ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

କର୍ମକ୍ଷେତ୍ରରେ ସଫଳତା । ବ୍ୟବସାୟ ଓ ନୂତନ କାର୍ଯ୍ୟ କ୍ଷେତ୍ରରେ ଉନ୍ନତି । ପିଲାମାନଙ୍କର କଳା ପ୍ରତି ରୁଚି ବଢିବ । ନୂତନ ଯାଗାବାଡି ଲାଭ । ବହୁ ଦିନ ଧରି ପ୍ରତିକ୍ଷା କରି ଥିବା କାର୍ଯ୍ୟ ପୂରଣ ହେବ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୪ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।

ବୃଷ

ଉଦଯୋଗ ସିଦ୍ଧି ଓ ବ୍ୟବସାୟ ଏବଂ ପିଲାଙ୍କ ପାଠପଢାରେ ଉନ୍ନତି ହେବ । ବିବାଦରେ ବିଜୟୀ ହେବେ । ଜ୍ଞାନ ଗବେଷଣା କ୍ଷେତ୍ରରେ ସଫଳତା ପାଇବେ । ଆଇନ ଅଦାଲତରେ ବିଜୟ ଲାଭ ହେବାର ସମ୍ଭାବନା ଅଛି । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୬ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ମିଥୁନ

ଚିନ୍ତା କରିଥିବା ଯୋଜନା ସଫଳ ହେବ । କର୍ମକ୍ଷେତ୍ରରେ ସଫଳତା ପାଇବେ । ଆସନ ପରିବର୍ତ୍ତନ ହେବାର ଆଶା ଅଛି । ମହିଳାମାନେ ସମୟରେ କାମ କରିବେ । ଛାତ୍ରଛାତ୍ରୀମାନଙ୍କ ପାଇଁ ଦିନଟି ବହୁତ ଭଲ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

କର୍କଟ

ଏକାଧିକ ଗ୍ରହ ଦ୍ୱିତୀୟ ଭାବରେ ଥିବାରୁ ଆପଣଙ୍କ କଥାବାର୍ତ୍ତାକୁ ପ୍ରଭାବିତ କରିପାରନ୍ତି । ସଭାସମିତିରେ ଉଚ୍ଚ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବାର ଆଶା ରହିଛି । ଚେଷ୍ଟା ସଫଳ ହେବା ପାଇଁ ଜଣେ ଅଜଣା ବ୍ୟକ୍ତିଙ୍କ ଠାରୁ ଆପଣଙ୍କୁ ସାହାର୍ଯ୍ୟ ମିଳିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସହଯୋଗ ମିଳିବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

ସିଂହ

ଗ୍ରହମାନଙ୍କ ସୁପ୍ରଭାବରେ ଆପଣ ଯେତେ ବଡ କାମ ହେଲେ ମଧ୍ୟ କରିବାରେ ସଫଳ ହେବେ । ବିବାଦ, ପ୍ରତିଦ୍ୱନ୍ଦିତା, ମାଲିମୋକଦମା ଆପଣଙ୍କ ସପକ୍ଷରେ ଯାଇପାରେ । ଅର୍ଥଲାଭରୁ ମନ ଖୁସି ହୋଇଯିବ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୯ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟରେ ଅବହେଳା କରିବେ ନାହିଁ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।

କନ୍ୟା

ପରିବର୍ତ୍ତନ ସମୟ ଆପଣଙ୍କ ପାଇଁ ଦୁଶ୍ଚିନ୍ତା ସୃଷ୍ଟି କରିବାର ଆଶଙ୍କା ରହିଛି । ଦ୍ୱନ୍ଦଯୁକ୍ତ ହୋଇ କର୍ମକ୍ଷେତ୍ରରେ ଅନ୍ୟମାନଙ୍କ କଥାକୁ ସରଳ ଓ ସହଜରେ ଗ୍ରହଣ କରିପାରିବେ ନାହିଁ । ଆଜି ଯାହା ପାଇବା ସକାଶେ ଆଶା ରଖିଛନ୍ତି, ତାହା ବିଳମ୍ବରେ ପୁରା ହେବ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୬ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ତୁଳା

