ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ପୂଜାପାଠରେ ଆପଣଙ୍କ ମନ ଅଧିକ ଲାଗି ରହିବ । ଜୀବନରେ ସକାରାତ୍ମକ ପରିବର୍ତ୍ତନ ଆସିବ । ବ୍ୟବସାୟିକ କାର୍ଯ୍ୟ ଲାଗି ଭଲ ଦିନଟିଏ । ଆପଣଙ୍କୁ କୌଣସି ମହତ୍ୱପୂର୍ଣ୍ଣ ସମାଚାର ମିଳିବ । ପ୍ରେମରେ ସଫଳ ହେବେ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୧ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

ବୃଷ

କାମ ପ୍ରତି ଆପଣଙ୍କର ପରିଶ୍ରମ ଆଗକୁ ଲାଭ ଦେବ । ଆପଣଙ୍କୁ କୌଣସି ବିଶେଷ କଥାର ସୂଚନା ମିଳିବ । ଅଫିସରେ କୌଣସି କାମକୁ ନେଇ ଚିନ୍ତନ ମନ୍ଥନ କରିପାରନ୍ତି । ପ୍ରେମୀ ଯୁଗଳଙ୍କ ଲାଗି ଦିନଟି ଭଲ ରହିବ । ଶୁଭ ରଙ୍ଗ ହଳଦୀଆ । ଶୁଭ ଅଙ୍କ ୮ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି- ତାପ ଯୋଗୁ କାର୍ଯ୍ୟରେ ବ୍ୟାଘାତ ଦେଖା ଦେଇପାରେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମିଥୁନ

ଦିନଟି ବୁଲିବାରେ ଅଧିକ ସମୟ କଟିବ । ମହତ୍ୱପୂର୍ଣ୍ଣ ମାମଲାରେ ବନ୍ଧୁଙ୍କ ସହିତ କଥାବାର୍ତ୍ତା ହେବେ । ବେପାରିବର୍ଗଙ୍କୁ ଅଚାନକ ଧନଲାଭ ହୋଇପାରେ । ଆପଣଙ୍କ ଦାମ୍ପତ୍ୟ ଜୀବନ ଭଲ ରହିବ । ଲେଖାପଢାରେ ସାଥୀଙ୍କ ସାହାର୍ଯ୍ୟ ମିଳିବ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

କର୍କଟ

ଆପଣଙ୍କ ଜୀବନ ଲାଗି ସଫଳତାର ଦିନଟିଏ । ମନ ଚାହୁଁଥିବା କଂପାନିରେ ଚାକିରି ମିଳିବା ହେତୁ ଖୁସି ହେବେ । କାରବାରରେ ଆପଣଙ୍କୁ ଫାଇଦା ହେବ । ପରିବାରରେ ଲାଗି ରହିଥିବା ସମସ୍ୟାର ସମାଧାନ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି l

ସିଂହ

ଆମଦାନୀ ପାଇଁ ନୂଆ ରଣନୀତି ପ୍ରସ୍ତୁତ କରିବେ । ଅନୁଭବୀଙ୍କ ଠାରୁ ସାହାର୍ଯ୍ୟ ମିଳିପାରେ । ଅଫିସ କାମକୁ ପୂରା କରିବାରେ ସକ୍ଷମ ହେବେ । କୌଣସି ସଂପର୍କିୟଙ୍କ ସହିତ ମିଳନର ଯୋଗ ରହିଛି । ଆଇନ୍ ଛାତ୍ରଙ୍କ ଲାଗି ବଢିଆ ରହିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କନ୍ୟା

ଦିନଚର୍ଯ୍ୟାରେ ପରିବର୍ତ୍ତନ କରିବା ଲାଗି ଭାବି ପାରନ୍ତି । ବ୍ୟବସାୟ ସମ୍ବନ୍ଧରେ ଯାତ୍ରା କରିବାକୁ ପଡିପାରେ । ଅବଶ୍ୟକତା ଅନୁସାରେ ଖର୍ଚ୍ଚ କରନ୍ତୁ । ସ୍ୱାସ୍ଥ୍ୟ ସମ୍ବନ୍ଧରେ ସଚେତ ରହନ୍ତୁ । ଛାତ୍ରଙ୍କୁ ସିନିୟରଙ୍କ ସହଯୋଗ ମିଳିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ତୁଳା

