ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ଆଜି ସତ୍ କାର୍ଯ୍ୟରେ ବ୍ୟୟ ସାଙ୍ଗକୁ ଯେଉଁ କାମ ଆରମ୍ଭ କରିବେ ସଫଳତା ପାଇବେ । ବନ୍ଧୁଙ୍କ ସାହାର୍ଯ୍ୟ ପାଇ ସ୍ଥଗିତ କାମ ତ୍ୱରାନ୍ୱିତ କରିବାକୁ ନିଷ୍ପତ୍ତି ନେବେ । ଚଳଚ୍ଚିତ୍ର କ୍ଷେତ୍ରରୁ ପ୍ରଶଂସା ମିଳିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୯ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ବୃଷ
ନିଜର ସ୍ୱାର୍ଥ ସାଧନ ପରିପ୍ରେକ୍ଷୀରେ ଅନ୍ୟମାନଙ୍କ ସହ ମିତ୍ରତା କରିବା ସକାଶେ ମନ ବଳାଇବେ । ସତର୍କତା ଅଭାବରୁ ଧନ ହାନି କିମ୍ବା କଳହର ସୂତ୍ରପାତ ହୋଇପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୬ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ମିଥୁନ
ବନ୍ଧୁଙ୍କ ବଦାନ୍ୟତା, ସାମାଜିକ ସମ୍ମାନ,ଆର୍ଥିକ ଉନ୍ନତି ଓ ଆଧ୍ୟାତ୍ମିକ ବାତାବରଣରେ ମନ ପ୍ରଫୁଲ୍ଲ ରହିବ । କର୍ମକ୍ଷେତ୍ରରେ ସମସ୍ୟା ଆସିଲେ ସୁଦ୍ଧା ଏଥିରୁ ଓକରି ପାରିବେ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖଭାରା ଦିନଟି ।
କର୍କଟ
ସମସ୍ୟା ସମାଧାନଜନିତ କାର୍ଯ୍ୟରେ ଅଗ୍ରଗତି ପରିଲକ୍ଷିତ ହେବାରୁ ଆଶ୍ୱସ୍ତି ଅନୁଭବ କରିବେ । ଆଲୋଚନାର ଶେଷ ପର୍ଯ୍ୟାୟରେ ବନ୍ଧୂ ବିଶ୍ୱାସ ଘାତକତା କରିପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୮ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ନୂଆ ଡିଲ୍ ମିଳିବ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ସିଂହ
କର୍ମକ୍ଷେତ୍ରରେ ପ୍ରତ୍ୟେକ କାମ ସମସ୍ୟା ବହୁଳ ହେଉଥିବା କାରଣରୁ ମନରେ ସରସତା ରହିବ ନାହିଁ । ଭୁଲ୍ ବୁଝାମଣା କାରଣରୁ ଆକସ୍ମିକ ଭାବରେ ଶତ୍ରୁମାନେ ମିତ୍ର ଭଳି ଆଚରଣ କରିପାରନ୍ତି । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୩ ।
ଚାଷୀ- କୌଣସି ସମସ୍ୟା ଥିଲେ, କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ସୁଖୀ ହେବେ ।
କନ୍ୟା
ପାରିବାରିକ ସ୍ତରରେ ବିଭିନ୍ନ ପ୍ରକାରର ସମସ୍ୟାକୁ ସାମ୍ନା କରି ମାନସିକ ଦୁର୍ବଳତା ଦେଖା ଦେଇପାରେ । କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି । ଶୁଭ ରଙ୍ଗ କଳା । ଶୁଭ ଅଙ୍କ ୪ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍, ପଳେଇ ଯାଇପାରେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ତୁଳା
