ସରକାରୀ ସ୍କୁଲରେ ପାଠ ପଢିଲେ ଉଚ୍ଚ ଶିକ୍ଷା ପାଇଁ ସଂରକ୍ଷଣ : କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି
ଭୁବନେଶ୍ବର, (ଓଡିଶା ଟାଇମ୍) : ଏଣିକି ସରକାରୀ ସ୍କୁଲରେ ପାଠ ପଢ଼ିଲେ ମିଳିବ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ। ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। ରାଜ୍ୟର ଯେକୌଣସି ସରକାରୀ ସ୍କୁଲରେ ପାଠ ପଢିଲେ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ ବ୍ୟବସ୍ଥା କରାଯିବ। … Read More











