ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ଚାହୁଁଥିବା ସହାୟତା ମିଳିପାରେ । ପରୋପକାରକୁ ଜୀବନର ବ୍ରତ ଭାବେ ଗ୍ରହଣ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ବୃଷ

କେତେକ କ୍ଷେତ୍ରରେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଶାରିରୀକ ପୀଡା ଉପୁଜି ପାରେ । ଖର୍ଚ୍ଚାନ୍ତ ହେବାର ସମ୍ଭାବନା ଅଛି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ମିଥୁନ

ଆୟ ବୃଦ୍ଧି ପାଇଁ ଯୋଜନା ପ୍ରସ୍ତୁତ କରିବେ । ବନ୍ଧୁ ମିଳନ ଶୁଭ ଫଳଦାୟକ ହେବ । ସୁଖୀ ହେବେ । ସମ୍ମାନିତ ହୋଇପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ

ପାରିବାରିକ ସୁଖ ମିଳିବ । କର୍ମକ୍ଷେତ୍ରକୁ ଉଜ୍ଜ୍ୱଳମୟ କରିପାରନ୍ତି । ଚିନ୍ତାଧାରା ଉଚ୍ଚ କୋଟୀର ହେବ । ପ୍ରୀତିଭୋଜନ ମିଳିପାରେ । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୧ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ସିଂହ

ପରିବେଶ ଆପଣଙ୍କ ପାଇଁ ଆନନ୍ଦଦାୟକ ହୋଇପାରେ । କାର୍ଯ୍ୟରେ ସଫଳତା ଲାଭ କରିବେ । ଈର୍ଷା ପରାୟଣ ହୋଇପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କନ୍ୟା

ପରିସ୍ଥିତି ଆୟତ୍ତାଧୀନ ହେବ । କଳହ ଠାରୁ ନିଜକୁ ଦୂରେଇ ରଖିବାକୁ ପଡିବ । ଶୁଭାଶୁଭ ମିଶ୍ରିତ ଫଳ ମିଳିବ । ଶତ୍ରୁଭାବ ବୃଦ୍ଧି ହେଲେ ବି କିଛି ଅନି ହେବ ନାହିଁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ତୁଳା

କାର୍ଯ୍ୟରେ ସଫଳତା ଲାଭ କରିପାରନ୍ତି । ଘାତଚନ୍ଦ୍ର ଭୋଗ ହେତୁ ସତର୍କତାର ସହ ଚଳିବାକୁ ପଡିବ । ଧନ-ଧାନ୍ୟରେ ଭଣ୍ଡାର ପରିପୂର୍ଣ୍ଣ ହେବ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା

ହର୍ଷ ଉଲ୍ଲାସ ମଧ୍ୟରେ ଦିନ ବିତାଇ ପାରନ୍ତି । ଦାନ ଧର୍ମରେ ଦୀକ୍ଷିତ ହୋଇପାରନ୍ତି । ନୈତିକତା ବଜାୟ ରଖିବେ । ପାରିବାରିକ ସୁଖ ଅବ୍ୟାହତ ରହିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ

ବହୁ ଶୁଭ ଫଳ ଆଶା କରାଯାଏ । ଶ୍ରୀ ଚନ୍ଦ୍ର ଭୋଗ ହେତୁ ରୁଚିକର ଭୋଜନରେ ଆପ୍ୟାୟିତ ହେବେ । ଆୟ ଆଶାନୁରୁପ ହେବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମକର

ଧନ ଲାଭ ହେବାର ସୂଚନା ମିଳିଥିବା ବେଳେ ଖର୍ଚ୍ଚାନ୍ତ ଯୋଗ ଅଛି । ବିଶିଷ୍ଟ ଓ ଧାର୍ମିକ ଲୋକମାନଙ୍କ ସାନ୍ନିଧ୍ୟ ମିଳିବ । ସ୍ୱଭିମାନୀ ହେବେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୪ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

କୁମ୍ଭ

ବହୁ ଉନ୍ନତିକର କାର୍ଯ୍ୟକ୍ରମରେ ଜଡିତ ହୋଇ କୃତକାର୍ଯ୍ୟ ହେବେ । ନାନା ସୁଖ ଉପଭୋଗ କରିବା ସହିତ ବିଶାଳ ଯଶର ଅଧିକାରି ହେବେ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୫ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ମୀନ

କାର୍ଯ୍ୟ ଧାରା ଆନନ୍ଦ ଦାୟକ ହେବ । ଧର୍ମ କାର୍ଯ୍ୟରେ ନିୟୋଜିତ କରିପାରନ୍ତି । ମନସ୍କାମନା ପୂର୍ଣ୍ଣ ହେବ । ଆମୋଦ ପ୍ରମୋଦ ସହିତ ବିଳାସ ବ୍ୟସନରେ ସୁଯୋଗ ସୃଷ୍ଟି ହୋଇଛି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୧ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

Leave a Reply

Your email address will not be published. Required fields are marked *