ଡ୍ରାଏରନର ସ୍ଥିତି ସମୀକ୍ଷା କଲେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ
ନୂଆଦିଲ୍ଲୀ, (ଓଡିଶା ଟାଇମ୍) : କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡାକ୍ତର ହର୍ଷବର୍ଦ୍ଧନ ନିଜେ ଚେନ୍ନାଇ ଗସ୍ତ କରି ଟିକାକରଣ ଡ୍ରାଏ ରନର ସ୍ଥିତି ସମୀକ୍ଷା କରିଛନ୍ତି। ମିଳିଥିବା ସୂଚନା ଅନୁସାରେ, ଚେନ୍ନାଇ ସ୍ଥିତ ରାଜୀବ ଗାନ୍ଧି ସରକାରୀ ହସ୍ପିଟାଲ ଯାଇ ସ୍ଥିତି ସମୀକ୍ଷା … Read More