ସମସ୍ୟାର ସରଳ ସମାଧାନ କରି ଶାନ୍ତ ଲଭିବେ । କର୍ମକ୍ଷେତ୍ରରେ ଆପଣ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବାରେ ସମର୍ଥ ହୋଇପାରନ୍ତି । ଅଫିସ୍ ହଠାତ୍ କୌଣସି ଘଟଣା ମନକୁ ବିବ୍ରତ କରିବାରେ ସୂଚନା ରହିଛି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୬ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ – ସ୍ୱାସ୍ଥ୍ୟ ଅତୁଟ ରହିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।
ବିଛା
ଆଜି ଆପଣଙ୍କ ସ୍ୱସ୍ଥ୍ୟ ସମସ୍ୟା ମନକୁ ଭାରାକ୍ରାନ୍ତ କରିବ । କର୍ମକ୍ଷେତ୍ରରେ ଜଣେ ବନ୍ଧ ପ୍ରଗାଢ ଅନୁରକ୍ତି ପ୍ରକାଶ କରିପାରନ୍ତି । କ୍ର୍ୟ ବିକ୍ରୟ କ୍ଷେତ୍ରରେ ସତର୍କ ନ ହେଲେ ଠକାମିରେ ପଡିବେ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୯ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ଧନୁ
ଆଜିର କର୍ମକ୍ଷେତ୍ରରେ ସାଧାରଣ ଟିକିଏ କଥାରେ ବନ୍ଧୁ ମୁହଁ ଫେରାଇ ନେଇପାରନ୍ତି । ଆନୁ ।ନିକ କାର୍ଯୟରେ ଉଚ୍ଚ ପ୍ରଶଂସା ପାଇବେ । ପରିବାରରେ ମିଥ୍ୟାଭିଯୋଗ ସକାଶେ ଅନ୍ୟ ଉପରେ ବିରକ୍ତି ପ୍ରକାଶ କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୨ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ମକର
ଆଜି ଯେଉଁ କାମରେ ହାତ ଦିଅନ୍ତୁ ନା କାହିଁକି, ସହ-ଯୋଗର ଅଭାବ ରହିବ ନାହିଁ । କର୍ମ କ୍ଷେତ୍ରରେ ଖୁବ୍ ଆଶାବାଦୀ ହେବେ, ମାତ୍ର ସାମୟିକ କଳଜନିତ ସମ୍ପର୍କ ହାନି ହୋଇପାରେ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୫ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
କୁମ୍ଭ
ଦୀର୍ଘ ଦିନର ଅପୁରଣୀୟ ଆଶା ମନରେ ଭାବାନ୍ତର ସୃଷ୍ଟି କରିବ । ଆତ୍ମୀୟସ୍ୱଜନମାନେ ସ୍ୱାର୍ଥ ସାଧନ ଆଶା କ୍ଷୀଣ ଦେଖି ଦୂରେଇ ଯାଇପାରନ୍ତି । ସାଧାରଣ କଥାକୁ କେନ୍ଦ୍ର କରି ପରିବାରରେ ଝଡ ଉଠିପାରେ । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୧ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ସଦ୍ବ୍ୟବହାର କରନ୍ତୁ ।
ଗୃହିଣୀ- ପରକୁ ଆପଣାର କରିବେ ।
ମୀନ
କୌଣସି କାମ ଅଟକିବ ନାହିଁ । ଯାହା ଆଶା କରୁଛନ୍ତି ଅବଶ୍ୟ ପାଇବେ । ପରିବାରର ଖର୍ଚ୍ଚ ବଢିଯିବା କାରଣରୁ ମନରେ ସରସତା ରହିବ ନାହିଁ । ପତ୍ୟେକ କ୍ଷେତ୍ରରେ ପ୍ରିୟ ବନ୍ଧୁଟି ସହ-ଯୋଗ କରିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୪ ।
ଗୃହିଣୀ- ସୁଖୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଚାଷୀ- ଜଳବାୟୁ ବିଭାଗ ସହ ଯୋଗା ଯୋଗ ରଖନ୍ତୁ ।
ଶନିବାର
ସଠିକ୍ ଭାଗ୍ୟଫଳ
କାର୍ଯ୍ୟରେ ବାଧାକୁ ଦୂର କରିବ-ରାଜଯୋଟକ ଜାତକ