ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଚନ୍ଦ୍ରଙ୍କ ସୁପ୍ରଭାବରେ ଆପଣଙ୍କ କାମକୁ ସହଜରେ କରିବା ସକାଶେ ଆନୁଷଙ୍ଗିନ ଅନୁକୂଳ ପରିବେଶ ସୃଷ୍ଟି ହେବ । କିନ୍ତୁ କେତେକ କ୍ଷେତ୍ରରେ ଅନ୍ୟମନସ୍କ ହେତୁକ କୌଣସି ଭୁଲ୍ କାମ କରି ଅନୁତପ୍ତ ହେବେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ମିଳିବ ।
ବ୍ୟବସାୟୀ- ସଫଳତା ମିଳିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବୃଷ
ବୃଷ – ମଙ୍ଗଳ ଆପଣଙ୍କୁ ଯାନବାହନ କ୍ରୟ,ନିର୍ମାଣ, ଯାନ୍ତ୍ରିକ ଜିନିଷ ସଜାଡିବା କ୍ଷେତ୍ରରେ ଖର୍ଚ୍ଚାନ୍ତ କରାଇପାରେ । ବନ୍ଧୁଙ୍କ ପରାମର୍ଶକୁ ଶ୍ରେୟ ମନେକରି କାମ କରିଚାଲିଲେ କେତେକାଂଶରେ ଉପକୃତ ହୋଇପାରନ୍ତି । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୩ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ଥଣ୍ଡା କାଷ ହୋଇପାରେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ମିଥୁନ
ବଳବାନ୍ ବୁଧ ଆପଣଙ୍କୁ ବୌଦ୍ଧିକତା ପ୍ରଦାନ କରି ଶିକ୍ଷା, ପରୀକ୍ଷା, ଉଚ୍ଚପଦଧିକାରୀ ସହ ଆଲୋଚନା କ୍ଷେତ୍ରରେ ଉନ୍ନତମାନର ଫଳ ପ୍ରଦାନ କରିବେ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୫ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କର୍କଟ
ଦ୍ୱିତୀୟ ଭାବରେ ରବି ଓ ମଙ୍ଗଳ ଆପଣଙ୍କ ବ୍ୟବହାରକୁ କଠୋର କରିଦେବା କାରଣରୁ ସମସ୍ୟାର ଆଶଙ୍କା ରହିଛି । ଏଣେ ସନ୍ତାନଙ୍କ ବୈବାହିକ ସମସ୍ୟା କିମ୍ବା ଆଗାମୀ ଆନୁ ।ନିକ କାର୍ଯ୍ୟ ସକାଶେ ତତ୍ପରତା ବଢିଯାଇପାରେ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୯ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ସିଂହ
ସୁସ୍ଥତା ପୂର୍ଣ୍ଣମାତ୍ରାରେ ରହିଥିଲେ ମଧ୍ୟ ଅଷ୍ଟମସ୍ଥ ଚନ୍ଦ୍ର ମାନସିକ ଅସ୍ଥିରତା ସୃଷ୍ଟିକରିବ । ଅବ୍ୟ ବ୍ୟୟାଧିପ ଅଷ୍ଟମଭାବରେ ବିପରୀତ ରାଜଯୋଗ ସୃଷ୍ଟି କରି ସମସ୍ୟାର ଅନ୍ତରାଳରେ କାର୍ଯ୍ୟସିଦ୍ଧି ପ୍ରଦାନ କରିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୪ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
କନ୍ୟା
ଶନିଙ୍କ ପ୍ରଭାବରୁ କେତେକ ଅନିଚ୍ଛାକୃତ କାରଣବଶତଃ ପରିସ୍ଥିତି ବିଗିଡିଯାଇ ପାରେ । ବାରମ୍ବାର ସମସ୍ୟା ବୃଦ୍ଧି ପଉଥିବାରୁ ଅନ୍ୟମାନଙ୍କ ପ୍ରତି ଭଲ ଧାରଣା କ୍ରମଶଃ ହ୍ରାସ ପାଇଯିବ । ନିଜର ଅବହେଳା ହେତୁ ସ୍ୱାସ୍ଥ୍ୟ ଗୁରୁତର ହୋଇପାରେ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୮ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ତୁଳା
