ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଚାକିରି କ୍ଷେତ୍ରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । ନିରବ ଚିନ୍ତକ ହୋଇପାରନ୍ତି । ପିଲାମାନେ ଆଧ୍ୟୟନରତ ହେବାର ସୂଚନା ମିଳୁଛି । ଦିନଟି ମଧ୍ୟମ ଧରଣର ରହିବ । ଦାମ୍ପତ୍ୟ ଜୀବନ ସୁଖପ୍ରଦ ରହିବ । ଶୁଭ ରଙ୍ଗ କ୍ରୀମ । ଶୁଭ ଅଙ୍କ ୫ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଅଳସୁଆ ପ୍ରବୃତ୍ତି ହେବେ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ବୃଷ
ଅର୍ଥ ଉପାର୍ଜନ ଅତ୍ୟଧିକ ହେବ । ଦ୍ରବ୍ୟ ନଷ୍ଟ ହେବାର ଆଶଙ୍କା ଅଛି । କେତେକ କ୍ଷେତ୍ରରେ ଭୁଲ ବୁଝାମଣା ପାଇଁ କଳହ ସୃଷ୍ଟି ହୋଇପାରେ । ଅଧିକ ପରିଶ୍ରମ କଲେ ମଧ୍ୟ ତାର ଫଳ ପାଇବେ ନାହିଁ । ନ୍ୟାୟବାନ୍ ଓ ନିିରପେକ୍ଷ ହେବେ । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- କାର୍ଯ୍ୟ ମନ୍ଥର ହେବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।
ମିଥୁନ
ପରିକଳ୍ପନା ଅନୁଯାୟୀ କାର୍ଯ୍ୟ କରିପାରନ୍ତି । କାର୍ଯ୍ୟାଳୟରେ ସମ୍ମାନିତ ହେବେ । ଆର୍ଥିକ ସ୍ଥିତିରେ ସୁଧାର ଆସିବ । ଶୁଭ କାର୍ଯ୍ୟ ପାଇଁ ସମୟ ଅନୁକୁଳ ରହିଛି । ଭଗବତ୍ ଚିନ୍ତକ ହେବେ । ଦର୍ଶନର ସୌଭାଗ୍ୟ ଉଦୟ ହୋଇଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୧ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
ବ୍ୟବସାୟୀ- ପ୍ରଚୁର ଲାଭ ହେବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କର୍କଟ
ମାନସିକ ସ୍ତରରେ ଶାନ୍ତିର ବାତାବରଣ ସୃଷ୍ଟି ହେବ । କୌଣସି କାରଣରୁ ଭୟାତୁର ହୋଇପାରନ୍ତି । ବିଷାଦଗ୍ରସ୍ତ ହୋଇପାରନ୍ତି, ମାତ୍ର ନୀତିନି ହେବେ । ଯାନ-ବାହନ ସୁଖ ମିଳିପାରେ । ବିଶାରଦ ହେବା ଆଶା କରାଯାଏ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ସିଂହ
ପରିସ୍ଥିତି ଉତ୍ସାହଜନକ ହେବ । ଆଶ୍ୱସ୍ତି ମିଳିବ । ଆୟ ଉତ୍ତମ ଧରଣର ହେବ । ସରକାରୀ ବା ବନ୍ଧୁତ୍ୱର ଲାଭ ମିଳିବ । ଦାମ୍ପତ୍ୟ ଜୀବନରେ କଟୁତା ଆସିପାରେ, ଶାନ୍ତି ସହ କଥାବାର୍ତ୍ତା ହେଲେ ସମାଧାନ ମିଳିଯିବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୫ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ବାହାରେ ବ୍ୟବସାୟ କରିବା କଷ୍ଟ ହେବ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ବଡ ଲୋକଙ୍କ କଥା ଶୁଣିବେ ନାହିଁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
କନ୍ୟା
ନିଜର ଅଧିକାର ପ୍ରତି ସଚେତନ ହେବେ । ବ୍ୟୟ ବୃଦ୍ଧି ଘଟିପାରେ । ବିବାଦରେ ଭାଗ ନ ନେଇ ନିରବ ହେବା ବୁଦ୍ଧିମତାର କାର୍ଯ୍ୟ । ନିଜ ଲୋକ ଦୂରେଇ ଯାଇଥିଲେ, ଫେରି ପାଇବେ । ମଧୁର ବଚନରେ ପରକୁ ଆପଣାର କରିବେ । ଶୁଭ ରଙ୍ଗ ସବୁଜ । ଶୁଭ ଅଙ୍କ ୧ ।
