ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ସୌଭାଗ୍ୟ ପ୍ରାପ୍ତିର ଦିନଟି । ଆପଣଙ୍କୁ ବଡ କଂପାନିର ସଉଦାର ସୁଯୋଗ ମିଳିବ । ରାଜନୀତିରେ ଆର୍ଥିକ ଲାଭ ହେବ । ଜୀବନସାଥୀଙ୍କ ସହିତ ପ୍ରୀତିଭୋଜନକୁ ଯିବେ । ଛାତ୍ର ଛାତ୍ରୀଙ୍କର ଲେଖାପଢାରେ ମନ ଲାଗିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।

ବୃଷ

ଆପଣଙ୍କ ଭିତରେ ନୂଆ ଉର୍ଜା ସଂଚାର ହେବ । ଆପଣଙ୍କର ଦାୟିତ୍ୱ ବୃଦ୍ଧି ହେବାର ସମ୍ଭାବନା ଅଛି । ସାମାଜିକ କ୍ଷେତ୍ରରେ ସକ୍ରିୟତା ବଢିବ । ଆପଣଙ୍କର ଆର୍ଥିକ ସ୍ଥିତି ମଜଭୁତ ହେବ । ଘରକୁ ଅଚାନକ କୌଣସି ମିତ୍ର ଆସିପାରନ୍ତି । ଶୁଭ ରଙ୍ଗ ଗାଢ ଧଳା । ଶୁଭ ଅଙ୍କ ୫ ।
ଗୃହିଣୀ- ପାରିବାରିକ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- କମନୀୟ ଶରୀର ଯୁକ୍ତ ହେବେ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଅଧିକା ପାଣିରୁ , ହିନସ୍ତା ହୋଇପାରନ୍ତି ।

ମିଥୁନ

ମୁଣ୍ଡରେ ଥିବା ଓଲଟପାଲଟ ଚିନ୍ତାଧାରା ସମାପ୍ତ ହେବ । ଆପଣଙ୍କୁ କୌଣସି ନୂଆ ଶିଖିବାର ଅବସର ମିଳିବ । ଆଜି ସବୁ କାମ ଆପଣଙ୍କର ମନ ମୁତାବକ ହୋଇପାରେ । ସଙ୍ଗୀତକାରଙ୍କୁ ପ୍ରସିଦ୍ଧି ମିଳିବ । ପ୍ରେମରେ ଆପଣଙ୍କୁ ସଫଳତା ମିଳିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

କର୍କଟ

ସାମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ । ବ୍ୟବସାୟରେ ବଡ ଫଇସଲା ନେବାକୁ ପଡିପାରେ । ଜମି ଦଲାଲଙ୍କୁ ଯଥେଷ୍ଟ ଲାଭ ମିଳିବ । ଛାତ୍ରଙ୍କ ଲାଗି ଦିନଟି ବଢିଆ ରହିବ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଚାଷୀ- ଉତ୍ତମ ଫଳ ପାଇବେ ।

ସିଂହ

ଭାଗ୍ୟର ସହଯୋଗ ପାଇବେ । କାମ ସମୟରେ ପୂରା କରିବେ । ବ୍ୟବସାୟୀଙ୍କୁ ସଉଦାରେ ଧନଲାଭ ହେବ । ଚାକିରିରେ ବିଶେଷ ଦାୟିତ୍ୱ ଗ୍ରହଣ କରିବେ । ଜୀବନସାଥୀଙ୍କ ସହିତ ସମ୍ବନ୍ଧ ମଧୁର ହୋଇପାରେ । ସୁସ୍ୱାଦୁ ଖାଦ୍ୟ ଭୋଜନ କରିବେ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୭ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

କନ୍ୟା

ଦିନଟି ଉତ୍ସାହ ବର୍ଦ୍ଧକ ରହିବ । କାମ ଓ ପରିଶ୍ରମର ଆପଣଙ୍କୁ ପୂରା ଫାଇଦା ମିଳି ପାରେ । ନୂଆ ଲୋକଙ୍କ ସହିତ ସାକ୍ଷାତ୍ ଆଲୋଚନା କରିବେ । ସନ୍ଧ୍ୟା ସୁଦ୍ଧା କୌଣସି ଶୁଭ ଖବର ମିଳିପାରେ । କୌଣସି ନିର୍ମାଣ କାର୍ଯ୍ୟ ପାଇଁ ଯୋଜନା କରିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ଧାର୍ମିକ ହେବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧି ହେବ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।