କିଛି ଭଲ ଓ ମନ୍ଦର ମିଶ୍ରିତ ଫଳକୁ ନେଇ ଆଜି ଦିନଟି ଅତିବାହିତ ହେବ । ସମସ୍ୟାର ସରଳ ସମାଧାନ କରିବା ପାଇଁ ଉଦ୍ୟମ କରି ସଫଳତା ପାଇବେ । ସହକର୍ମୀଙ୍କ ହସ୍ତକ୍ଷେପ ଫଳରେ କୌଣସି କାମ ଶେଷ ମୁହୂର୍ତ୍ତରେ ବିଗିଡି ଯିବାର ସମ୍ଭାବନା ରହିଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।

ବିଛା

ଆପଣ ଯେତେକି ଯାହା ଆଶା ବାନ୍ଧି ବସିଥିଲେ ଆକସ୍ମିକ ଭାବରେ ତାହା ବଦଳି ଯାଇପାରେ । ତଥାପି ଅନୁରାଧା ନକ୍ଷତ୍ର ଜାତ ବ୍ୟକ୍ତି କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ଠାରୁ ଶ୍ରଦ୍ଧା ଓ ସମ୍ମାନ ହାସଲ କରି ଖୁସି ହେବେ । ସବୁ କଥା ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡି ଯାଇପାରନ୍ତି । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୩ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ଧନୁ 

ଛୋଟ ଛୋଟ କଥାକୁ କେନ୍ଦ୍ରକରି ପରିବାରରେ ଅଶାନ୍ତି ଉପୁଜିବାର ଆଶଙ୍କା ରହିଛି । ନିଜ ପରିସରରେ ଅସ୍ୱାଭାବିକ ପରିସ୍ଥିତି ଆପଣଙ୍କ ପାଇଁ ଚିନ୍ତାର କାରଣ ହେବ । ପ୍ରତ୍ୟେକ କ୍ଷେତ୍ରରେ ବନ୍ଧୁଙ୍କ ସଦ୍ ଭାବ କର୍ମକ୍ଷେତ୍ରରେ ତ୍ୱରାନ୍ୱିତ କରିବ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ମକର

ଶନିଙ୍କ ଦୃଷ୍ଟିରେ ଆକସ୍ମିକ ଅର୍ଥ, ସମ୍ମାନ, ଲୋକ ସମର୍ଥନ, କଚେରି ମାମଲାରେ ଜୟଲାଭ କରିପାରନ୍ତି । ଆପଣଙ୍କର ବ୍ୟବହାର ବନ୍ଧୁଙ୍କ ମନରେ ଆନନ୍ଦ ସୃଷ୍ଟି କରିବାରେ ସମର୍ଥ ହେବେ । ଆଜି ନିର୍ମାଣଧୀନ କାମଟି କରିବେ ନାହିଁ । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୩ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
କର୍ମଜୀବି- ସହଯୋଗ ମିଳିବ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

କୁମ୍ଭ

ସ୍ୱାସ୍ଥ୍ୟ ସମସ୍ୟା ପ୍ରାୟତଃ ନିୟନ୍ତ୍ରଣ ଭିତରେ ରହିବ । ବନ୍ଧୁଙ୍କ ଆପଣେଇ ନେବାରେ ସମର୍ଥ ହେବେ ଓ କାମ ହାସଲ କରିବେ । ପରିବାରରୁ ପୂର୍ଣ୍ଣ ସହଯୋଗ ପାଇବାରେ ନିଜର ତ୍ୟାଗ ଓ କୌଶଳ କାମକୁ ଆସିବ । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୫ ।
ଗୃହିଣୀ- ପରକୁ ଆପଣାର କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବ୍ୟାୟାମ୍ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଶ୍ରମ ସାର୍ଥକ ହେବ ।

ମୀନ

ଏକାଧିକ ଗ୍ରହ ଦ୍ୱାଦଶ ସ୍ଥାନକୁ ଦେଖୁଥିବାରୁ ଆକସ୍ମିକ ସ୍ଥାନାନ୍ତର ସାଙ୍ଗକୁ ବ୍ୟୟ ବୃଦ୍ଧି ଘଟିବ । ପାରିବାରିକ କ୍ଷେତ୍ରରେ ଅନ୍ୟମାନେ ଦୋଷ ଖୋଜି ବୁଲିବେ ଓ ସମସ୍ୟା ସମାଧାନ ବଦଳରେ ବଢେଇଦେବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

Leave a Reply

Your email address will not be published. Required fields are marked *