ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର
ମେଷ
ବିବାଦୀୟ ପରିସ୍ଥିତିରେ ଧୈର୍ଯ୍ୟଧାରଣ ପାରିବାରିକ ଓ ସାମାଜିକ ଜୀବନକୁ ରୁଦ୍ଧିମନ୍ତ କରିବ । କର୍ମକ୍ଷେତ୍ରର ସବୁଦିଗକୁ ଭଲ ରୂପେ ଲକ୍ଷ୍ୟ ରଖି କାମ କରନ୍ତୁ, ନତୁବା ସସମ୍ୟା ମାଡିଆସିବ । ଆନୁ ।ନିକ କାମକୁ ନଜରରେ ରଖି ଘରକୁ ସଜାଡିବାରେ ସମୟ ନେଇପାରନ୍ତି । ଶୁଭ ରଙ୍ଗ ୟେଲୋ । ଶୁଭ ଅଙ୍କ ୫ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।
ବୃଷ
ପାରିବାରିକ ଅସ୍ଥିରତା ସାଙ୍ଗକୁ କେତେକ ଅଭିଳାଷ ମନକୁ ବ୍ୟଥିତ କରିପାରେ । ଅଟକି ରହିଥିବା କାମଗୁଡିକୁ ନେଇ ମନ ବିଚଳିତ ରହିବ । ଅଯାଚିତ ଭାବରେ କୌଣସି ନିର୍ଭରଯୋଗ୍ୟ ପ୍ରତିଶ୍ରୁତି ପାଇ ଆଶ୍ୱସ୍ତି ଅନୁଭବ କରିପାରନ୍ତି । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୨ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମିଥୁନ
ମନ ଭିତରର ଗୋପନ କଥାକୁ ବନ୍ଧୁଙ୍କ ନିକଟରେ ପ୍ରକାଶ କରିପାରିବେ ନାହିଁ । ମାଲିମୋକଦ୍ଦମାରେ ବିଚାର ବିଳମ୍ବିତ ହେବାରୁ ଅଶାନ୍ତି ରହିପାରନ୍ତି । କର୍ମକ୍ଷେତ୍ରରେ ବିଚାରବୁଦ୍ଧି ପ୍ରୟୋଗକରି କାର୍ଯ୍ୟ ହାସଲ କରିପାରିବେ । ସ୍ୱାସ୍ଥ୍ୟ ଭଲ ରହିବ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୮ ।
ଗୃହିଣୀ- ମିତ୍ର ସୁଖ ପାଇବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
କର୍ମଜୀବି- କର୍ମ କ୍ଷେତ୍ରରେ ଉନ୍ନତି ମିଳିବ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ଦେହ ଅସୁସ୍ଥ ହେଲେ ଶୀଘ୍ର ଡାକ୍ତରଙ୍କ ପରାମର୍ଶ ନିଅନ୍ତୁ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
କର୍କଟ
ସାମାନ୍ୟ କଥାରେ ମତଭେଦ ଘଟି ମନରେ ସରସତା ଆଗଭଳି ରହିବ ନାହିଁ । ମାଲିମୋକଦ୍ଦମା, ବାଣିଜ୍ୟ, ବ୍ୟବସାୟ, ବିବାଦୀୟ ଘଟଣାରେ ସ୍ଥିତି ଅନୁକୂଳ ହୋଇପାରେ । ବନ୍ଧୁମାନଙ୍କ ସବୁ କଥାକୁ କାନଡେରି ଶୁଣନ୍ତୁ କିନ୍ତୁ ଭାବିଚିନ୍ତି ଆଗକୁ ଗୋଡ ବଢାନ୍ତୁ । ଶୁଭ ରଙ୍ଗ ପିଙ୍କ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କରତ୍କର୍ମା ହେବେ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ପାଇଁ ବିଦେଶ ଯାତ୍ରା କରିପାରନ୍ତି ।
ରୋଗୀ- ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ସିଂହ
ନୂତନ କାର୍ଯ୍ୟରେ ହାତ ଦେବାକୁ ସ୍ଥିର କରିବେ, ମାତ୍ର ଆଶାନୁରୂପ ସାହାର୍ଯ୍ୟ ମିଳି ନ ପାରେ । ସାଧାରଣ ଘଟଣାରେ କୌଣସି ପଡୋଶିନୀଙ୍କ ସହ ମତଭେଦ ଉପୁଜିବାର ସମ୍ଭାବନା ରହିଛି । ଦୈହିକ ସ୍ଥିତି ସେତେଟା ଅନୁକୂଳ ନ ରହିଲେ ମଧ୍ୟ ମନୋବଳ ଦୃଢ ରହିବ । ଶୁଭ ରଙ୍ଗ ବ୍ରାଉନ୍ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- କାର୍ଯ୍ୟ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।
କନ୍ୟା
ବନ୍ଧୁମିଳନ ସହ ସଭାସମିତି ବିଶିଷ୍ଟ ବ୍ୟକ୍ତିଙ୍କ ଅନ୍ତରଙ୍ଗ ଆଳାପ ମନକୁ ଆଲୋଦିତ କରିବ । ବିଭିନ୍ନ କାର୍ଯ୍ୟ ବ୍ୟସ୍ତତା ମଧ୍ୟରେ ମାନସିକ ସ୍ଥିତି ବିଶେଷ ଭଲ ରହି ନ ପାରେ । ପୂର୍ବ ରାଗକୁ ଶୁଝାଇବାକୁ ଯାଇ ଆତ୍ମୀୟ ଶତ୍ରୁତା କରିପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୭ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ପ୍ରତି ଆଗ୍ରହୀ ହେବେ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।
