ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

କର୍ମକ୍ଷେତ୍ରରେ ପାରିପାଶ୍ୱିର୍କ ପରିସ୍ଥିତି କେତେକାଂଶରେ ଭଲ ରହିବା କାରଣରୁ କାମ ଗୁଡିକ ଅଟକିବ ନାହିଁ । ସାମାଜିକ ସ୍ତରରେ ସାହିତ୍ୟ,କଳା,ସଙ୍ଗିତ କାର୍ଯ୍ୟରେ ଅଗ୍ରଗତି ଘଟିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୩ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

ବୃଷ

କର୍ମକ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବାକୁ ପଡିପାରେ । ଆନୁ ।ନିକ କ୍ଷେତ୍ରରେ ଗଠନମୂଳକ କାର୍ଯ୍ୟର ଗତି ମନ୍ଥର ହେବ । ପରିବାରରେ ଭୁଲ୍ ବୁଝାମଣାରୁ ମାନୋମାଳିନ୍ୟ ଘଟିପାରେ । ଶୁଭ ରଙ୍ଗ ଲାଇଟ୍ ପିଙ୍କ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ମିଥୁନ

ଆଲୋଚନା ପରିସରରେ ସତର୍କତାର ସହ କଥାବାର୍ତ୍ତା ନ କଲେ ଅପଦସ୍ଥ ହୋଇପାରନ୍ତି । ନିଜ ଲୋକ କେହି ହଇରାଣରେ ପକାଇବାକୁ ଚେଷ୍ଟା କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ଗୃହିଣୀ- ପରକୁ ଆପଣାର କରିବେ ।

କର୍କଟ

କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର୍ଯ୍ୟ ଓ ବନ୍ଧୁମିଳନରୁ ଉତ୍ସାହିତ ହେବେ । ମଉଜିଆ କଥା କହି ଅନ୍ୟକୁ ଆପଣାର କରିବେ, ଯାହାକି କାମ ହାସଲରେ ସାହାର୍ଯ୍ୟ କରିବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।

ସିଂହ

ଅଧିକାଂଶ ସମୟ ଆର୍ଥିକ ଅନଟନ, ରୋଗ,ଋଣ ଓ ପରୋକ୍ଷ ଶତ୍ରୁତା ଯୋଗୁ ବ୍ୟସ୍ତ ରହିବେ । ପୁନଶ୍ଚ କର୍ମକ୍ଷେତ୍ରରେ ଏକାଧିକ କାମ ହାତକୁ ନେଇ ବ୍ୟସ୍ତ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ଆକାଶୀ । ଶୁଭ ଅଙ୍କ ୯ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କନ୍ୟା

ମାନସିକ ସ୍ଥିତି ଭଲ ନ ଥିବା କାରଣରୁ ସବୁ ପ୍ରକାର ସୁବିଧା ଥାଇ ମଧ୍ୟ ଅଶାନ୍ତ ରହିବେ । ଅଧିକାଂଶ ସମୟରେ ଅପୂରଣୀୟ ଆଶା ମନରେ ନିରାଶା ଭାବ ସୃଷ୍ଟି କରିବ । ଅବଶ୍ୟ କେତେକ କ୍ଷେତ୍ରରେ ବନ୍ଧୁମାନଙ୍କ ସହ ଯୋଗରୁ ଉତ୍ସାହିତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

ତୁଳା

ପାରିପାଶ୍ୱିର୍କ ପରିସ୍ଥିତି ଭଲ ନ ଥିଲେ ମଧ୍ୟ ଦିନ ଗୋଟାଏ ପରେ ଏକପ୍ରକାର ସାମାଧାନର ରାସ୍ତା ବାହାର କରିବାରେ ସମର୍ଥ ହେବେ । ପୂର୍ବରୁ କଳହ ଲାଗିଥିବା ବନ୍ଧୁଙ୍କ ପ୍ରତି ସତର୍କ ରୁହନ୍ତୁ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

ବିଛା

ବିଭିନ୍ନ ପ୍ରକାର ପାରିବାରିକ ସମସ୍ୟା ବିଷୟ ଚିନ୍ତାକରି ମନ ଭାରାକ୍ରାନ୍ତ ରହିବ । କର୍ମକ୍ଷେତ୍ରରେ ନୀଚ ସଂସର୍ଗରୁ ଦୂରେଇ ରହିବ । ଭଲ, ଅନ୍ୟଥା କଳହର ସମ୍ଭାବନା ରହିଛି । ଶୁଭ ରଙ୍ଗ ଧୂଷର । ଶୁଭ ଅଙ୍କ ୮ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।

ଧନୁ

ଆଜି ଦିନଟି ପ୍ରତିଟି କାର୍ଯ୍ୟ ସୁରୁଖୁରୁରେ ସମ୍ପନ୍ନ ହୋଇବ । ସଭାସମିତି, ପାରିବାରିକ, ପ୍ରଶାସନ, ଯାନବାହନ, ନିର୍ମାଣ ଓ ଯାତ୍ରାରୁ ସୁଫଳ ପାଇବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମକର

ବିଭିନ୍ନ ସୂତ୍ରରୁ ରୋଜଗାର ବୃଦ୍ଧି ପାଇବ ଓ କୌଣସି କ୍ଷେତ୍ରରେ ତାହାକୁ ବିନିଯୋଗ କରିବା ପାଇଁ ଚେଷ୍ଟା କରି ଉପକୃତ ହେବେ । ଆନୁ ।ନିକ କ୍ଷେତ୍ରରେ କିମ୍ବା ଗଠନମୂଳକ କାର୍ଯ୍ୟରୁ ପ୍ରଶଂସିତ ହେବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)

କୁମ୍ଭ

ଆତ୍ମୀୟମାନଙ୍କ ସହ ଯୋଗରେ ସହଜ ଓ ସୁବିଧାରେ ଆଜିର କାମଗୁଡିକ ସମ୍ପନ୍ନ ହୋଇଯିବ । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନ ପାଇଁ ବିଶେଷ ସୁବିଧା ହେବ ନାହିଁ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ମୀନ

ଈର୍ଷାପରାୟଣ ନିଜ ଲୋକଙ୍କ କଦର୍ଯ୍ୟ ବ୍ୟବହାରରେ ଅସନ୍ତୁଷ୍ଟ ହୋଇପାରନ୍ତି । ନିର୍ମାଣ ଓ ପରିବହନରେ ସଫଳତା ହାସଲ କରିବେ ଓ ଜମା ଧନ ବୃଦ୍ଧି ପାଇବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୪ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।

Leave a Reply

Your email address will not be published. Required fields are marked *