ଚାଷୀ- ଅଧିକା ବର୍ଷା ହେତୁ , ହତାସ ହୋଇପାରନ୍ତି ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ସ୍ମରଣ ଶକ୍ତି ପାଇଁ ବୁଧକାରକ ଚେର ବ୍ୟବହାର କରନ୍ତୁ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ସଫଳତାକୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ତୁଳା
ପିଲାମାନଙ୍କ ସ୍ମରଣ ଶକ୍ତି ବୃଦ୍ଧି ହେବ । କାର୍ଯ୍ୟରେ ଉତ୍ସାହ ବୃଦ୍ଧି ପାଇବ । ଜ୍ଞାନ ଆହରଣ ପାଇଁ ଆଗ୍ରହୀ ହେବେ । ଶୁଭ ଖବର ପାଇ ଖୁସି କୋଇପାରନ୍ତି । କର୍ମରେ ନିଜକୁ ନିୟୋଜିତ କରିପାରନ୍ତି । ବ୍ୟବସାୟ ଲାଭଜନକ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- କମନୀୟ ଶରୀର ଯୁକ୍ତ ହେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ବିଛା
ଭ୍ରାତୃ ବିବାଦର ଅବସାନ ଘଟିବ । ଆୟ ବୃଦ୍ଧି ହେବାର ସୂଚନା ମିଳୁଛି । ସୁ-ସମ୍ବାଦ ପାଇଁ ଖୁସି ହୋଇପାରନ୍ତି । କର୍ମକ୍ଷେତ୍ରରେ ସମ୍ମାନିକ ହେବେ ଓ ପ୍ରମୋସନ୍ ବି ହୋଇପାରେ । ଅର୍ଥ ପ୍ରାପ୍ତିର ଅପୂର୍ବ ସୁଯୋଗ ଅଛି । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।
ଧନୁ
ଧର୍ମ ଭାବନା ଶାନ୍ତି ଦାୟକ ହେବ । ଲୋକ ସଂପର୍କ ବୃଦ୍ଧି କଲେ ରାଜନୀତିରେ ସାହାୟକ ହୋଇପାରେ । କାର୍ଯ୍ୟରେ ସଫଳ ରୂପାୟନ କରି ପ୍ରଶଂସାର ପାତ୍ର ହେବେ । କ୍ଷମତା ଅଭିବୃଦ୍ଧି ଘଟାଇ ତାର ସଦ୍ ବ୍ୟବହାର ଘଟାଇପାରନ୍ତି । ଶୁଭ ରଙ୍ଗ ଗାଢ ନୀଳ । ଶୁଭ ଅଙ୍କ ୧ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ମିତ୍ରଙ୍କ ସହଯୋଗ ମିଳିବ ।
ରୋଗୀ- ଆର୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ମକର
ସତର୍କ ନ ରହିଲେ ବିପଦରେ ପଡିପାରନ୍ତି । ମନରେ ଉଦ୍ବେଗ ଜାତ ହୋଇପାରେ । ସାମାନ୍ୟ ଅସୁସ୍ଥତା ଅନୁଭବ କରିପାରନ୍ତି । ସ୍ୱାଭିମାନୀ ହେବେ । ବ୍ୟବସାୟ ଲାଭଜନକ ହୋଇପାରେ । ବିବାଦରେ ବିଜୟୀ ହେବେ । ଶୁଭ ରଙ୍ଗ ଆକାଶୀ । ଶୁଭ ଅଙ୍କ ୭ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
କୁମ୍ଭ
ସୁସ୍ଥ ଓ ନିରାମୟ ରହିବେ । କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ସୁଖକର ଘଟଣାମାନ ଘଟିପାରେ । କର୍ମକ୍ଷେତ୍ର ସଫଳ ଓ ଉତ୍ସାହଜନକ ହେବ । ଶୁଭ କାର୍ଯ୍ୟ କରଣୀୟ ହେବେ ଓ ଆନନ୍ଦ ଉପଭୋଗ କରିପାରନ୍ତି । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୮ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- କ୍ଳାନ୍ତି ଅନୁଭବ କରିବେ ।
ମୀନ
ବିଭିନ୍ନ ସ୍ତରରୁ ସହଯୋଗ ପାଇ ଶତ୍ରୁ ଦମନ କରିବାରେ ସିଦ୍ଧହସ୍ତ ହେବେ । ମାନସିକ ଶାନ୍ତି ଫେରି ପାଇବେ । ସୁସମ୍ବାଦ ପାଇ ଖୁସି ହୋଇପାରନ୍ତି । ଶୁଭ କାର୍ଯ୍ୟ ପାଇଁ ବାତାବରଣ ଅନୁକୁଳ ସାବ୍ୟସ୍ତ ହୋଇଛି । ଶୁଭ ରଙ୍ଗ ନାଲି । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ମିତ୍ର ସୁଖ ପାଇବେ ।