ରାଜ୍ୟରେ ୨୪ ଘଣ୍ଟାରେ ବାହାରିଲେ ୩୪୫ କରୋନା ପଜିଟିଭ୍
ଭୁବନେଶ୍ବର, (ଓଡିଶା ଟାଇମ୍): ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୪୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨୮୪୩୨୩ ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୨ ଜଣ କ୍ୱାରେଣ୍ଟାଇନ୍ରୁ ରହିଥିବା ବେଳେ ୧୪୩ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବୟସର ୧୧୧ ଜଣ ରହିଛନ୍ତି ।
Covid-19 Report For 24th Feb
New Positive Cases: 345
Of which 0-18 years: 111
In quarantine: 202
Local contacts: 143(Details of local contacts will be shared by concerned District)
1. Angul: 32
2. Balasore: 6
3. Bargarh: 8
4. Bhadrak: 6
5. Balangir: 1
6. Boudh: 3— I & PR Department, Odisha (@IPR_Odisha) February 25, 2022
23. Nayagarh: 2
24. Nuapada: 7
25. Puri: 4
26. Rayagada: 8
27. Sambalpur: 29
28. Sonepur: 1
29. Sundargarh: 39
30. State Pool: 6New recoveries: 825
Cumulative tested: 29099079
Positive: 1284323
Recovered: 1271843
Active cases: 3375— I & PR Department, Odisha (@IPR_Odisha) February 25, 2022
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୨୮୪୩୨୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୩୭୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୨୭୧୮୪୩ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୯୦୯୯୦୭୯ସାମ୍ପୁଲ ଟେଷ୍ଟ୍ ହୋଇଛି ।