ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଆଜି ଶନି ଓ ଚନ୍ଦ୍ରଙ୍କ ଷଡାଷ୍ଟକ ସ୍ଥିତି ଯୋଗୁ ମନ ମୁତାବକ କାମ କରିବାରେ ବିଫଳ ହେବେ । ଅବଶ୍ୟ ପ୍ରତିଯୋଗିତାରେ ସଫଳତା ଯୋଗୁ କେତେକାଂଶରେ ମନକୁ ବୁଝାଇ ଖୁସି ରହିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୬ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।
ବୃଷ
ଧନସ୍ଥ ରାହୁ ଓ ଧନାଧିଙ୍କ ଦୁର୍ବଳତା କାରଣରୁ ଅର୍ଥ ସମ୍ପର୍କୀୟ ବିବାଦର ସମ୍ମୁଖୀନ ହୋଇପାରନ୍ତି । କର୍ମ କ୍ଷେତ୍ରରେ ସାଧାରଣ କଥାରେ କୌଣସି ବ୍ୟକ୍ତିଙ୍କ ସହ ମତାନ୍ତର ଘଟିପାରେ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ମିଥୁନ
ଧନାଧିପ ସପ୍ତମ ଭାବସ୍ଥ ପ୍ରଭାବରେ ଋଣ ପରିଶୋଧ କରିବା ସକାଶେ କିମ୍ବା ବିଭିନ୍ନ ପ୍ରକାରର ଧନ୍ଦା କରିବା ସକାଶେ ମନ ବଳାଇ ପାରନ୍ତି । କର୍ମକ୍ଷେତ୍ର, ବ୍ୟବସାୟରେ ସ୍ତ୍ରୀଙ୍କ ପରାମର୍ଶକୁ ଗ୍ରହଣ କଲେ ମନ୍ଦ ହେବନି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ
ଚନ୍ଦ୍ର ପାପଗ୍ରହଙ୍କ ପ୍ରଭାବରୁ ମୁକ୍ତ ଯୋଗୁ ମାନସିକ ସ୍ଥିତି ପ୍ରାୟତଃ ଭଲ ରହିବ କିନ୍ତୁ ଅଶ୍ଳେଷା ନକ୍ଷତ୍ର ଯୋଗୁ କର୍ମବ୍ୟସ୍ତତା ବୃଦ୍ଧି ପାଇପାରେ । ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢାଇ ଦେଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୪ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ସିଂହ
ସୁଯୋଗ ଅଭାବରୁ ଯେତେ ପ୍ରକାର ସୁବିଧା ସୁଯୋଗ ସୃଷ୍ଟି କଲେ ମଧ୍ୟ ଅନ୍ୟମାନେ ସନ୍ତୁଷ୍ଟ ହେବେ ନାହିଁ ବରଂ ଓଲଟି ନିନ୍ଦାଗାନ କରିବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗର ବ୍ୟକ୍ତି ବିଶେଷଙ୍କ ଦ୍ୱାରା ପ୍ରତିବନ୍ଧକ ଦେଖା ଦେଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।
କନ୍ୟା
ଧନ ସ୍ଥାନକୁ ଧନାଧିପତି ଦେଖୁଥିବାରୁ ହଠାତ୍ ଆଜି ବହୁତ ଦିନରୁ ଟଙ୍କା ବାକି ରଖିଥିବା ଲୋକଟି ଘରେ ଆସି ଟଙ୍କା ଦେଇଯିବ । ଅଫିସରେ ସାଧାରଣ କଥାରେ ମତାନ୍ତରରୁ ବିତର୍କ ସୃଷ୍ଟି ହେବାର ସୂଚନା ରହିଛି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ତୁଳା
ଅନୁକୂଳ ଗ୍ରହସ୍ଥିତି ପ୍ରଭାବରେ ଆପଣଙ୍କର ସମସ୍ତ ଆଶା ଓ କାମନା ପୂର୍ଣ୍ଣତା ଲାଭ କରିବ । ଆଇନର ସହାୟତା ନେଇ ମାଲିମୋକଦ୍ଦମାରେ ଆଲୋଚନା ଦ୍ୱାରା ସମସ୍ୟାର ସରଳ ସମାଧାନ ହୋଇଯିବ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ୨ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବିଛା
ଅଷ୍ଟମାଧିପତି ନବମ ଭାବରେ ରହି ଆପଣଙ୍କ ଉଦ୍ୟମ ଓ ଚିନ୍ତାଧାରାକୁ ବିକ୍ଷିପ୍ତ କରିପାରନ୍ତି । ଆଜି ଘର କାମ ସାଙ୍ଗକୁ ଅଫିସ୍ କାମର ଚାପ ବଢିଯିବା କାରଣରୁ ବ୍ୟସ୍ତତା ବଢି ଯାଇପାରେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ଧନୁ
ରାହୁ ଓ ରାଶିରେ ପାପଗ୍ରହ ପ୍ରଭାବରେ ବିଭିନ୍ନ ପ୍ରକାରର ସମସ୍ୟା ଓ ପ୍ରତିବନ୍ଧକ ଭିତର ଦେଇ ଚଳିବା ପାଇଁ ବାଧ୍ୟ ହେବେ ।ପରିବହନ, ଆମଦାନୀ କାରବାର କ୍ଷେତ୍ରରେ ନିଜ ନିଜ ସ୍ଥାନରେ ବେଶ୍ ଖୁସୀ ରହିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୫ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ମକର
ଶନି ଓ ଚନ୍ଦ୍ରଙ୍କ ସ୍ଥିତି କାରଣରୁ ଆପଣ ଭାବୁଥିବା ଗୋଟିଏ କଥା କହିଲା ବେଳକୁ ତାହା ଓଲଟା ହୋଇ ଯାଇପାରେ । ଫଳରେ ବନ୍ଧୁଙ୍କ ସହ ବିତର୍କଜନିତ ଅଶାନ୍ତିକର ପରିସ୍ଥିତି ସୃଷ୍ଟି ହୋଇପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୭ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
କୁମ୍ଭ
ସପ୍ତମ ଭାବସ୍ଥ ଯୋଗୁ ଯେଉଁ କାମରେ ହାତ ଦିଅନ୍ତୁନା କାହିଁକି ସବୁ କାମଗୁଡିକ ଘାତପ୍ରତିଘାତ ମଧ୍ୟ ଦେଇ ସମ୍ପନ୍ନ ହେବାର ସୂଚନା ରହିଛି । ପରିବାରରେ କାହାର ସ୍ୱାସ୍ଥ୍ୟ ସକାଶେ ମନ ବ୍ୟସ୍ତ ରହିପାରେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ଅନ୍ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ମୀନ
ଚତୁର୍ଥ ଭାଗରେ ରାହୁ ଥିବାରୁ ଷରୋଇ କ୍ଷେତ୍ରରେ ଆତ୍ମୀୟମାନେ କେତେକ କାରଣରୁ କେନ୍ଦ୍ରକରି ବିଶ୍ୱାସଘାତକତା କରିପାରନ୍ତି । ଶୁକ୍ରଙ୍କ ଧନ ଭାବ ସଂସ୍ଥାନରୁ ଅର୍ଥ ଲାଭ ସହ ବହୁ ପ୍ରତୀକ୍ଷିତ ଖବରଟି ଆଜି ପାଇପାରନ୍ତି । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।