ଶୁକ୍ରଙ୍କ ଦୃଷ୍ଟି ଆପଣଙ୍କୁ ବିଳାସବ୍ୟସନ ଦିଗକୁ ଆକର୍ଷିତ କରିପାରେ । ଅନ୍ୟମାନେ ନିଜର ସୁବିଧା ଅନୁଯାୟୀ କାମ କରି ଆପଣଙ୍କ ପାଇଁ ସମସ୍ୟାର କାରଣ ସାଜି ପାରନ୍ତି । ଅଭାବ ପୂରଣ ଦିଗରେ ବନ୍ଧୁଙ୍କ ସାହାର୍ଯ୍ୟ କାମକୁ ଆସିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୨ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବିଛା
ବିଭିନ୍ନ ସମସ୍ୟା ମଧ୍ୟରେ ରହି ମନରେ ବିଭିନ୍ନ ପ୍ରକାରର ଚିନ୍ତା ସୃଷ୍ଟି ହେବ । ଅବଶ୍ୟ ଆଶା ପୂରଣ ପାଇଁ ଅନୁକୁଳ ପରିବେଶ ସୃଷ୍ଟି ହେବାର ନିକଟ ସମ୍ପକୀୟମାନଙ୍କ ଅବଦାନକୁ ଭୁଲି ପାରିବେ ନାହିଁ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୫ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ଧନୁ
ପରିବାରରେ ପାରସ୍ପରିକ ସାହାର୍ଯ୍ୟ,ସହଯୋଗ ଓ ସଦିଚ୍ଛା ଲାଭ କରି ଖୁସି ରହିବେ । ଅଫିସରେ ଅପ୍ରିୟ ସତ୍ୟ ଭାଷଣରୁ ଦୂରେଇ ରୁହନ୍ତୁ । ବିବାଦୀୟ ପରିସ୍ଥିତିରେ ଉପସ୍ଥିତ ବୁଦ୍ଧି ଖଟାଇ କାର୍ଯ୍ୟସାଧନ କରିବେ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୭ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ମକର
କର୍ମକ୍ଷେତ୍ରରେ ମଧ୍ୟ ଯୋଜନାଗୁଡିକ ଠିକ୍ ଭାବେ କାର୍ଯ୍ୟକାରୀ ହେବ ନାହିଁ । ବିଭିନ୍ନ ଅସୁବିଧାରେ ବୁଡି ରହିଥିବା ସମୟରେ ନିଜ ଲୋକମାନେ ଦାଉ ସାଧିବେ । ସହକର୍ମୀମାନଙ୍କ ଉପରେ ବୃଥା ସନ୍ଦେହ କରନ୍ତୁ ନାହିଁ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
କୁମ୍ଭ
ଆଜିର କର୍ମକ୍ଷେତ୍ରରେ ମଧ୍ୟ ଯୋଜନାଗୁଡିକ ଠିକ୍ ଭାବେ କାର୍ଯ୍ୟକାରୀ ହେବ ନାହିଁ । ଧୈର୍ଯ୍ୟର ସହ ସମସ୍ୟାର ମୁକାବିଲା କରିପାରିଲେ ନିଶ୍ଚିତ ସଫଳତା ହାସଲ କରିବେ । ଆଶା କରୁଥିବା ଜିନିଷଟି ପାଇ ଖୁସି ହୋଇଯିବେ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମୀନ
ସାମାଜିକ ସ୍ତରରେ ଜନହିତକାର କାର୍ଯ୍ୟରେ ନିଜକୁ ଲିପ୍ତ ରଖିବେ । ଆନୁ ।ନକ କାର୍ଯ୍ୟର ନେତୃତ୍ୱ ନେଇ ପ୍ରଶଂସିତ ହେବେ । ପାରିବାରିକ ପରିସ୍ଥିତି ପୂର୍ବପରି ରହିବା ହେତୁ ବ୍ୟସ୍ତତା ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୬ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର କରନ୍ତୁ











