ଆଜିର ରାଶିଫଳ: କେମିତି କଟିବ ଆପଣଙ୍କ ଦିନ, ରାଶି ଅନୁସାରେ ଶୁଭ ରଙ୍ଗ ଓ ପ୍ରତିକାର

ମେଷ

ପାରିବାରିକ ଓ କର୍ମକ୍ଷେତ୍ର ସମସ୍ୟା ମୁକ୍ତ ରହିବ । ଯାତ୍ରା, ବ୍ୟବସାୟ, ବାଣିଜ୍ୟ, ପରିବହନ, ସଂଗଠନ,ରାଜନୀତି ପାଇଁ ବହୁତ ଭଲ । ଖର୍ଚ୍ଚ ରୋକିବା ପାଇଁ ଚେଷ୍ଟିତ ହେବେ, କିନ୍ତୁ ପାରିବେ ନାହିଁ । ଚଳଚ୍ଚିତ୍ର ପ୍ରଭୃତି କ୍ଷେତ୍ରରେ ଅଗ୍ରଗତି ବେଶ୍ ଦ୍ରୁତ ହେବ । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୧ ।
ଚାଷୀ- କୀଟ ନାଶକର ସଠିକ୍ ସମୟରେ ବ୍ୟବହାର କରନ୍ତୁ ।
ରୋଗୀ- ଆଜି କିଛି ଦିନ ସତର୍କ ରୁହନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ସୁଖ ଅନୁଭବ କରିବେ ।

ବୃଷ

ଭାଗ୍ୟସ୍ଥାନ ପ୍ରତି ଚନ୍ଦ୍ରଙ୍କ ଯୋଗୁ ଯେଉଁଥିରେ ହାତ ଦେବେ ସବୁ କିଛି ସହଜ ଓ ସୁବିଧାରେ ସମ୍ପନ୍ନ ହେବ । ସାମୂହିକ କାମରେ ବନ୍ଧୁଙ୍କ ପ୍ରଶଂସା ଆପଣଙ୍କୁ ଭାବବିଭୋର କରାଇବ । ପିଲାଙ୍କ ସ୍ୱାସ୍ଥ୍ୟ ସକାଶେ ଚିନ୍ତ୍ଖଚ୍ଛ ରହିବେ । ଶୁଭ ରଙ୍ଗ ହଳଦୀଆ । ଶୁଭ ଅଙ୍କ ୮ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ଗୃହୋପକରଣ କ୍ରୟ କରିପାରନ୍ତି ।
କର୍ମଜୀବି- ତାପ ଯୋଗୁ କାର୍ଯ୍ୟରେ ବ୍ୟାଘାତ ଦେଖା ଦେଇପାରେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

ମିଥୁନ

ଅର୍ଥନୈତିକ ଅଭିବୃଦ୍ଧି ସହ ବୈଷୟିକ ସୁଖ ସମୃଦ୍ଧି ଜୀବନଯାତ୍ରାକୁ ସାବଲୀଳ କରାଇବ । ଟିକିଏ ହସ ମିଶ୍ରିତ ମଧୁର କଥା ସକାଶେ ଲକ୍ଷ୍ୟ ହୀନ ଭ୍ରମଣ ମଧ୍ୟ କରିପାରନ୍ତି । ସଭା ସମିତିରେ ବୁଦ୍ଧିଜୀବୀଙ୍କ ଦ୍ୱାରା ସମ୍ମାନିତ ହେବେ । ଶୁଭ ରଙ୍ଗ ଧୂସର । ଶୁଭ ଅଙ୍କ ୪ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।
ବ୍ୟବସାୟୀ- ଲୋକପ୍ରିୟତା ମିଳିବ ।
କର୍ମଜୀବି- କାର୍ଯ୍ୟରେ ଶିଥିଳତା ଆସିବ ।
ଛାତ୍ରଛାତ୍ରୀ- ବନ୍ଧୁଙ୍କୁ ଆପଣାର କରିବେ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।

କର୍କଟ

ଦୀର୍ଘ ଦିନର ଶତ୍ରୁତା ବିବାଦର କାରଣ ହୋଇପାରେ । ମାନସିକ ଶାନ୍ତି ପରିସ୍ଥିତି ଅନୁଯାୟୀ ଅନୁଭୂତ ହେବ । କର୍ମକ୍ଷେତ୍ରରେ ସ୍ୱଇଚ୍ଛାରେ ନିଜ ମୁଣ୍ଡ ଉପରକୁ ଦାୟିତ୍ୱ ନେଇ ପଶ୍ଚାତ୍ତାପ କରିବାକୁ ପଡିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୭ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ହାନୀ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ସିଂହ