ଆର୍ଥିକ ମାମଲା ପାଇଁ ଦିନଟି ଭଲ । ବ୍ୟବସାୟ କ୍ଷେତ୍ରରେ ଥିବା ବ୍ୟକ୍ତି ବିଶେଷଙ୍କ ଲାଗି ଧନ ଲାଭର ସୁଯୋଗ ରହିଛି । ଅଫିସରେ କର୍ତ୍ତୃପକ୍ଷଙ୍କ ଭଲ ସହଯୋଗ ମିଳିବ । ନୂଆ ପରି ଯୋଜନା ପୂରା କରିବାରେ ସଫଳ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା

ବ୍ୟବସାୟୀଙ୍କ ପାଇଁ ଦିନଟି ଲାଭପ୍ରଦ । ଆପଣ ଭାବିଥିବା କାମ ପୂରା ହୋଇପାରେ । କାହାରିକୁ କିଛି ଦେବାର ଯୋଜନା କରିବେ । ପରିବାରର ସବୁ ସଦସ୍ୟଙ୍କ ମଧ୍ୟରେ ପ୍ରେମ ବଢିବ । ଅବିବାହିତଙ୍କ ଲାଗି ବିବାହର ନୂଆ ପ୍ରସ୍ତାବ ଆସିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ଧନୁ

ଦିନଟି ଆତ୍ମବିଶ୍ୱାସରେ ଭରା ରହିବ । କୌଣସି ଅଶାନ୍ତି ଆପଣଙ୍କ ପାଖକୁ ଆସିବ ନାହିଁ । ଜୀବନସାଥୀଙ୍କ ସହଯୋଗରେ ଆପଣଙ୍କୁ ଲାଭ ମିଳିବ । ସ୍ୱାସ୍ଥ୍ୟ ଭଲ ରହିବ । ଶୁଭ ରଙ୍ଗ ହଳଦୀଆ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର

ଧାର୍ମିକ କାର୍ଯ୍ୟରେ ସହଯୋଗ କରନ୍ତୁ, ସବୁ ସମସ୍ୟାର ସମାଧାନ ହୋଇଯିବ । ନୂଆ ଲୋକଙ୍କ ସହିତ ମିଶିବେ । ବ୍ୟବସାୟରେ ସଫଳତା ଓ ଲାଭ ପାଇଁ ପରିଶ୍ରମ ଅଧିକ କରିବାକୁ ପଡିବ । ଯାତୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୭ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

କୁମ୍ଭ

ଆପଣ ନିଜକୁ ସୁସ୍ଥ ସବଳ ଅନୁଭବ କରିବେ । କିଛି ମହତ୍ୱପୂର୍ଣ୍ଣ ଲୋକଙ୍କ ସହିତ ସଂପର୍କ ହେବ । ଜୀବନରେ ଆଗକୁ ବଢିବା ପାଇଁ ନୂଆ ରାସ୍ତା ଖୋଲିବ । ବ୍ୟବସାୟରେ ଯଥେଷ୍ଟ ଲାଭ ପାଇବେ । ପ୍ରେମ ସମ୍ବନ୍ଧ ମଜଭୁତ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ମୀନ

ଆପଣଙ୍କର ମାନସିକ ଶାନ୍ତି ବଜାୟ ରହିବ । ଆପଣ କୌଣସି ନୂଆ କାମ ପାଇଁ ଯୋଜନା ପ୍ରସ୍ତୁତ କରିପାରନ୍ତି । ରାଜନୀତିରେ ସାକ୍ଷାତ୍ ଆଲୋଚନା ଭଲ ରହିବ । ଆର୍ଥିକ ରୂପେ ଆପଣ ମଜଭୁତ ବଜାୟ ରହିବେ । ଶୁଭ ରଙ୍ଗ ଗାଢ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

Leave a Reply

Your email address will not be published.