ତୁଳା
ସ୍ୱାସ୍ଥ୍ୟ ଭଲ ରହିବା ସହ ଅନ୍ୟମାନଙ୍କ ଦୃଷ୍ଟିରେ ଭାବମୂର୍ତ୍ତି ଅକ୍ଷୁଣ୍ଣ ରହିବ । ବିଭିନ୍ନ ଅସୁବିଧା ଭିତରେ ଗତି କରୁଥିବାରୁ ମାନସିକ ଅବସ୍ଥା ସେତେ ଭଲ ରହି ନ ପାରେ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ଝଗଡା ଲାଗିପାରେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ପିଲାମାନଙ୍କ ପ୍ରତି ଚିନ୍ତାରେ ରହିବେ ।
ବିଛା
ସ୍ୱାସ୍ଥ୍ୟ ଠିକ୍ ରହିଲେ ମଧ୍ୟ କାମଗୁଡିକ ବିଶୃଙ୍ଖଳିତ ଅବସ୍ଥାରେ ରହିବ । ବନ୍ଧୁଙ୍କ ରୁକ୍ଷ ବ୍ୟବହାର ଓ ଅସମ୍ମାନଜନକ କଥା ମନକୁ ବେଶି ବାଧିବ । ପାରିବାରିକ ସ୍ତରରେ ଭୁଲ୍ ବୁଝାମଣା ଯୋଗୁ ଅନ୍ୟମାନଙ୍କୁ ସନ୍ଦେହ ଚକ୍ଷୁରେ ଦେଖିପାରନ୍ତି । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୧ ।
ଗୃହିଣୀ- ସୁଖଭାରା ଦିନଟି ।
ବ୍ୟବସାୟୀ- ବନ୍ଧୁଙ୍କ ସହାୟତାକୁ ହାତଛଡା କରନ୍ତୁ ନାହିଁ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ଛାତ୍ରଛାତ୍ରୀ- ପାଠପଢାରେ ମନ ଦେବେ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ଧନୁ
ଆଜି କଳା, ସାହିତ୍ୟ, ସାମ୍ବାଦିକତା ଓ ରଚନାତ୍ମକ କାର୍ଯ୍ୟରେ ଅଗ୍ରଗତି ଘଟିବ । ଆର୍ଥିକ ଦୂରବସ୍ଥା ସାମୟିକ ଭାବରେ କାର୍ଯ୍ୟଧାରାର ଗତିରୋଧ କରିବାର ଆଶଙ୍କା ଦେଖା ଦେଇପାରେ । ନିଜର ପ୍ରିୟଜନଙ୍କ ସାନ୍ନିଧ୍ୟ ଲାଭ କରି ଏକପ୍ରକାର ଖୁସି ଅନୁଭବ କରିବେ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୯ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟରେ ସଫଳ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।
ମକର
ଆଗାମୀ ଆନୁ ।ନିକ ଉତ୍ସବ ନିମନ୍ତେ ପ୍ରସ୍ତୁତି ଆରମ୍ଭ କରିବାକୁ ମନସ୍ଥ କରିପାରନ୍ତି । ଜଣେ ବନ୍ଧୁଙ୍କ ସାହାର୍ଯ୍ୟରେ ଆଜିର କାମଗୁଡିକ ସୁବିଧାରେ ସମ୍ପନ୍ନ ହୋଇଯିବ । ପ୍ରତ୍ୟେକ କ୍ଷେତ୍ରରେ ସଂଯମତା ରକ୍ଷା ନ କଲେ ବିବାଦଗ୍ରସ୍ଥ ହୋଇପାରନ୍ତି । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୩ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।
ବ୍ୟବସାୟୀ- ବିଜୟୀ ହେବେ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
କୁମ୍ଭ
କୌଣସି ବନ୍ଧୁଙ୍କ ସହାୟତାରେ ପ୍ରିୟ ବନ୍ଧୁଟି ସହ ଭାଙ୍ଗି ପଡିଥିବା ସମ୍ପର୍କ ପୁଣି ଯୋଡି ହୋଇଯିବ । ଘରେ ପିଲାମାନଙ୍କ ପଢା ସମସ୍ୟା ନେଇ ମନ ଭାରାକାନ୍ତ ରହିପାରେ । ପରୋକ୍ଷ ଶତ୍ରୁତା ହେତୁ କାମଗୁଡିକ ଶୃଙ୍ଖଳିତ ହେବାର ଆଶା କ୍ରମଶଃ ମଉଳିଯିବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ମୀନ
ପରିବାରରେ ସନ୍ତାନଙ୍କ ବିଶୃଙ୍ଖଳିତ ଆଚରଣ, ଅଭାବ ଓ ଅସୁବିଧା ମନକୁ ଭାରାକ୍ରାନ୍ତ କରିବ । ଜମିଜମା କାରବାର,ଗୃହ ନିର୍ମାଣ, ବ୍ୟବସାୟ କ୍ଷେତ୍ର ଗତାନୁଗତିକ ରୀତିରେ ଗଡିଚାଲିବ । କର୍ମକ୍ଷେତ୍ର ପୂର୍ବବତ୍ ଚାଲୁରହିବ ଏବଂ ବିଶେଷ ଅସୁବିଧା ରହିବ ନାହିଁ । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୧ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରଙ୍କ ପରାମର୍ଶରେ ହିଁ ମେଡିସିନ୍ ଖାଆନ୍ତୁ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସଜାସଜିରେ ବ୍ୟସ୍ତ ରହିବେ ।