ଦୂରଯାତ୍ରାରେ ଫେରିବା ବାଟରୁ ମୂଲ୍ୟବାନ ଦ୍ରବ୍ୟ ଆଣିପାରନ୍ତି । ଅଶ୍ଳେଷା ନକ୍ଷତ୍ରରେ ଦୈହିକ ଦୁର୍ବଳତା ଯୋଗୁ ମନୋବଳ କମିଯିବାର ସୂଚନା ରହିଛି । ଦୈହିକ ଅସୁସ୍ଥତା ସାଙ୍ଗକୁ ପଦସ୍ଥବ୍ୟକ୍ତିଙ୍କ ସହ ବିବାଦ ସୃଷ୍ଟି କରିବ । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୨ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ସୁଖଭାରା ଦିନଟି ।

କନ୍ୟା

ବିରୁଦ୍ଧାଚରଣ କରୁଥିବା ବ୍ୟକ୍ତିଟି ଦୋଷାରୋପ କରି ସମସ୍ୟାକୁ ବଢାଇ ଦେଇପାରନ୍ତି । କାମରେ ଉତ୍ସାହିତ ହୋଇପାରିବେ ନାହିଁ । ବନ୍ଧୁଙ୍କ ଗହଣରେ ସମୟ କଟାଇବେ କିନ୍ତୁ ଶେଷ ପର୍ଯ୍ୟାୟରେ ସମ୍ପର୍କ ହାନି ଘଟିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଭୁଲ୍ ମାର୍ଗ ଅନୁସରଣ କରିପାରନ୍ତି ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ଧର୍ଯ୍ୟ ହାରା ହୋଇପାରନ୍ତି ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

ତୁଳା

କର୍ମକ୍ଷେତ୍ରରେ ଚାଲାକ୍ କାମ କରି ନୂତନ ସମସ୍ୟାକୁ ମଧ୍ୟ ସୁଧାରି ନେବେ । ପୁରୁଣା ଗାଡିଟି ବିକ୍ରି ହୋଇଯିବା ହେତୁ କେତେକ ସମସ୍ୟାକୁ ନେଇ ଚିନ୍ତିତ ହୋଇପାରନ୍ତି । ଅପେକ୍ଷା କରିବାକୁ କହିଥିଲେ ମଧ୍ୟ ନିର୍ଦ୍ଦିଷ୍ଟ ସ୍ଥାନରେ ବନ୍ଧୁଙ୍କୁ ନ ପାଇ ବ୍ୟସ୍ତ ହେବେ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୧ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା କରାଇ ନିଅନ୍ତୁ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ବିଛା

ଅସୁବିଧାରେ ପ୍ରକାଶ ନ କରି ମନ ଭିତରେ ବାନ୍ଧି ରଖିଲେ ମାନସିକ କଷ୍ଟ ପାଇବେ । ଘର କାମରେ ମନ ଲାଗିବ ନାହିଁ । ଛୋଟ ଛୋଟ କଥାକୁ ନେଇ କଳହ ଲାଗିବ । ଅବଶ୍ୟ ରାହନୈତିକ ସ୍ଥିତି ଓ ଆନୁ ।ନିକ କାମରେ ପ୍ରଗତି ହେତୁ ଖୁସି ରହିବେ । ଶୁଭ ରଙ୍ଗ ନୀଳ । ଶୁଭ ଅଙ୍କ ୯ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।
ବ୍ୟବସାୟୀ- ଚୌର ଭୟ ଅଛି ।
କର୍ମଜୀବି- କରତ୍‌କର୍ମା ହେବେ ।
ଛାତ୍ରଛାତ୍ରୀ- ଚିନ୍ତାଧାରା ଉନ୍ନତ ହେବ ।
ରୋଗୀ- ରୋଗରୁ ମୁକ୍ତ ହୋଇପାରନ୍ତି ।
ଚାଷୀ- ଜୈବିକ ସାର ମାଟିରେ ବ୍ୟବହାର ଉଚିତ୍ ।