ତୁଳା

ଦିନଟି ଖୁସି ଭରା ହୋଇପାରେ । ଆପଣ ନିଜ ବ୍ୟବହାରରେ ଲୋକଙ୍କ ହୃଦୟ କିଣିବେ । ଜମି ଦଲାଲଙ୍କୁ ପୁରୁଣା ଜମିରୁ ଯଥେଷ୍ଟ ଲାଭ ମିଳିବ । ଅଫିସରେ ଭଲ କାମ ପାଇଁ ପଦୋନ୍ନତି ମିଳିବ । ପ୍ରେମ ସମ୍ବନ୍ଧ ଭଲ ରହିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖଭାରା ଦିନଟି ।

ବିଛା

ଆପଣ ନିଜର ଯୋଜନାରେ ଲୋକଙ୍କୁ ସହମତ କରାଇନେବେ । କାରବାରରେ ଅଚାନକ ଫାଇଦା ହେବାର ଯୋଗ ରହିଛି । ପୁରୁଣା ମିତ୍ରଙ୍କ ଦେଖା କରିବା ପାଇଁ ତାଙ୍କ ଘରକୁ ଯିବେ । ବୈବାହିକ ଜୀବନ ଠିକ୍ ଠାକ୍ ରହିବ । ଶୁଭ ରଙ୍ଗ ଆକାଶି ନୀଳ । ଶୁଭ ଅଙ୍କ ୮ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
ରୋଗୀ- ୟୋଗା କରନ୍ତୁ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।

ଧନୁ

ଆଜି ସକାରାତ୍ମକ ପରିବର୍ତ୍ତନ ଆପଣଙ୍କ ଜୀବନକୁ ବଢିଆ କରିବ । ଛୋଟ ଧରଣର କିଛି କାମ କରିବେ ଯାହା ଭବିଷ୍ୟତରେ ଯଥେଷ୍ଟ ଲାଭ ହେବ । ଚାକିରିଆଙ୍କୁ ପାରିତୋଷିକ ମିଳିପାରେ । ଛାତ୍ରମାନେ ନିଜର ପରି ଯୋଜନାରେ ଅଧିକ ମନ ଯୋଗ ଦେବେ । ଶୁଭ ରଙ୍ଗ ଗାଢ ଧଳା । ଶୁଭ ଅଙ୍କ ୫ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧାର୍ମିକ ହେବେ ।

ମକର

ପରିବାର ସହିତ ଅଧିକ ସମୟ ବିତେଇବେ । ଭ୍ରମଣ ଉପରେ ଆଧାରିତ କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ଲାଗି ଦିନଟି ଭଲ ରହିବ । କୌଣସି ଅପରିଚିତଙ୍କ ଉପରେ ଭରସା କରନ୍ତୁ ନାହିଁ । ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୯ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
କର୍ମଜୀବି- ସଫଳତା ହାତ ଛଡା ହୋଇଯିବ ।
ଛାତ୍ରଛାତ୍ରୀ- ବିଚକ୍ଷଣ ବୁଦ୍ଧି ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- କାର୍ଯ୍ୟ ମନ୍ଥର ହେବ ।

କୁମ୍ଭ

ପ୍ରଭୁଙ୍କ ଆରାଧନାରେ ମନକୁ ଶାନ୍ତି ମିଳିବ । ଗୁରୁଜନଙ୍କ ପ୍ରତି ମନରେ ପ୍ରେମଭାବ ରହିବ । କିଛି ନୂଆ ସୁଯୋଗ ମିଳିପାରେ । କାର୍ଯ୍ୟ କ୍ଷେତ୍ରରେ ଭଲ ଢଙ୍ଗରେ କାମ କରିବେ । ଅଚାନକ ଧନଲାଭ ହେବ । ଶୁଭ ରଙ୍ଗ ଗୋଲାପି । ଶୁଭ ଅଙ୍କ ୧ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମୀନ

ଆଜି ଭାଗ୍ୟର ଭରପୂର ସାଥ ମିଳିବ । ଠିକ୍ ଫାଇସଲା ନେବାର ସହଜ ହେବ । ଅଫିସ ଆଲୋଚନାରେ ନୂଆ ଲୋକଙ୍କ ସହିତ ମିଶିବେ । ବ୍ୟବସାୟରେ ଆଶା ଠୁଁ ଅଧିକ ଲାଭ ହେବ । ଛାତ୍ରଙ୍କୁ କୌଣସି ବିଶେଷ କ୍ଷେତ୍ରରେ ଲାଭ ହୋଇପାରେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ନୂଆ ଜବ୍ ମିଳିବା କଷ୍ଟ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।

Leave a Reply

Your email address will not be published.