ଆକାଶ ଇଣ୍ଡିଆ ମଲ୍ଟି କମ୍ପ୍ଲେକ୍ସ ଲିମିଟେଡ୍‌ର ନିର୍ଦ୍ଦେଶକ ଗିରଫ

ଭୁବନେଶ୍ବର, (ଓଡିଶା ଟାଇମ୍): ଟଙ୍କା ହଡପ ଅଭିଯୋଗରେ ଚିଟଫଣ୍ଡ କମ୍ପାନୀ ନିର୍ଦ୍ଦେଶକ ଗିରଫ । ଆକାଶ ଇଣ୍ଡିଆ ମଲ୍ଟି କମ୍ପ୍ଲେକ୍ସ ପ୍ରାଇଭେଟ୍ ଲିମିଟେଡର ନିର୍ଦ୍ଦେଶକ ସୁଦର୍ଶନ ସେନାପତିଙ୍କୁ ଗିରଫ କରିଛି ଅର୍ଥନୈତିକ ଅପରାଧିକ ଶାଖା । ତେବେ ଜମାକାରୀଙ୍କୁ ଦୁଇ ଗୁଣା ଲାଭ ଦେବାର ପ୍ରଲୋଭନ ଦେଖାଇ କୋଟି କୋଟି ଟଙ୍କା ହଡପ ନେଇ ଅଭିଯୋଗ ହୋଇଥିଲା ।

Leave a Reply

Your email address will not be published. Required fields are marked *