରିବାକୁ ପଡିପାରେ । ପାରିବାରିକ କ୍ଷେତ୍ରରେ କୌଣସି ଅସୁବିଧା ନକଲେ ମଧ୍ୟ ଆର୍ଥିକ କ୍ଷତି ଘଟାଇ ପାରନ୍ତି । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୯ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ବିଛା

କୌଣସି କ୍ଷେତ୍ରରେ ବିବାଦ ଆଗକୁ ନ ବଢାଇ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ କରିବା ଭଲ । ପାରିବାରିକ ସମସ୍ୟା ସମାଧାନରେ ପଡୋଶୀ ମୁଖ୍ୟ ଭୂମିକା ନିଭାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୪ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ଧନୁ

ଅପ୍ରିୟ ସତ୍ୟ କହିବା କାରଣରୁ ବନ୍ଧୁଙ୍କ ସହ ସମ୍ପର୍କ ହାନି ଯୋଗୁ ଚିନ୍ତା ପ୍ରକଟ କରିପାରନ୍ତି । ସାମାଜିକ ସ୍ତରରେ ଗଠନମୂଳକ କାର୍ଯ୍ୟରେ ନେତୃତ୍ୱ ଗ୍ରହଣ କରି ଉଚ୍ଚ ପ୍ରଶଂସିତ ହେବେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ମକର

ଶାସ୍ତ୍ରାନୁଶୀଳନ,କଳା ସାହିତ୍ୟ, ସଙ୍ଗୀତ ଚର୍ଚ୍ଚାରେ ଦିନଟିକୁ ଉପଭୋଗ କରିପାରନ୍ତି । ସହନଶୀଳତା ଗୁଣରୁ ବନ୍ଧୁଙ୍କ ଦ୍ୱାରା ପ୍ରଶଂସିତ ହେବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କୁମ୍ଭ

ଆଜି ଯେଉଁ କାମ କଲେ ମଧ୍ୟ ବିରୋଧର ସମ୍ମୁଖୀନ ହେବେ । କର୍ମକ୍ଷେତ୍ରରେ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୮ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ମୂଳଦୁଆ ପକାଇବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଶ୍ରମ ସାର୍ଥକ ହେବ ।

ମୀନ

ଆନୁ ।ନିକ କାମରେ ଉତ୍ସର୍ଗୀକୃତ ମନୋଭାବ ନେଇ ପ୍ରଶଂସିତ ହେବେ । ପଡୋଶୀଙ୍କ ସହ ସୁସମ୍ପକ ସ୍ଥାପନ ହିତକର ହେବ । ଆକସ୍ମିକ ଭାବରେ ପରିବାରର ଖର୍ଚ୍ଚଭାର ବୃଦ୍ଧି ପାଇବା ଯୋଗୁ ଚିନ୍ତିତ ହୋଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

Leave a Reply

Your email address will not be published. Required fields are marked *