ଧନୁ

ବ୍ୟବସାୟରେ ପ୍ରତିଦ୍ୱନ୍ଦ୍ୱିତା ବଢିଯିବ କିନ୍ତୁ ନିଜ ପରିସରରେ ପ୍ରତି ିତ ହେବେ । ଭାବାତ୍ମକ ବାତାବରଣର ଚନ୍ଦ୍ର ଚିନ୍ତାଶୀଳ ମାନସିକତା ସାଙ୍ଗକୁ ପ୍ରଗତିର ପଥରୋଧକ ହେବ । ସମ୍ପର୍କୀୟଙ୍କ ଭଲ କରିବାକୁ ଯାଇ ବିଜେହିଁ କ୍ଷତିରେ ପଡିବେ । ଶୁଭ ରଙ୍ଗ ହଳଦୀଆ । ଶୁଭ ଅଙ୍କ ୪ ।
ଚାଷୀ- ଜଳବାୟୁ ପ୍ରତି ସତର୍କ ରୁହନ୍ତୁ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ଆଜି ଦିନଟି ଆପଣଙ୍କ ପାଇଁ ଉତ୍ତମ ।

ମକର

ବର୍ତ୍ତମାନ ପରିସ୍ଥିତିରେ ଅନ୍ୟମାନଙ୍କ ସହ ସାଲିସ କରି ଚଳିବା ଠିକ୍ ହେବ । ପାରିବାରିକ ଜୀବନ ସୁଖରେ କଟିବା ସହ ବୌଦ୍ଧିକ ବିକାଶରୁ ବୁଦ୍ଧିଜୀବୀଙ୍କ ପ୍ରଶଂସାଭାଜନ ହେବେ । ମାନସିକ ଅସ୍ଥିରତା କିମ୍ବା ଅସଉାବଧାନତା କାରଣରୁ ସମସ୍ୟାଗ୍ରସ୍ତ ହୋଇପାରନ୍ତି । ଶୁଭ ରଙ୍ଗ ବାଦାମୀ । ଶୁଭ ଅଙ୍କ ୭ ।
ଚାଷୀ- ପୋଖରୀ/ଗାଢିଆ କରି ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଯୋଗ, ସ୍ମରଣ ଶକ୍ତି ବଢାଇଥାଏ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କୁମ୍ଭ

ବ୍ୟସ୍ତ ନ ହୋଇ ଆକସ୍ମିକ ପରିସ୍ଥିତିର ମୁକାବିଲା କରିପାରିଲେ, ଅବଶ୍ୟ ଉପକୃତ ହେବେ । ସ୍ୱାର୍ଥ ସାଧନ ପରିପ୍ରେକ୍ଷୀରେ ନିଜ ଲୋକମାନେ ବିଶ୍ୱାସଘାତକତା କରିପାରନ୍ତି । ନୀଚ ସଂସର୍ଗରୁ ଦୂରେଇ ରହିବା ଭଲ ହେବ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଛାତ୍ରଛାତ୍ରୀ- ମନରେ ଗର୍ବ ଭାବ ଆସିବ ।
ରୋଗୀ- ଥଣ୍ଡାଜନିତ ରୋଗ ହୋଇପାରେ ।
ଚାଷୀ- ମାଟିରେ ଉର୍ବରତା ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

ମୀନ

ଶୁଭ ପ୍ରଭାବରୁ ପ୍ରତିବନ୍ଧକକୁ ସାମ୍‌ନା କରି ଆଶା ପୂରଣରେ ସଫଳ ହେବେ । ଆନୁ ।ନିକ କାମରେ ସଫଳତା ପାଇବେ । କର୍ମକ୍ଷେତ୍ରରେ ପ୍ରତିକୂଳ ପରିସ୍ଥିତିର ଚାପ କ୍ରମଶଃ ବଢିପାରେ । ଆଜିର ଯାତ୍ରାର ନିକଟ ସମ୍ପର୍କୀୟ କିମ୍ବା ପ୍ରତିବେଶୀଙ୍କ ସୌହାର୍ଦ୍ଦ୍ୟରୁ ଉପକୃତ ହେବେ । ଶୁଭ ରଙ୍ଗ ଗାଢ ଲାଲ୍ । ଶୁଭ ଅଙ୍କ ୬ ।
ଗୃହିଣୀ- ସ୍ୱାଭିମାନୀ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
କର୍ମଜୀବି- କର୍ମଚଞ୍ଚଳ ରହିବେ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।

Leave a Reply

Your email address will not be published.