ଜାନୁଆରୀରେ ସବୁ ଶନିବାର ବନ୍ଦ ରହିବ କୋର୍ଟ

କଟକ , (ଓଡିଶା ଟାଇମ୍) :ଚଳିତ ଜାନୁଆରୀ ମାସର ପ୍ରତ୍ୟେକ ଶନିବାର ହାଇକୋର୍ଟ ବନ୍ଦ ରହିବ । ଏହାର ଅଫିସ୍‌, ଅନ୍ୟାନ୍ୟ ନିମ୍ନ ଅଦାଲତ, ଟ୍ରିବ୍ୟୁନାଲ ଏବଂ ଏହାର ଅଫିସ୍‌ ସବୁ ଆଦି ବନ୍ଦ ରହିବ ବୋଲି ସୂଚନା ମିଳିଛି।

କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଏହି ଘୋଷଣା କରିଛନ୍ତି । ସେହି ଆଧାରରେ ହାଇକୋର୍ଟ ରେଜିଷ୍ଟ୍ରାର ଜେନେରାଲଙ୍କ ପକ୍ଷରୁ ଏପରି ନିଷ୍ପତ୍ତି ନିଆଯାଇଛି ।

Leave a Reply

Your email address will not be published. Required fields are marked *